ଉଠାଦୋକାନୀଙ୍କୁ ସ୍ବତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦…
କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି ପୀଠର…
ଜିରୋ ନାଇଟ୍ ସେଲିବ୍ରେଶନକୁ ବାରଣ କଲେ ସରକାର
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…
ଜାନୁୟାରୀ ୧୫ ସୁଦ୍ଧା ପ୍ରଥମ ଡୋଜ୍ ସାରିବାକୁ ଲକ୍ଷ୍ୟ: ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ବର,୨୪।୧୨(ବ୍ୟୁରୋ): ରାଜ୍ୟରେ ଏବେ ଘରକୁ ଘର ଟିକାକରଣ ଜାରି ରହିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ୩୭ ଲକ୍ଷ…
୫ ମହାନଗର ନିଗମ ଉଠା ଦୋକାନୀଙ୍କୁ କୋଭିଡ୍ ସହାୟତା
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): କରୋନା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି । ମହାମାରୀ ଦ୍ୱାରା ରାସ୍ତାକଡ଼ର ଉଠା ଦୋକାନୀ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କୁ ୩ ହଜାର ଟଙ୍କାର ସହାୟତା ରାଶି ସହାୟତା…
ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ…
ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ…
ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ କେସ…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଗଞ୍ଜାମ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ଖୁବ୍ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ…
ଆଜି କ୍ୟାବିନେଟ୍: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍ ୧୦ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର…
Archives


