ମେଟ୍ରୋ

ଟ୍ରେନ ଅଟକାଇ ଯୁବକଙ୍କ ଜୀବନ ବଞ୍ଚାଇଲେ ଚାଳକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରେଳ ଧାରଣାରେ ଶୋଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଜଣେ ଯୁବକ। ଚାଳକ ଟ୍ରେନକୁ ଅଟକାଇ ରେଳ ଧାରଣାରୁ ଯୁବକଙ୍କୁ ଉଠାଇ ମହାନତାର ପରିଚୟ ଦେଖାଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଆତ୍ମହତ୍ୟା ଉଦ୍ୟମ…

ଦୀର୍ଘଦିନ ପରେ ବିଧାନସଭା ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ଆସିଛନ୍ତି। କୋଭିଡ୍‌ ଯୋଗୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ରହୁଥିଲେ। ମାତ୍ର ଆଜି ନବୀନ ବିଧାନସଭା ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ। ଅପରାହ୍ନ ଗୋଟାଏରୁ ୪ଟା ଭିତରେ ଭୋଟିଂ ହେବ। ନିର୍ବାଚିତ ହୋଇଥିବା ଜିଲାପରିଷଦ ସଦସ୍ୟ ମାନେ ଉପସଭାପତି ନିର୍ବାଚିତ କରିବେ । ସକାଳ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ପ୍ରାର୍ଥୀମାନେ…

ଖସିଲା କରୋନା ଗ୍ରାଫ୍‌, ଆଜି ୫୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୨ ଜଣ ଚିହ୍ନଟ ହୋଇଥିବା…

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ ପୂର୍ବରୁ ଓ୍ବାର୍ଡ ପୁନର୍ଗଠନ ସହ ନୂଆ ଭୋଟର ସଂଯୋଗ ଓ ସଂଶୋଧନ କରାଯାଇଥିଲା। ଏପରିକି…

ଟ୍ରଲି ଭଡ଼ା କରି ଭୋଟ ଦେବାକୁ ଆସିଲେ ୧୨୦ ବର୍ଷିୟା ଭୋଟର

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୋଟ ଦେବା ପାଇଁ ଟ୍ରଲି ଭଡ଼ା କରି ଆସିଥିଲେ ୧୨୦ବର୍ଷର ମହିଳା ଭୋଟର ଭାବମଣି ବେହେରା। ଭୁବନେଶ୍ୱର ୟୁନିଟ୍‌-୨ ବସ୍ତିର ବାସିନ୍ଦା ଭାବମଣି ବୟସର ଅପରାହ୍ନରେ ଉପନୀତ ହୋଇ ମଧ୍ୟ ଆଗ୍ରହର ସହ ଗଣତନ୍ତ୍ରର ମହାନ୍‌ ପର୍ବରେ ସାମିଲ ହୋଇ…

ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ

ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍‌ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍‌ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ…

ଶେଷ ମତଦାନ କହି କାନ୍ଦି ପକାଇଲେ ୮୮ ବର୍ଷିୟା ବୃଦ୍ଧା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଓ୍ବାର୍ଡ ନଂ. ୪୯ ଅନ୍ତର୍ଗତ ଆଇଗିଣିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଥ୍‌ ନଂ. ୫୦୯ରେ ଗୁରୁବାର ମତଦାନ କରିଛନ୍ତି ୮୮ ବର୍ଷିଆ ବୃଦ୍ଧା ଅନ୍ନପୂର୍ଣ୍ଣା ଦାସ। ତେବେ ସେ ଭୋଟ ଦେଇ ଯେତିକି ଖୁସି…

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର ପରିଷଦ…

ବଢ଼ିବନି ବିଜୁଳି ଦର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧି ହେବ ନାହିଁ। ପୂର୍ବ ଦର ଅପରିବର୍ତ୍ତିତ ରହିବ। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ପକ୍ଷରୁ ଗୁରୁବାର ଏ ନେଇ ସୂଚନା ଦିଆଯାଇଛି। ଏହି ଘୋଷଣା ସାଧାରଣ ଉପଭୋକ୍ତାଙ୍କୁ ବର୍ଷକ…

ଆଜିଠୁ ଆରମ୍ଭ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍‌ ଅଧିବେଶନ। ଏଥର ବଜେଟ୍‌ ଅଧିବେଶନରେ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ପୂର୍ବ ଅଧିବେଶନ ଭଳି ଦୁଇଟି ପର୍ଯ୍ୟାୟରେ ମୋଟ୍‌ ୫ ଘଣ୍ଟା ଗୃହ କାର୍ଯ୍ୟ ଚାଲିବ। ତେବେ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ,…

ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?