ମେଟ୍ରୋ

ଆଜି ୫୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା…

ଶ୍ରୀମନ୍ଦିର ଦର୍ଶନ ନେଇ ଅବ୍ୟବସ୍ଥା

ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଲୋକେ ଖରାରେ ସିଝିବା ସହ ପିଇବାପାଣି ପାଇଁ ଡହଳବିକଳ ହେଉଛନ୍ତି। ଏପରି କି ପ୍ରବଳ ଗହଳି ସାଙ୍ଗକୁ ଲମ୍ବାଧାଡ଼ିରେ ଦୀର୍ଘ ସମୟ ଛିଡ଼ା ହୋଇରହୁଥିବାରୁ ଅଧୈର୍ଯ୍ୟ ହୋଇ ଠେଲାପେଲା ଲାଗୁଛନ୍ତି। ଏଥିଯୋଗୁ ବେଳେବେଳେ…

ଘରୋଇ ସ୍କୁଲ ସୂଚନା ଅଧିକାର ଆଇନ ପରିସରଭୁକ୍ତ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଏଣିକି ଘରୋଇ ସ୍କୁଲ ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବେ। ସୂଚନା ମାଗୁଥିବା ନାଗରିକଙ୍କୁ ଘରୋଇ ବିଦ୍ୟାଳୟ ଆବେଦନର ୩୦ ଦିନ ମଧ୍ୟରେ ତଥ୍ୟ ଦେବା ବାଧ୍ୟତାମୂଳକ। ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟକୁ ଆଧାର କରି ଓଡ଼ିଶା ସୂଚନା ଆୟୋଗ…

କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ମାମଲା: ୨ ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କ ସମେତ ୪ ଅଟକ

ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିର ସେବାୟତ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ (କାଳିଆ)ଙ୍କୁ ଗୁଳିକରି ହତ୍ୟା ମାମଲାରେ ରବିବାର ପୁରୀ ପୋଲିସ ୪ଜଣଙ୍କୁ ଅଟକ ରଖିଛି। ଏମାନଙ୍କ ମଧ୍ୟରେ ୨ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଓ ୨ଜଣ ସହଯୋଗୀ ରହିଛନ୍ତି।…

୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଉଛି ଖରା ତାତି। ରବିବାର ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଟିଟିଲାଗଡ଼ ୪୧.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ୪ ସହର ମଧ୍ୟରେ ବଲାଙ୍ଗୀର ୪୧, ଅନୁଗୋଳ…

ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ପୋଲିସର ତଦନ୍ତକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୁଖ୍ୟ…

ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସାରିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦୁଇଦିନ ମଧ୍ୟରେ ସମସ୍ତ ଇଭିଏମ୍‌ରେ କମିଶନିଂ…

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ଅର୍ଥାତ୍‌ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଘରେ ଏବଂ ହୋଟେଲରେ ପଖାଳ ମଜା ଉଠାଇଛନ୍ତି ଲୋକେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ପଖାଳ ଖାଇ ଲୋକଙ୍କୁ ପଖାଳ ଦିବସର ଶୁଭେଚ୍ଛା…

ନିଜକୁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଅଧିକାରୀ କହି ଠକୁଥିଲେ କୋଟିକୋଟି ଟଙ୍କା, ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଅଢ଼େଇ କୋଟି ଟଙ୍କା ଠକେଇ ଅଭିଯୋଗରେ ହିମାଂଶୁ ଭଣ୍ଡାରୀ ନାମକ ଜଣେ ବ୍ୟକ୍ତିଙ୍କୁ ନୋଏଡାରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ରାହତକୋଷ ଯୋଜନାରେ ଟଙ୍କା ଦେବାକୁ କହି ଲୋକଙ୍କୁ ଠକି ଚାଲିଥିଲେ ହିମାଂଶୁ। ୨ କୋଟି ୩୫…

ଓଡିଆଙ୍କୁ ‘ବିଶ୍ୱ ପଖାଳ ଦିବସ’ର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୨୦।୩: ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ରବିବାର ବିଶ୍ବ ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ବାଳୁକାକଳାରେ…

ଖସୁଛି ସଂକ୍ରମଣ: ଆଜି ୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଆଜି ‘ବିଶ୍ୱ ପଖାଳ ଦିବସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ୨୦୧୨ ମସିହାରୁ ଏହା ପାଳନ ହୋଇଆସୁଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ହେଉ ଅବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?