ମେଟ୍ରୋ

ରାଜଧାନୀରେ ହେଭିଓ୍ବେଟଙ୍କ ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ ରାଜଧାନୀରେ ପ୍ରଚାରକୁ ଜୋରଦାର କରାଯାଉଛି। ୩ ପ୍ରମୁଖ ଦଳର ପ୍ରାର୍ଥୀ ଭୋଟରଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି। ଭୋଟରଙ୍କ ସମର୍ଥନ ପାଇଁ…

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ ।…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୭ ଜଣ…

ଆତଙ୍କ ଖେଳାଉଥିଲା ବିହାରୀ ନଟ୍‌ ଗ୍ୟାଙ୍ଗ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜଧାନୀରେ ବିଭିନ୍ନ ଥାନା ଅଞ୍ଚଳରେ ଲୁଟ୍‌ ସହ ଆତଙ୍କ ଖେଳାଉଥିବା ବିହାରୀ ନଟ୍‌ ଗ୍ୟାଙ୍ଗ ଶେଷରେ ଧରାପଡିଛି। ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ୨ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜଗଞ୍ଜ ଥାନା ଅଞ୍ଚଳର ବାଦଲ…

୫ ଓଡ଼ିଆଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ଜଣ ଓଡ଼ିଆଙ୍କୁ ଦେଶରେ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ମିଳିଛି। ସମାଜସେବା କ୍ଷେତ୍ରରେ ସମାଜ ସଂସ୍କାରକ ତଥା ବିଶିଷ୍ଟ ପ୍ରବଚକ ଶ୍ରୀମଦ୍‌ ବାବା ବଳିଆ, ବିଜ୍ଞାନ ଓ ବୈଷୟିକ ଜ୍ଞାନ କ୍ଷେତ୍ରରେ ପ୍ରଫେସର ଡ. ଆଦିତ୍ୟ…

ପ୍ରସ୍ତୁତି ଶେଷ: ନିୟୋଜିତ ହେବେ ୨୨ ହଜାର ପୋଲିଂ କର୍ମଚାରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ଆସନ୍ତା ୨୪ ତାରିଖରେ ୧୦୬ ପୌରସଂସ୍ଥା ଓ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୮ଟାରୁ ଅପରାହ୍ନ ୫ଟା ମଧ୍ୟରେ ଭୋଟଗ୍ରହଣ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ସୋମବାର ଖବରଦାତା ସମ୍ମିଳନୀରେ ରାଜ୍ୟ ନିର୍ବାଚନ…

ଏପ୍ରିଲରୁ ସ୍କୁଲ୍‌ରେ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ରାଜ୍ୟର ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ଦିଆଯିବ। ଏପ୍ରିଲରୁ ଏମ୍‌ଡିଏମ୍‌ ଆରମ୍ଭ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ଯୋଗୁ ସ୍କୁଲଗୁଡ଼ିକ ବନ୍ଦ ରହିଥିଲା। ତେଣୁ ୨୦୨୦ ମାର୍ଚ୍ଚରୁ ସ୍କୁଲରେ…

୨୫ରୁ ଆହୁରି ବଢ଼ିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ବୃଦ୍ଧି…

ଆନ୍ଧ୍ର ଆବେଦନକାରୀଙ୍କ ପିଟିଶନ ଖାରଜ

ନୂଆଦିଲ୍ଲୀ, ୨୨।୩:କୋରାପୁଟ ଜିଲାର ବିବାଦୀୟ କୋଟିଆର ୨୧ଟି ଗ୍ରାମକୁ ଆନ୍ଧ୍ରପ୍ରଦେଶର ବୋଲି ଘୋଷଣା କରିବା ସହ ସେଠାରେ ଓଡ଼ିଶା ସରକାରଙ୍କ ପକ୍ଷରୁ କରାଯାଇଥିବା ପଞ୍ଚାୟତ ନିର୍ବାଚନକୁ ଅସିଦ୍ଧ ଘୋଷଣା ସକାଶେ ଆନ୍ଧ୍ର ସମର୍ଥିତ ୫ ସରପଞ୍ଚ ଦାୟର କରିଥିବା ଆବେଦନକୁ ସୁପ୍ରିମକୋର୍ଟ…

୨୫ରୁ ଆହୁରି କଲବଲ କରିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୧ା୩(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ବୃଦ୍ଧି…

ପୌର ନିର୍ବାଚନ: ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ

ଭୁବନେଶ୍ୱର,୨୧।୩(ବ୍ୟୁରୋ) : ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଆସନ୍ତା ୨୪ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସୁଦ୍ଧା ପ୍ରଚାର ସରିବ । ପୌର ନିର୍ବାଚନ ପାଇଁ…

କୁଆଖାଇ ନଦୀପଠାରେ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରବାର ଲୋକେ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜଧାନୀ ଉପକଣ୍ଠ କୁଆଖାଇ ନଦୀ ବାଙ୍କଆଳ ଘାଟରେ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ କରାଯାଇଛି। ହୋଲିରେ ଗାଧୋଇବାକୁ ଆସି ସେ ନିଖୋଜ ଥିଲେ। ମୃତକ ଜଣକ ମହିଷାଖାଲ ବସ୍ତିର ବୋଲି ଆଲୋକ ଜେନା ବୋଲି ଜଣାପଡ଼ିଛି। ତାଙ୍କୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?