୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫ ଜିଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ। ୫ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମରେ ୩୦ ଜିଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି। ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ...
ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା...
ଡିଏସ୍ଏମ୍ ପାଇଁ ନିବେଶ ହେବ ୪୪୧ କୋଟି
ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍ (ଇଇଏସ୍ଏଲ୍) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍ଏମ୍) ଆରମ୍ଭ କରାଯାଇଛି। ପର୍ଯ୍ୟାୟ ଭିତ୍ତିରେ ଏହି ଯୋଜନା ଲାଗି ରାଜ୍ୟରେ ୪୪୧ କୋଟି ଟଙ୍କା ନିବେଶ...
ଆଠଗଡ଼ ବନାଞ୍ଚଳ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର): ଆଠଗଡ଼ ବନଖଣ୍ଡ ଅଧୀନ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀ ଗୁଳିରେ ମୃତ ଦନ୍ତା ହାତୀକୁ ତରବରିଆ ଭାବେ ପୋତିଦିଆଯିବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଆଠଗଡ଼ ବନାଞ୍ଚଳ ଅଧିକାରୀ (ରେଞ୍ଜର) ଆୟେଶା ଅକ୍ତରୀ ନିଶାଙ୍କୁ ସୋମବାର...
ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କରନ୍ତୁ’
ଭୁବନେଶ୍ୱର,୧୬ା୧୧ (ବ୍ୟୁରୋ): ଦେଶର ପ୍ରତ୍ୟେକ ନାଗରିକ ହେଉଛନ୍ତି ଗବେଷକ। ପ୍ରତି ଗବେଷଣା ଲୋକଙ୍କ ଉପକାର ପାଇଁ ଉଦ୍ଦିଷ୍ଟ। ତେଣୁ ପୁରାତନରୁ ନୂତନ ଯୁଗ ପର୍ଯ୍ୟନ୍ତ, ନିଆଁର ବ୍ୟବହାରଠାରୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ, ସବୁଥିରେ ଗବେଷକଙ୍କ ଅବଦାନ ରହିଛି।...
ଅପରାଧ ପାଇଁ ହ୍ବାଟ୍ସଆପ୍ ଗ୍ରୁପ୍ ‘ଟାଉନ୍ ଟାଇଗର’
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): କେବିଏନ୍ ଗ୍ୟାଙ୍ଗ୍ର ୫ ସଦସ୍ୟଙ୍କ ୨ ଦିନିଆ ରିମାଣ୍ଡ ଅବଧି ସରିବା ପରେ କମିଶନରେଟ ପୋଲିସ ସୋମବାର ସେମାନଙ୍କୁ ପୁଣି ଜେଲ୍ ହାଜତକୁ ପଠାଇ ଦେଇଛି। ଆଉକିଛି ତଥ୍ୟ ଓଗାଳିବା ପାଇଁ ଅଭିଯୁକ୍ତ ରାହୁଲ ଜେନା, ରାଜେଶ ବେହେରା...
ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୨୨ରେ ହେବାକୁ ଯାଉଛି ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସମିତି ସଭ୍ୟ ଏବଂ ସରପଞ୍ଚଙ୍କର ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭ୍ୟଙ୍କର ସର୍ବାଧିକ ନିର୍ବାଚନୀ...
ପ୍ରକଳ୍ପ କାମର ପୂର୍ଣ୍ଣାଙ୍ଗ ରିପୋର୍ଟ ୭ ଦିନରେ ଦିଅ: ମୁଖ୍ୟ ସଚିବ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ପୁରୀ ଓ ଗଞ୍ଜାମ ଜିଲାର ବୃହତ୍ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ନେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ରହ୍ମଗିରି ବ୍ଲକ ରାୟବିଧାରପୁର ପଞ୍ଚାୟତ...
ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ
ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ...
ମନ୍ତ୍ରୀଙ୍କୁ ଗୃହକୁ ପୂରାଇ ଦେବୁନି: କଂଗ୍ରେସ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୨୬ କାର୍ଯ୍ୟଦିବସ ରହିଛି। ତେବେ ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ଭିତରେ...
୧୭ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୧୮ ତାରିଖରେ...
ଭର୍ଚୁଆଲରେ ବିଜୁ ସ୍ମାର୍ଟ ହେଲଥ୍ କାର୍ଡ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ସୋମବାର ଝାରସୁଗୁଡାରେ ଶୁଭାରମ୍ଭ କରିଛନ୍ତି । ଭର୍ଚୁଆଲ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ସ୍ମାର୍ଟ କାର୍ଡ ଗରିବ ଶ୍ରେଣୀର ଲୋକଙ୍କ ଦୁଃଖ ଦୂର...
Archives


