ମେଟ୍ରୋ

ତାତୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ଅସହ୍ୟ ହେଉଛି ଖରା ତାତି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହୁଛି। ଇତିମଧ୍ୟରେ ରାଜ୍ୟରେ ତାପମାତ୍ରା ୪୧ ଡିଗ୍ରୀ ଟପିଥିବାବେଳେ ଆଗକୁ ୪୪ ଡିଗ୍ରୀରୁ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।…

ବିଜେଡି-ପ୍ରଶାସନିକ ଅଧିକାରୀ ମଧୁଚନ୍ଦ୍ରିକା: ଭାଜପା

ଭୁବନେଶ୍ୱର, ୩୦।୩(ବ୍ୟୁରୋ) ଶାସନ ବ୍ୟବସ୍ଥାରେ କାର୍ଯ୍ୟପାଳିକାକୁ ଲୋକଙ୍କ ସେବା ପାଇଁ ବିଶେଷ ଅଧିକାର ଦିଆଯାଇଛି। ସେଥିପାଇଁ ସେମାନଙ୍କଠାରୁ ନିରପେକ୍ଷତା ଆଶା କରାଯାଏ। ସେମାନଙ୍କ ନିରପେକ୍ଷତା ହିଁ ଗଣତନ୍ତ୍ରକୁ ସୁଦୃଢ କରେ। ରାଜ୍ୟରେ ଶାସକ ବିଜେଡି ଏବଂ ପ୍ରଶାସନିକ ବ୍ୟବସ୍ଥା ଭିତରେ ଥିବା…

୫ ମହାନଗର ନିଗମ ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟର ୫ ମହାନଗର ନିଗମରେ ବାସ କରୁଥିବା ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ମିଳିବ। ଓଡ଼ିଶା ମହାନଗର ନିଗମ ଅଧିନିୟମ, ୨୦୦୩ରେ ସଂଶୋଧନ କରାଯାଇ ମହାନଗର ନିଗମର ବସ୍ତି ବାସିନ୍ଦାମାନଙ୍କୁ ମଧ୍ୟ ଭୂମି ଅଧିକାର ଦେବା ସକାଶେ ପୌର ନିଗମ(ସଂଶୋଧନ) ବିଲ୍‌-୨୦୨୨କୁ…

‘ସଫଳ ବ୍ୟକ୍ତି ଆଧ୍ୟାତ୍ମିକତାରେ ସୁଖ, ଶାନ୍ତି ଖୋଜନ୍ତି’

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଆମ ନିକଟରେ ଯେତେ ଧନ ସମ୍ପତ୍ତି, କ୍ଷମତା ଓ ପ୍ରତିପତ୍ତି ଥିଲେ ମଧ୍ୟ ଏସବୁ ଆମକୁ ପ୍ରକୃତ ଶାନ୍ତି ଦେଇ ନ ଥାଏ। ଶ୍ରଦ୍ଧା, ଏକାଗ୍ରତା ଓ ସେବା ପ୍ରକୃତ ଶାନ୍ତି ପ୍ରଦାନ କରିଥାଏ ବୋଲି ନ୍ୟୁୟର୍କସ୍ଥିତ ବେଦାନ୍ତ…

ଆତ୍ମହତ୍ୟା: କଟକ ଆଗରେ, ସମ୍ବଲପୁର ଦ୍ୱିତୀୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଓଡ଼ିଶା ଭଳି ଅପେକ୍ଷାକୃତ ଶାନ୍ତିପ୍ରିୟ ରାଜ୍ୟରେ ବର୍ଷକୁ ବର୍ଷ ଆପରାଧିକ ମାମଲା, ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ଏଥିରେ ବିଶେଷତଃ ବେକାର ଯୁବତୀଯୁବକ, ଛାତ୍ରୀଛାତ୍ର ଓ ଚାଷୀମାନେ ସାମିଲ ହେଉଛନ୍ତି। ବିଧାୟକ ମୋହନ ଚରଣ ମାଝିଙ୍କ ଏକ ବିଧାନସଭା ପ୍ରଶ୍ନର…

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଗୃହରେ ଉପସ୍ଥାପନ କରିବେ। ପଞ୍ଚାୟତ ଓ ପୌର ନିର୍ବାଚନ ଯୋଗୁ ଠିକ୍‌ ସମୟରେ ବଜେଟ୍‌ ଅଧିବେଶନ ଆରମ୍ଭ କରିବାରେ ସରକାର…

ଗୃହରେ ଶ୍ରୀମନ୍ଦିର ସୁରକ୍ଷା ତାତି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପ୍ରସଙ୍ଗକୁ ନେଇ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଗୃହ କମିଟି ଗଠନ କିମ୍ବା ମନ୍ତ୍ରୀ ଉତ୍ତର ରଖିବା ପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଏହି ପ୍ରସଙ୍ଗରେ ଭାଜପା ସଦସ୍ୟମାନେ…

ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଅଗ୍ରାହ୍ୟ କରିଦେବାରୁ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଗୃହରେ ସରକାରଙ୍କୁ ଘେରିଥିଲେ। ଖଣି ମାଲିକଙ୍କ ଚାପ ଯୋଗୁ ଗତ ୩ ବର୍ଷ ଧରି…

ଭାଜପାକୁ ଗୋଡ଼ଟଣା ମାରିଲା

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଗଣତାନ୍ତ୍ରିକ ବ୍ୟବସ୍ଥାରେ ସରକାରୀ ଦଳ ସମେତ ଶକ୍ତିଶାଳୀ ବିରୋଧୀ ଦଳର ଉପସ୍ଥିତି ଅତ୍ୟନ୍ତ ଆବଶ୍ୟକ ହୋଇଥାଏ । ସରକାରୀ ଦଳଠାରୁ ଯେତିକି ସ୍ବଚ୍ଛତା ଏବଂ ସଚ୍ଚୋଟତା ଆଶା କରାଯାଏ ତାହାଠାରୁ କିଛି ଅଧିକ ସ୍ପଷ୍ଟବାଦିତା ବିରୋଧୀ ଦଳଠାରୁ ଆଶା କରିଥାଆନ୍ତି…

ମୁଣ୍ଡ ପିଛା ଆୟ ବଢ଼ିଲା

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଗତ ଦୁଇ ବର୍ଷ ହେବ କରୋନା ମହାମାରୀ ଯୋଗୁ ଦେଶର ଅର୍ଥନୀତି ଦୁର୍ବଳ ହୋଇଥିଲେ ସୁଦ୍ଧା ରାଜ୍ୟ ସରକାରଙ୍କ ଉପଯୁକ୍ତ ଆର୍ଥିକ ପରିଚାଳନା ଯୋଗୁ ରାଜ୍ୟର ଅଭିବୃଦ୍ଧି ବଳବତ୍ତର ରହିଛି। ୨୦୨୦-୨୧ରେ ରାଜ୍ୟରେ ମୁଣ୍ଡପିଛା ଆୟ କମିଥିବାବେଳେ ୨୦୨୧-୨୨ରେ…

ପହିଲା ଯାଏ ଅସହ୍ୟ ତାତି

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ୩୦ ମାର୍ଚ୍ଚରୁ ଏପ୍ରିଲ ୧ ଯାଏ ଗ୍ରୀଷ୍ମ ପ୍ରବାହ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି। ଫଳରେ…

ବଦଳିପାରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ। ପରୀକ୍ଷାସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି । ଯୁକ୍ତ ୨ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ କମ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?