ମେଟ୍ରୋ

ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ: ହଟହଟା ପର୍ଯ୍ୟଟକ

ଭୁବନେଶ୍ୱର,୭।୧(ବ୍ୟୁରୋ): ନନ୍ଦନକାନନ ଟିକେଟ କାଉଣ୍ଟରକୁ ବନ୍ଦ କରିଦିଆଯାଇଛି। ସରକାରଙ୍କ ନୂଆ କୋଭିଡ ନିୟମ ଅନୁଯାୟୀ, ଶୁକ୍ରବାରଠାରୁ ଫେବୃୟାରୀ ପହିଲା ପର୍ଯ୍ୟନ୍ତ ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ ରହିବ। ପର୍ଯ୍ୟଟକ କେବଳ ଅନଲାଇନରେ ଟିକେଟ ବୁକ କରି ନନ୍ଦନକାନନ ବୁଲି ପାରିବେ ।…

ଆଜିଠାରୁ ନାଇଟ୍‌ କର୍ଫ୍ୟୁ: ଟ୍ବିନ୍‌ସିଟିକୁ ଜଗିବେ ୨୫ ପ୍ଲାଟୁନ୍‌ ପୋଲିସ

ଭୁବନେଶ୍ବର,୭।୧(ବ୍ୟୁରୋ): ଆଜିଠାରୁ ଟ୍ବିନସିଟିରେ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ । ଏହି କଟକଣା ରାତି ୯ ଟାରୁ ସକାଳ ୫ ଯାଏ ଲାଗିବାକୁ ଥିବା ବେଳେ ଫେବୃୟାରୀ ୧ ଯାଏ ବଳବତ୍ତର ରହିବ। ଏହି ସମୟରେ କୋଭିଡ୍‌ ନିୟମ ଭାଙ୍ଗିଲେ ଦୃଢ଼…

ଆସନ୍ତା ୧୦ରୁ କଲେଜ-ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଶୁକ୍ରବାର ବନ୍ଦ ଘୋଷଣା କରାଯାଇଛି। ଜାନୁୟାରୀ ୧୦ରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କେବଳ ମେଡିକାଲ ଏବଂ ନର୍ସିଂ କଲେଜଗୁଡ଼ିକୁ ଏଥିରୁ ବାଦ ଦିଆଯାଇଛି। ଅନ୍ୟ ସମସ୍ତ କଲେଜ ଓ…

ଗାଇଡ୍‌ଲାଇନ୍‌ ସାମାନ୍ୟ ସଂଶୋଧନ କଲା ବିଏମ୍‌ସି

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଡେଲ୍ଟା ଓ ଓମିକ୍ରନ ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ପାଇଁ ଜାରି କରିଥିବା ଗାଇଡ୍‌ଲାଇନ୍‌ରେ ସାମାନ୍ୟ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ୭୨ ଘଣ୍ଟା…

ଆଜିଠୁ ଖୋଲିବ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୭।୧(ବ୍ୟୁରୋ): ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ପୁଣି ଖୋଲିବ। ବିଏମ୍‌ସି ଅତିରିକ୍ତ କମିଶନରଙ୍କ ସହ ଆଲୋଚନା ପରେ ଶୁକ୍ରବାର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଉଠା ଦୋକାନୀଙ୍କୁ ଉଚ୍ଛେଦ ନେଇ ପ୍ରତିଶ୍ରୁତି ପରେ ମାର୍କେଟ ଖୋଲିବ। ସୂଚନାନୁସାରେ, ଉଠା ଦୋକାନୀମାନଙ୍କୁ ଉଚ୍ଛେଦ ଦାବି ପୂରଣ…

୧୦ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର,୭।୧(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ଏକ ଘନୀଭୂତ ପଶ୍ଚିମା ଝଡ଼ ଶୁକ୍ରବାରଠାରୁ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ ।…

ଏନ୍‌ଏଚ୍‌ଏମ୍‌ ପୋର୍ଟାଲ ହ୍ୟାକ୍‌ କରି ୫.୧ କୋଟି ଠକେଇ ମାମଲା: ରାଉରକେଲାରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୭।୧(ବ୍ୟୁରୋ): ସୋନପୁର ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ପୋର୍ଟାଲ ହ୍ୟାକ୍‌ କରି ଇ-ଚେକ୍‌ ଜରିଆରେ ୫.୧ କୋଟି ଠକେଇ ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା( ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିକାଶ କୁମାର…

‘ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ’

ଭୁବନେଶର, ୭।୧(ବ୍ୟୁରୋ) : ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ। ସେଥି ମଧ୍ୟରୁ ୧୧୯୧ଟି କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ବୟସ୍କଙ୍କ ଟିକାକରଣ ଚାଲିଛି ବୋଲି ସ୍ବାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ୩ ଲକ୍ଷ ୪୨…

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପଜିଟିଭ୍‌ ପରେ ଆଇସୋଲେସନରେ ରହିଥିବା ନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଶେଷ ୩ ଦିନରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ…

ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ ଓ ନଗର ଉନ୍ନୟନ ବିଭାଗ। ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ ଓ ପ୍ରସ୍ତାବ…

ଆକାଂକ୍ଷୀ ଜିଲାରେ ମଜଭୁତ ହେବ ୪-ଜି ସେବା

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍‌ ସେବା ମଜଭୁତ୍‌ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩ ଗ୍ରାମରେ ୪-ଜି ସଂଯୋଗୀକରଣ ପାଇଁ ନୂତନ ମୋବାଇଲ୍‌ ଟାୱାର ସ୍ଥାପନ କରିବାକୁ ଘୋଷଣା କରିଛନ୍ତି।…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri