ମେଟ୍ରୋ

ଆଜି ଦୋଳ ପୂର୍ଣ୍ଣିମା, ଗାଁଠୁ ସହର ଯାଏ ଉତ୍ସବମୁଖର

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ଘଟିବ। ବିମାନରେ ସଜ୍ଜିତ ହୋଇ ଗାଁ ଗାଁ ସାହି ସାହି ବୁଲି ଭୋଗ ଖାଇବେ ଦୋଳଗୋବିନ୍ଦ। ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡ଼ିଥିଲା…

ଜମି ଦେବାକୁ କହି କୋଟିଏରୁ ଊର୍ଦ୍ଧ୍ୱ ଠକେଇ: ଅଭିଯୁକ୍ତ ରଶ୍ମିରଞ୍ଜନଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଜଣେ ପେସାଦାର ଠକଙ୍କୁ କ୍ରାଇମବ୍ରାଞ୍ଚର ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରଶ୍ମିରଞ୍ଜନ ଦାସ। ସେ ନିଜକୁ ଆର୍‌ଡି ଗ୍ରୁପ୍‌ ଅଫ୍‌ କମ୍ପାନୀର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ଜମି ଦେବା ବାହାନାରେ…

ଉପକୂଳରୁ ଉପାନ୍ତ ସବୁଠି ତାତି

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଉତ୍ତପ୍ତ ହୋଇଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ଦେଖାଦେଇଛି। ଗତ ୨-୩ ଦିନ ହେବ ପାରଦ ଉପରମୁହଁା ହୋଇଥିବାବେଳେ ଅସହ୍ୟ ଝାଞ୍ଜି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଦିନ ୧୧ଟା ପରେ ବାହାରେ…

ଆଶ୍ରମ ଭିତରେ ଅନ୍ତରଙ୍ଗ ଭିଡିଓ ଭାଇରାଲ

ଭୁବନେଶ୍ୱର,୧୮।୩ (ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମାନସଙ୍କୁ ଚାନ୍ଦବାଲିରୁ…

ଏପ୍ରିଲ ୨୮ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୮ା୩(ବ୍ୟୁରୋ):ରାଜ୍ୟରେ ଆସନ୍ତା ଏପ୍ରିଲ ୨୮ ତାରିଖରୁ ଅଫଲାଇନ ମୋଡରେ ଯୁକ୍ତ ୨ ପରୀକ୍ଷା ହେବ। କଳା, ବାଣିଜ୍ୟ ଓ ବିଜ୍ଞାନର ପରୀକ୍ଷା କରାଯିବ। ଏଥିରେ ମୋଟ ୩ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଯୁକ୍ତ ୨ ପରୀକ୍ଷା ନେଇ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଜି ଅପରାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା । ଭୁବନେଶ୍ୱରରେ କିଛି ଦିନ ହେବ କପିଲ ଏକ ଫିଲ୍ମ ଶୁଟିଂ କରୁଛନ୍ତି। ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଅନେକ ଆଲୋଚନା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୧୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଭୋଟ୍‌ ପାଇଁ ୩ ଦିନ ଛୁଟି

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ତେବେ ନିର୍ବାଚନରେ ଭୋଟ୍‌ ଦେବାକୁ ସରକାରୀ କର୍ମଚାରୀଙ୍କୁ ୩ ଦିନ ଛୁଟି ମିଳିବ। ଭୋଟ୍‌ ପୂବଦିନ, ଭୋଟ୍‌ ଦିନ…

ଆକାଉଣ୍ଟ ଡିଲିଟ୍‌ କରିବାକୁ ଶାଦି ଡଟ୍‌ କମ୍‌କୁ ଚିଠି ଲେଖିଲା କମିଶନରେଟ ପୋଲିସ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କର ଆକାଉଣ୍ଟ ଡିଲିଟ୍‌ କରିବାକୁ ଶାଦି ଡଟ୍‌ କମ୍‌କୁ ଚିଠି ଲେଖିଲା କମିଶନରେଟ ପୋଲିସ। ସେହିପରି ଶାଦି ଡଟ୍‌ କମ୍‌ରେ ରମେଶ କେତୋଟି ଆକାଉଣ୍ଟ ଖୋଲିଛନ୍ତି । ସେନେଇ ତଥ୍ୟ ମାଗିଛି ପୋଲିସ । ଗୁରୁବାର…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶର,୧୭।୩(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ତେବେ ମୃତକ ଜଣଙ୍କ କଟକ ଜିଲାର ବୋଲି…

ଏପ୍ରିଲ ୨୮ରୁ ଅଫ୍‌ଲାଇନ୍‌ରେ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ଏପ୍ରିଲ ୨୮ରୁ ରାଜ୍ୟରେ ଅଫଲାଇନ୍‌ ମୋଡ୍‌ରେ ଦ୍ୱାଦଶ(ଯୁକ୍ତ ୨) ପରୀକ୍ଷା ଆରମ୍ଭ ହେବ। ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ଦୈନିକ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ମହାମାରୀ ପାଇଁ…

ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଡ୍ରାଇଭର ଗିରଫ ହୋଇଛନ୍ତି। ନୟାଗଡ଼ ଜିଲା ରଣପୁର ଅଞ୍ଚଳରୁ ରମେଶଙ୍କ ଡ୍ରାଇଭର ଚିତ୍ତରଞ୍ଜନ ପଟ୍ଟନାୟକ ଓରଫ ପପୁକୁ ଗିରଫ କରିଛି କମିଶନରେଟ୍‌ ପୋଲିସ। ରମେଶ ଗିରଫ ହେବା ପରଠାରୁ ପପୁ ଫେରାର ଥିଲେ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?