ମେଟ୍ରୋ

ବିନା ଷ୍ଟାର୍‌ କ୍ୟାମ୍ପେନରରେ ପ୍ରଚାର

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ରାଜ୍ୟରେ ପୌର ଭୋଟ୍‌ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ୧୪ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ପ୍ରଚାର ପାଇଁ ହାତରେ ମାତ୍ର ୭ଦିନ ରହିଲା। ତେଣୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ମୋଟ ୬୭ଟି ଓ୍ବାର୍ଡରେ…

ଓଏଫ୍‌ଏସ୍‌, ଓଏଏସ୍‌ ଦମ୍ପତିଙ୍କ ୩.୯୪ କୋଟି ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୧୬।୩(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ମନି ଲଣ୍ଡରିଂ ମାମଲାରେ ଓଡ଼ିଶା ଅର୍ଥନୈତିକ ସେବା (ଓଏଫ୍‌ଏସ୍‌) ଅଧିକାରୀ ନଳିନୀ ପୃଷ୍ଟି ଓ ତାଙ୍କ ସ୍ବାମୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ବିଜୟ କେତନ ସାହୁଙ୍କର ୩.୯୪ କୋଟି ଟଙ୍କାର ସମ୍ପତ୍ତିକୁ…

ପୂର୍ବତନ ବିଧାୟକ ଅନାମ ନାଏକଙ୍କ ୧.୫ କୋଟି ଟଙ୍କାର ସମ୍ପତ୍ତି ଜବତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବିଜେଡିର ପୂର୍ବତନ ବିଧାୟକ ଅନାମ ନାଏକଙ୍କ ୧.୫ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଜବତ କରିଛି। ମନି ଲଣ୍ଡରିଂ ନିରୋଧୀ ଆଇନ ଅନୁଯାୟୀ ଉକ୍ତ ସମ୍ପତ୍ତି ଜବତ କରାଯାଇଥିବା ଇଡି ପକ୍ଷରୁ କୁହାଯାଇଛି। ଅନାମ…

ପିଲାଙ୍କୁ ଫୁଲ୍‌ ମାର୍କ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ ୨୪ ଘଣ୍ଟା ଭିତରେ ପଦକ୍ଷେପ ନେଇଛି ବୋର୍ଡ। ତ୍ରୁଟି ରହିଥିବା ପ୍ରଶ୍ନ ପାଇଁ ପିଲାଙ୍କୁ ଫୁଲ୍‌ ମାର୍କ ଦିଆଯାଇଛି।…

ରାଜ୍ୟରେ ସୁସ୍ଥ ହେଲେ ୧୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ରାଜ୍ୟରେ ୧୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାଏ ମୋଟ ୧୨ ଲକ୍ଷ ୭୬ ହଜାର…

ଓଡ଼ିଶା ଲୋକାୟୁକ୍ତଙ୍କୁ ଭିତ୍ତିଭୂମି ବାଧକ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ପ୍ରଶାସନିକ କ୍ଷେତ୍ରକୁ ଦୁର୍ନୀତି ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ଲୋକାୟୁକ୍ତ ଆଇନ-୨୦୧୪ ଆଣିଛନ୍ତି। ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀ, କର୍ମଚାରୀ, ଜନପ୍ରତିନିତ୍ଙ୍କ ବିରୋଧରେ ଆସୁଥିବା ଅଭିଯୋଗର ଶୁଣାଣି କରି ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ କରିବା ସକାଶେ ରାଜ୍ୟ ସରକାର…

୨୨ରୁ ୨୬ ମଦ ବିକ୍ରି ବନ୍ଦ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୪ରେ ଭୋଟ ଗ୍ରହଣ ହେବ। ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ୫ ଦିନ ମଦ ବିକ୍ରି ବନ୍ଦ ରଖିବାକୁ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ପୌରାଞ୍ଚଳ ଓ…

କୋଭିଡ୍‌ କଟକଣାରେ ଚାଲିବ ବଜେଟ ଅଧିବେଶନ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ ଚାଲିବ। ବିଧାନସଭା ସଦସ୍ୟ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ, ଗଣମାଧ୍ୟମ ପ୍ରତିନିଧିମାନଙ୍କର କୋଭିଡ୍‌ ଟେଷ୍ଟ…

ୱେବ୍‌ ପୋର୍ଟାଲ ପରିଚାଳିକାଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରୁ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗଁାର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ପରେ ହତ୍ୟା କରି ପୋତାଯିବା ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ଘଟଣାରେ ଏକ ୱେବ୍‌…

ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍‌-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଏଥିସହ ତାଙ୍କ ସ୍ତ୍ରୀ ଶୁଭଶ୍ରୀ ମିଶ୍ରଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଗିରଫ…

ସାଗର ବଳବନ୍ତରାୟ ନିଲମ୍ବିତ

ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ସାଗର ବଳବନ୍ତରାୟଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ମଙ୍ଗଳବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହା…

୨୨ରୁ ମଦ ବିକ୍ରି ଉପରେ ଲାଗିଲା କଣାକଣା; ୪ ଦିନ ଯାଏ ‘ଡ୍ରାଏ ଡେ’

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଗକୁ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ମାସ ୨୨ ତାରିଖରୁ ସମଗ୍ର ରାଜ୍ୟର ୧୦୬ ପୌରାଞ୍ଚଳ ଏବଂ ୩ ମହାନଗର ନିଗମ ଅଞ୍ଚଳରେ ୪ ଦିନ ପାଇଁ ଡ୍ରାଏ ଡେ’ ଘୋଷଣା କରିଛନ୍ତି। ଏସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?