ମେଟ୍ରୋ

ପଇସାବାଲା ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ ଦେବ ଦଳ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ମତକୁ ନିଜ ସପକ୍ଷରେ ନେବା ସକାଶେ ବିଜେଡି ଓ ଭାଜପା ସବୁ ପ୍ରକାର ଉଦ୍ୟମ ଆରମ୍ଭ କରିଦେଲେଣି। ଏହି କ୍ରମରେ ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ…

ଆଜି ଭିଜିବ ୧୦ ଜିଲା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲାରେ ବର୍ଷା ହେବା ସହ ୩୦…

ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୫କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ଗଞ୍ଜାମ ଜିଲାର। ତେବେ ଆଜି ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ…

‘ଜୱାଦ’ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ…

‘ରାଜ୍ୟରେ ପିଲାଙ୍କୁ ଦିଆଯିବ କରୋନା ଟିକା’

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ୧୫ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା। ଏ ନେଇ ପଞ୍ଜୀକରଣ କରିବାକୁ ପଡ଼ିବ ବୋଲି ସୋମବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଜାନୁୟାରୀ ୧ରୁ ଦେଶରେ ୧୫ରୁ ୧୮…

ଏବେ ରାଜ୍ୟରେ ନାଇଟ୍‌ କର୍ଫ୍ୟୁର ଆବଶ୍ୟକତା ନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ନାଇଟ୍‌ କର୍ଫ୍ୟୁକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ମତ ରଖିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଏବେ ଓଡ଼ିଶାର ସ୍ଥିତି ଭଲ ଅଛି । ତେଣୁ ନାଇଟ୍‌ କର୍ଫ୍ୟୁ କି ଲକଡାଉନର ଆବଶ୍ୟକତା ନାହିଁ ବୋଲି ସେ…

ଶ୍ରୀଶ୍ରୀ ବାବାଇଦା ହେଲେ ସତ୍‌ସଙ୍ଗର ଆଚାର୍ଯ୍ୟଦେବ

ଦେଓଘର/ଭୁବନେଶ୍ୱର,୨୭ା୧୨: ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତ୍‌ସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀ ବାବାଇଦା (ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ରବିବାର ଶ୍ରୀଶ୍ରୀ ଦାଦାଙ୍କ ଏକାଦଶ ଦିବସରେ ‘ସତ୍‌ସଙ୍ଗ’ର ସଭାପତି ଡ. ଅଲୋକ ଚକ୍ରବର୍ତ୍ତୀ (ପୂଜ୍ୟପାଦ ମେଜଦା)ଙ୍କ…

ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବା ସୂଚନା। ତେବେ ତାଙ୍କୁ ୭ ଦିନ ଆଇସୋଲେଶନରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

ନୂଆ ଡିଜିପିଙ୍କୁ ଓଡ଼ିଶା ଫେରିବାକୁ ଅନୁମତି

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଓଡ଼ିଶା ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ସୁନୀଲ ବଂଶଲ ନିଯୁକ୍ତି ପାଇଛନ୍ତି । ଏବେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି)ର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିବା ସୁନୀଲଙ୍କୁ ଓଡ଼ିଶା ଫେରିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କେନ୍ଦ୍ର କ୍ୟାବିନେଟ କମିଟି…

ରାଜ୍ୟରେ କମୁଛି ଶୀତ, ଆଜିଠୁ ୨୯ ଯାଏ ବର୍ଷା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ କମୁଛି। ଆଜିଠୁ ୨୯ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଆଜି ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝରରେ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୩ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri