ମେଟ୍ରୋ

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ...

ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଓ ଏକ ବାଇକ୍‌ ମଧ୍ୟ ଜବତ...

କାମ ଦେଲାନି ଚାଲ୍‌, ବନ୍ଧା ହେଲେ ରୂପେଶ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଘରେ ପଶି ମା-ଝିଅଙ୍କୁ ଛୁରାମାଡ଼ ଘଟଣାରେ ଅଭିଯୁକ୍ତ ରୂପେଶ ପଣ୍ଡା ଗୁରୁବାର ଗିରଫ ହୋଇଛନ୍ତି। ଲୁଟ୍‌ ପାଇଁ ରୂପେଶ ରଚିଥିବା ଚାଲ୍‌ କିଛି କାମ ଦେଲାନି। ଶେଷରେ ବନ୍ଧା ହେଲେ। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ଶୈଳଶ୍ରୀବିହର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ...

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି...

କେନାଲକୁ ଖସି ପଡିଲା କାର୍‌; ୨ ନିଖୋଜ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପୁରୀ କେନାଲରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କେନାଲରେ ଏକ କାର୍‌ ଖସି ପ଼ଡିଥିବା ଯୋଗୁ କାର୍‌ରେ ଥିବା ୨ ଜଣ ଯୁବକଙ୍କ ପତ୍ତା ମିଳିନାହିଁ । ତେବେ ଏଯାଏ ସେମାନଙ୍କର କୌଣସି...

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

‘ବିଜେଡି, ଭାଜପା ସହ ଯିଏ ସମ୍ପର୍କରେ ଅଛ ସଜାଗ ରୁହ’

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଯିଏ କଂଗ୍ରେସରେ ରହି ବିଜେଡି ଏବଂ ଭାଜପା ସହ ସମ୍ପର୍କରେ ଅଛ ସେମାନେ ଆଉ ଏ ଦଳରେ ରୁହନାହିଁ। ସେମାନଙ୍କ ବିଷୟରେ ମୋ ପାଖରେ ତଥ୍ୟ ଅଛି। ଯଦି ନିଜର ଏଭଳି କାର୍ଯ୍ୟରୁ ବିରତ ନ ରୁହ ଆଉ...

ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ

ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ...

ମାର୍କଫେଡ୍‌ ଦ୍ୱାରା ଚାଷୀଙ୍କୁ ସାର ଯୋଗାହେବ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଅନ୍ତର୍ଗତ କାର୍ଯ୍ୟକ୍ରମରେ ମାର୍କଫେଡ୍‌ର ସାର ଯୋଗାଣ ଓ ଆର୍ଥିକ ବ୍ୟବସ୍ଥାର କମ୍ପ୍ୟୁଟରୀକରଣ କରାଯାଇଛି। ମାର୍କଫେଡ୍‌ ଦ୍ୱାରା ରାଜ୍ୟର ଚାଷୀଙ୍କୁ ସାର ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛ ଓ ପାରଦର୍ଶୀ କରାଯିବା ସହିତ...

କରୋନା ନେଇଗଲା ଦେଢ଼ବର୍ଷ ଶିଶୁର ଜୀବନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୂଆପଡ଼ା ଜିଲାରେ ଜଣେ ଲେଖାଏ ରହିଛନ୍ତି। ତେବେ ନୂଆପଡ଼ାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri