ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୧ ଜଣ ଲୋକାଲ କେସ…
ସାଢ଼େ ୮ ହଜାର ଡାକଘରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ମହିଳା ସୁରକ୍ଷା ପ୍ରସଙ୍ଗ ଉପରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ୮ ହଜାର ୫୬୭ ଡାକବାକ୍ସରୁ ସମାନ ଚିଠି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି। ଉକ୍ତ ଚିଠିରେ ମହିଳା ସୁରକ୍ଷା ନେଇ ଶାସକ…
ପିଲାଙ୍କ ଚାଉଳ ହେରଫେର
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅନୁପୂରକ ପୁଷ୍ଟିକର କାର୍ଯ୍ୟକ୍ରମ(ଏସ୍ଏନ୍ପି) ଜରିଆରେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ରର ଶିଶୁଙ୍କୁ ଚାଉଳ ଯୋଗାଣରେ ବ୍ୟାପକ ହେରଫେର ହୋଇଛି। ପିଲାଙ୍କ ପାଇଁ ଆସୁଥିବା ଚାଉଳକୁ ଜିଲା ସମାଜ କଲ୍ୟାଣ ଅଧିକାରୀ(ଡିଏସ୍ଡବ୍ଲ୍ୟୁଓ) ଏବଂ ପରିହବନ ଏଜେଣ୍ଟ…
ପ୍ରତ୍ୟେକ ଜିଲାରୁ ମଗାଗଲା ପିଲାଙ୍କ ତଥ୍ୟ
ଭୁବନେଶ୍ୱର,୨୬।୧୨ (ବ୍ୟୁରୋ): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଟିକାକରଣ ଏବଂ ଗାଇଡ୍ଲାଇନ୍ ପାଳନକୁ ଗୁରୁତ୍ୱ ଦିଆଯାଉଛି। ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ ଓ ବୁଷ୍ଟର ଡୋଜ୍ ଟିକା ଦେବାପାଇଁ ପ୍ରଧାନମନ୍ତ୍ରୀ…
ବିଜେଡି ପ୍ରତିଷ୍ଠା ଦିବସରେ ସୁପ୍ରିମୋଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ କର୍ମୀ ଓ ଭାଇ ଭଉଣୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଆପଣମାନଙ୍କ ନିରନ୍ତର ଭଲପାଇବା…
ଆଜି ବିିଜେଡି ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ…
ରାଜ୍ୟରେ ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪ ଚିହ୍ନଟ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…
ଆଜି ରାଜ୍ୟରୁ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୮୮୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୭ ଜଣ ଚିହ୍ନଟ ହୋଇଥିବା…
ଦଶମ ଶ୍ରେଣୀ ପରୀକ୍ଷା ନ ହେଲେ , ଏପରି ହେବ ମୂଲ୍ୟାୟନ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁୟାରୀ ୫ତାରିଖରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଆସେସମେଣ୍ଟ ପରୀକ୍ଷା ହେବ । ଯଦି ମାର୍ଚ୍ଚରେ ବାର୍ଷିକ ପରୀକ୍ଷା ନହୁଏ, ଏହି ଆସେସମେଣ୍ଟ ମାର୍କ ଆଧାରରେ ମାର୍କିଂ କରାଯିବ । କୋଭିଡ ନିୟମ ମାନି ପରୀକ୍ଷା କରାଯିବ। ଯେଉଁ…
ସାମାନ୍ୟ କମିଲା ଶୀତ: ୨୮ରୁ ବର୍ଷା
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ରବିବାର ମଧ୍ୟରେ ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ…
ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍ ତଥ୍ୟ ଦେଲେ ୬ ମାସ ଜେଲ୍
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା ଦେବାକୁ…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
Archives


