ମେଟ୍ରୋ

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗିଛି। ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୨୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ

ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ସୂଚନାଯୋଗ୍ୟ, ନିକଟରେ…

ରିମାଣ୍ଡରେ ଗଲେ ଶର୍ମିଷ୍ଠା: ଫିଟିବ ଅଧିକ ଗୁମର

ଭଦ୍ରକ ଅଫିସ୍‌,୨୯।୩: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଏକ ୱେବ ପୋର୍ଟାଲର ମୁଖ୍ୟ ଶର୍ମିଷ୍ଠା ରାଉତଙ୍କ ସମେତ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଭଦ୍ରକ ସବ୍‌ଜେଲ୍‌ରୁ ଅଣାଯାଇ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୭ ଜଣ…

‘ମୋ ସ୍କୁଲ୍‌’ ଦେଶରେ ଉଦାହରଣ ସୃଷ୍ଟି କରିଛି: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):‘ମୋ ସ୍କୁଲ୍‌’ ଅଭିଯାନ ଆଜି ସମଗ୍ର ଭାରତବର୍ଷରେ ପ୍ରଶଂସିତ ହେଉଛି। ଅତୀତକୁ ବର୍ତ୍ତମାନ ସହ ଯୋଡ଼ୁଥିବା ଏହି ଅଭିଯାନ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ବରଦାନ ସଦୃଶ ହୋଇଛି। ଏହା କେବଳ ଏକ ପ୍ଲାଟ୍‌ଫର୍ମ ନୁହେଁ,…

ପାରାଦୀପ ବନ୍ଦର ନାମ ବଦଳିଲା

ପାରାଦୀପ,୨୯ା୩(ସ୍ବ.ପ୍ର.):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପର ନାମ ସୋମବାର ପରିବର୍ତ୍ତନ କରାଯାଇଛି। ପୂର୍ବରୁ ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିଟି)ଥିବା ବେଳେ ଏବେ ପାରାଦୀପ ପୋର୍ଟ ଅଥରିଟି (ପିପିଏ) ରଖାଯାଇଛି। ଏ ନେଇ ସୋମବାର ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ନୂତନ…

ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଜନତା ମଇଦାନଠାରେ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାକୁ ମୁଖ୍ୟମନ୍ତ୍ରୀ…

ଫେବୃୟାରୀ ସୁଦ୍ଧା ୧୪,୯୪୯ କୋଟିର ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ସଂଗ୍ରହ ବଢ଼ିଚାଲିଛି। କେବଳ କରୋନା ମହମାରୀ ଯୋଗୁ ୨୦୨୦-୨୧ ବର୍ଷରେ ଏହି ରାଜସ୍ବ ସଂଗ୍ରହ ସାମାନ୍ୟ ହ୍ରାସ ପାଇଥିଲା। ବିଧାୟକ ମୁକେଶ ମହାଲିଙ୍ଗ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦେଇଥିବା ତଥ୍ୟରୁ…

ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି: ନରସିଂହ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଓଡ଼ିଶାରେ ଚାଷୀଙ୍କ ବାର୍ଷିକ ଆୟ ୫,୨୭୪ରୁ ୫,୧୧୨ ଟଙ୍କାକୁ ଖସି ଯାଇଛି। ତେବେ ମାସକୁ କେତେ ପଡ଼ିଲା। ଏହା ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର କୃଷି ଉତ୍ପାଦନ ପାଇଁ କେନ୍ଦ୍ରଠାରୁ ପୁରସ୍କାର ପାଉଛନ୍ତି ବୋଲି କହୁଛନ୍ତି। ସ୍କୁଲରେ ଶିକ୍ଷକମାନେ ସମ୍ମାନିତ…

ମୁଣ୍ଡପିଛା ଋଣ ୨୨,୮୨୭ ଟଙ୍କା

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଋଣଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ରହିଛି। ୨୦୨୧-୨୨ରେ ମୁଣ୍ଡପିଛା ଋଣଭାର ୨୨ ହଜାର ୮୨୭ ଟଙ୍କା ୫୪ ପଇସା। ରାଜ୍ୟ ସରକାର ୨୦୧୦-୧୧ରେ ୩୪୯୦.୪୬ କୋଟି ଟଙ୍କା ଋଣ କରିଥିବାବେଳେ ୨୦୧୧-୧୨ରେ ୧୭୮୦.୨୩ କୋଟି, ୨୦୧୨-୧୩ରେ…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସବୁ ଘରକୁ ପାନୀୟ ଜଳ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଆସନ୍ତା ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୫୦,୨୬୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପୁରୀ ହେଉଛି ପ୍ରଥମ ସହର ଯେଉଁଠି ସମସ୍ତ ପରିବାରକୁ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନରେ…

ନୂଆଦିଲ୍ଲୀରେ ମହିଳା ହକି ଦଳକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସନ୍ଧ୍ୟାରେ ଦିଲ୍ଲୀରେ ଆୟୋଜିତ ବିବିସି ଇଣ୍ଡିଆନ୍‌ ସ୍ପୋର୍ଟସ ୱିମେନ୍‌ ଅଫ୍‌ ଦି ଇଅର ଆୱାର୍ଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଦେଶର କୃତୀ ମହିଳା କ୍ରୀଡ଼ାବିତ୍‌ଙ୍କୁ ସମ୍ମାନିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?