ମେଟ୍ରୋ

ଏହି ଜିଲାରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ । ଏଥିନିମନ୍ତେ ଖୋର୍ଦ୍ଧା ଜିଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ବୁଧବାର ଓ ଗୁରୁବାର ଜିଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଖୋର୍ଦ୍ଧା…

ଖସୁଛି ସଂକ୍ରମଣ: ଆଜି ୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଆଜି ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ପରୋକ୍ଷ ନିର୍ବାଚନରେ ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ସରିଥିବାବେଳେ ବୁଧବାର ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ। ନିର୍ବାଚିତ ସମିତି ସଭ୍ୟମାନେ ଭୋଟ ଦେଇ ଉପାଧ୍ୟକ୍ଷ ନିର୍ବାଚିତ କରିବେ। ଏଥିପାଇଁ ସକାଳ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ…

ଆଜି ବୁଥ୍‌ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ। ଏ ନେଇ ଚାଲିଛି ସଜବାଜ। ତେବେ ଆଜି ପୋଲିଙ୍ଗ ବୁଥ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି । ପୌର ଭୋଟ ପାଇଁ ନିୟୋଜିତ ହେବେ ୨୨ ହଜାର ପୋଲିଂ କର୍ମଚାରୀ। ପ୍ରତ୍ୟେକ ପୋଲିଂ ପାର୍ଟିରେ…

୧୨ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜଧାନୀରେ ଶାନ୍ତିଶୃଙ୍ଖଳାର ସହ ପୌର ନିର୍ବାଚନ ସମ୍ପନ୍ନ ନିମନ୍ତେ ମଡେଲ କୋଡ୍‌ ଅଫ କଣ୍ଡକ୍ଟ ଲାଗୁ ହେବା ପରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା ତରଫରୁ ସ୍ପେଶାଲ ଏନଫୋର୍ସମେଣ୍ଟ ଡ୍ରାଇଭ ଆରମ୍ଭ ହୋଇଛି। ଫେବୃୟାରୀ ୫ରୁ ଏହି ଡ୍ରାଇଭ ଆରମ୍ଭ…

ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଏଣିକି କଲେଜରେ ନାମଲେଖା ପାଇଁ ସାରା ଦେଶରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାକୁ…

‘ଟଙ୍କା ବାଣ୍ଟୁଛନ୍ତି ବିଜେଡି ପ୍ରାର୍ଥୀ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚଳିତ ପୌର ନିର୍ବାଚନରେ ଶାସକ ଦଳ ବିଜେଡି ଭୋଟ ହାତେଇବା ପାଇଁ ଟଙ୍କାକୁ ମୁଖ୍ୟ ଅସ୍ତ୍ର କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଫେରାଦ ହୋଇଛି। ଏହି…

୪୧ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ପ୍ରବଳ ତାତି। ଚାରିଆଡ଼େ ମୁଣ୍ଡଫଟା ଖରା। ପ୍ରଚଣ୍ଡ ଗ୍ରୀଷ୍ମରେ ସମଗ୍ର ରାଜ୍ୟ ଆଉଟପାଉଟ ହେଉଛି। ଆସନ୍ତା ୨୫ ତାରିଖରୁ ତାତିର ପ୍ରକୋପ ଆହୁରି ବଢ଼ିବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଟପିଯିବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ…

୪୪୯ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଶିକ୍ଷଣର ସ୍ତର ନିର୍ଦ୍ଧାରଣ ନିମନ୍ତେ ଆସନ୍ତା ୨୩ ତାରିଖଠାରୁ ସର୍ବେକ୍ଷଣ ଆରମ୍ଭ ହେବ। ଜାତୀୟ ଶିକ୍ଷା ଓ ଗବେଷଣା ପରିଷଦ ଏବଂ ଭାରତ ସରକାରଙ୍କ ବିଦ୍ୟାଳୟ…

୨୪ରେ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୨ା୩(ବ୍ୟୁରୋ)-ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମରେ ମଙ୍ଗଳବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ନିର୍ବାଚନରେ ମେୟର ଓ ଅଧ୍ୟକ୍ଷ ପଦବୀ ପାଇଁ ୫୬୯, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ୫୮୪୨ ଜଣ ପ୍ରାର୍ଥୀ…

ଦୁଇ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ମାନସଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ)- ଦିନକୁ ଦିନ ବିବାଦୀୟ ହେବାରେ ଲାଗିଛି ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଏହି ଘଟଣାରେ ମୃତ ମାନସଙ୍କ ସ୍ତ୍ରୀ ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆଣିଛନ୍ତି।…

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ କେନ୍ଦ୍ରାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?