ମେଟ୍ରୋ

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଲୋକାଲ କେସ୍‌…

ଝଲସିବ ଥୁଆମୂଳ-ରାମପୁର ମାଣିକେଶ୍ୱରୀ ପୀଠ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): ଝଲସିବ କଳାହାଣ୍ଡି ଜିଲା ଥୁଆମୂଳ-ରାମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପୀଠ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ବିଶ୍ୱାସର ପ୍ରତୀକ ପାଲଟିଥିବା ଏହି ମନ୍ଦିର ନୂଆ ରୂପ ପାଇବ। ଏଥିରେ ଖର୍ଚ୍ଚ ହେବ ୨ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୧.୧ ଲକ୍ଷ ହିତାଧିକାରୀଙ୍କୁ ଦିଆଗଲା ୩୦.୩ କୋଟି

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ରାଜ୍ୟର ୧୧୪ ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱ ବ୍ୟବସାୟୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିପୂର୍ବରୁ ମାର୍ଚ୍ଚ ୨୦୨୦ ଏବଂ ଜୁନ୍‌…

ନିୟମିତ ହେବେ ବହୁଭାଷୀ ଶିକ୍ଷା ସହାୟକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ନିୟମିତ ହେବେ ୩୩୨୮ ବହୁଭାଷୀ ଶିକ୍ଷା ସହାୟକ। ୬ ବର୍ଷ ପରେ ସେମାନଙ୍କୁ ସହକାରୀ ଶିକ୍ଷକ ମାନ୍ୟତା ମିଳିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଆଦିବାସୀ ଅଧ୍ୟୁଷିତ ୧୭…

ଓଡ଼ିଶାରେ ସ୍ବାଧୀନତା ସଂଗ୍ରାମ ୫ ପର୍ଯ୍ୟାୟରେ ହୋଇଥିଲା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶା ଓ ମହାରାଷ୍ଟ୍ର ପତ୍ର ସୂଚନା କାର୍ଯ୍ୟାଳୟ ଏବଂ ଆଞ୍ଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋ ପକ୍ଷରୁ ଶୁକ୍ରବାର ସ୍ବାଧୀନତା ସଂଗ୍ରାମରେ ଓଡ଼ିଶା ଓ ମହାରାଷ୍ଟ୍ରର ଅବଦାନ ଉପରେ ଏକ ଜାତୀୟ ୱେବିନାର ଅନୁଷ୍ଠିତ…

ରେଙ୍ଗାଲି ଭୂତଳ ଜଳସେଚନ, ସାଳନ୍ଦୀ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର,୨୫ା୧୨ (ବ୍ୟୁରୋ): ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ରେଙ୍ଗାଲି ଭୂତଳ ପାଇପ ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪୪୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏହାର ସମସ୍ତ ଖର୍ଚ୍ଚ ବହନ କରିବେ। ୨୦୨୩ ଡିସେମ୍ବର ସୁଦ୍ଧା…

ସୁମିତଙ୍କ ପରିବାରର ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ତପସ୍ବିନୀ-ସୁମିତ ମାମଲାରେ ଶୁକ୍ରବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ହସ୍ତକ୍ଷେପ କରିଛନ୍ତି। ତପସ୍ବିନୀ ଶାଶୁଘରେ ରହିବାକୁ ଜିଦ ଧରିବା ଓ ଏନେଇ ତପସ୍ବିନୀଙ୍କ ସପକ୍ଷରେ ମହିଳାମାନେ ଗେଟ୍‌ ଭାଙ୍ଗି ସୁମିତଙ୍କ ଘରେ ପଶିବା ପରେ ତାଙ୍କ ବାପା,…

ତିନି ଲେୟାର, ଏନ୍‌-୯୫ ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଓଡ଼ିଶାରୁ ୪ଜଣ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବାପରେ ସତର୍କ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଗୋଟିଏ ଲେୟାର ମାସ୍କ ନ ପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ୍‌-୯୫ ମାସ୍କ ପିନ୍ଧିବା ପାଇଁ ଡିଏମ୍‌ଇଟି ରମାରମଣ ମହାନ୍ତି ପରାମର୍ଶ ଦେଇଛନ୍ତି।…

ବଦଳିଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାକୁ ବଦଳାଇଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସାନି ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଥିବା ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି।…

ବଡ଼ଦିନ, ନୂଆବର୍ଷ ପାଇଁ କଟକଣା

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): କରୋନା ସଂକ୍ରମଣ ଜାରି ରହିଥିବାବେଳେ ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଚିନ୍ତା ବଢ଼ିଛି। ସଂକ୍ରମଣ ଏଡାଇବାକୁ ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଶନିବାର ଅର୍ଥାତ୍‌ ୨୫ ତାରିଖ ବଡ଼ଦିନ ଓ ଡିସେମ୍ବର…

ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା; ମହିଳାଙ୍କୁ ୫୦% ଆସନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ସାନି ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପୂର୍ବରୁ ଥିବା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି। ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ଆସନ,…

ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ ଡିସେମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri