ମେଟ୍ରୋ

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ…

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟ ସରକାର ୨,୨୦୦ ବିଦ୍ୟାଳୟର…

କାଲିଠୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ, ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ଭୁବନେଶ୍ବର, ୭ା୧: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ…

ଏହିଦିନ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ, ନିଯୁକ୍ତ ହେବେ ଏକ ଲକ୍ଷ…

ଭୁବନେଶ୍ୱର,୭।୧: ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା। ଏହି ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ମାସରୁ ଆରମ୍ଭ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ୨୦୨୭ ଫେବୃଆରୀରୁ ଆରମ୍ଭ ହେବ ବୋଲି ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ…

ପ୍ରେମ ପାଇଁ ଯୁବତୀଙ୍କୁ କାର ଭିତରେ ଦେଖାଇଲେ ବନ୍ଧୁକ

ଭୁବନେଶ୍ୱର,୭।୧ ଭୁବନେଶ୍ୱରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ। କାର ଭିତରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଲିଙ୍ଗରାଜ ଥାନା ସାମନ୍ତରାପୁର ଅଞ୍ଚଳରେ। ତ୍ରିକୋଣୀୟ ପ୍ରେମକୁ ନେଇ ବନ୍ଧୁକ ଦେଖାଇ ଧମକ ସୂଚନା ମିଳିଛି। ଯୁବତୀ ଜଣଙ୍କ ପେସାରେ…

ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ, ୧୦ ଡିଗ୍ରୀ ତଳେ ୨୩ ସହର

ଭୁବନେଶ୍ୱର,୭ା୧: ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ। ୨୩ ସହରର ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ୩୮ସହରରେ ୧୨ ଡିଗ୍ରୀ ତଳେ ତାପମାତ୍ରା ରହିଛି। ଜି. ଉଦୟଗିରି ରାଜ୍ୟରେ ସବୁଠୁ ଥଣ୍ଡା ସହର ହୋଇଥିବାବେଳେ ଏଠାରେ ତାପମାତ୍ରା ୩ ଡିଗ୍ରୀ…

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ…

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳି ନାହିଁ। ଲଘୁଚାପକୁ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ…

କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ୩ ବଡ଼ ଦାବି କଲେ ଅପରାଜିତା: ମିଳିଲା ଅନୁମୋଦନ, ୧୧୧ କୋଟିରେ ହେବ…

ଭୁବନେଶ୍ୱର,୭।୧: କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ଅପରାଜିତା ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ୩ଟି ମୁଖ୍ୟ ଦାବି ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେଗୁଡିକ…

ଦୁଇ ମନ୍ଦିରରେ ବୁଲାଇଲେ କଳାକନ, ୭  ବର୍ଷ ଧରି ଖୋଲା ଯାଇ ନଥିବା ହୁଣ୍ଡିକୁ ଟାର୍ଗେଟ…

ଉଦଳା,୭।୧: ଅସହ୍ୟ ଜାଡୁଆ ଶୀତରେ ମନ୍ଦିରରୁ ବିଳମ୍ବିତ ରାତିରେ ଲୁଟିଲେ ଦୁର୍ବୃତ୍ତ। ଦୁଇ ମନ୍ଦିରରେ ବୁଲାଇଲେ କଳାକନା। ଏଭଳି ଅଭାବନୀୟ ଘଟଣା ଘଟିଛି ଉଦଳା ଥାନା ଏନ୍‌ଏସି ୯ ନମ୍ବର ୱାର୍ଡରେ ଥିବା ପୁରାତନ ମଣି ନାଗେଶ୍ୱର ମନ୍ଦିର ଓ ଗାୟତ୍ରୀ…

ଡାକ୍ତରଙ୍କ ଆନ୍ଦୋଳନ: ସରକାର ଲଗାଇଲେ ‘ଏସ୍‌ମା’

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨…

ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?