ମେଟ୍ରୋ

ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍‌ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସହ ରାଇସ୍ ମିଲର ସଂଘର ବୈଠକ ପୁଣିଥରେ ବିଫଳ ହୋଇଛି। ଗତକାଲି ପରେ…

ରାଜ୍ୟରେ ଆହୁରି କଲବଲ କରିବ ଥଣ୍ଡା: ୩ରୁ ୪ ଦିନ ବଢ଼ିବ ଶୀତ

ଭୁବନେଶ୍ୱର,୬ା୧: ଆହୁରି କଲବଲ କରିବ ଥଣ୍ଡା। ୩ରୁ ୪ ଦିନ ରାଜ୍ୟରେ ଶୀତ ବଢ଼ିବ। ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୩ରୁ ୪…

ମୁଖ୍ୟମନ୍ତ୍ରୀଙ୍କ ଏପରି ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ଏପରି

ଭୁବନେଶ୍ୱର,୬।୧: ସାମାଜିକ ଗଣମାଧ୍ୟମ ଏକ୍ସ’ରେ ପୋଷ୍ଟ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ମଙ୍ଗଳବାର ଅର୍ଥାତ ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀ ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଅବସରରେ ଦେଶର ବଡ ବଡ ନେତା ମନ୍ତ୍ରୀ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର

ଭୁବନେଶ୍ୱର,୬।୧: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଚିଳିକାଙ୍କୁ ଆସୁଥିବା ୨୦ ପ୍ରଜାତିର ବିଦେଶାଗତ ପକ୍ଷୀଙ୍କ ଗୋଡରେ ବନ ବିଭାଗ ପକ୍ଷରୁ ସାଟେଲାଇଟ ଟ୍ରାନ୍ସମିଟର ଲଗାଯିବ ବୋଲି ମନ୍ତ୍ରୀ କହିଛନ୍ତି।…

ଚାଷୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୬।୧: ମଣ୍ଡିରେ ଧାନ କଟନୀ ଛଟନୀ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଯାଉଥିବା ବେଳେ ରାଜମହଲ ଛକ ପୂର୍ବରୁ ଅଟାକାଇଥିଲା ପୋଲିସ ।…

ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ପୀୟୂଷ: କହିଲେ…

ଭୁବନେଶ୍ୱର,୬।୧: ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ। ଯାତ୍ରା ସିଂହବାହିନୀ ପକ୍ଷରୁ ମଞ୍ଚସ୍ତ ହୋଇଥିବା ‘ତୁ ମୋ ବଜରଙ୍ଗୀ’ ନାଟକରେ ପୀୟୂଷ ମଞ୍ଚକୁ ଓହ୍ଲାଇଥିଲେ। ଯାଜପୁର ଚଣ୍ଡିଖୋଲଠାରେ ଆୟୋଜିତ ଯାତ୍ରା ମଞ୍ଚରେ ପୀୟୂଷଙ୍କ…

ଯାତ୍ରା ଜଗତ ଉପରେ କାଳସାୟା: ଆଖିବୁଜିଲେ ଯାତ୍ରା ଖଳନାୟକ ଜ୍ଞାନ

ଭୁବନେଶ୍ୱର,୬।୧: ଯାତ୍ରା ଜଗତ ଉପରେ ସତେ ଯେମିତି ମୃତ୍ୟୁର କାଳସାୟା ବୁଲୁଛି।ଅକାଳରେ ଚାଲି ଯାଉଛି ଜୀବନ ପରେ ଜୀବନ। କିଛି ଦିନ ତଳେ ୨ଜଣ ହାସ୍ୟ କଳାକାର, ଜଣେ କଳାକାରଙ୍କ ଶିଶୁପୁତ୍ର ସମେତ ୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ମଙ୍ଗଳବାର…

ଜନ୍ମଦିନରେ ପ୍ରେସମିଟ କରି ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, VB G RAM G ବିଲ୍‌…

ଭୁବନେଶ୍ୱର,୬।୧: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ । ତେବେ ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ କରିଛନ୍ତି । ନିକଟରେ ଏହି ବିଲ୍ ଆଇନରେ ପରିଣତ ହୋଇଥିବା ବେଳେ VB G RAM G ବିଲ୍‌ର ଉପକାରିତା ନେଇ…

ବାଲେଶ୍ବର ପରେ ଟ୍ବିନ ସିଟିରେ ଲାଗିଲା କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ…

ଭୁବନେଶ୍ୱର,୬।୧: ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି । କାଲି ବାଲେଶ୍ବର ପାଇଁ କଟକଣା ଜାରି କରାଯାଇଥିବା ବେଳେ ଆଜି ଟ୍ୱିନ୍‌ ସିଟିରେ ଲାଗିଲା କଟକଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?