ମେଟ୍ରୋ

୨୨ ଜିଲାରେ ହେବ ୫୫ ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍‌ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ, ପର୍ଯ୍ୟଟକମାନଙ୍କ…

ଓଡ଼ିଶାରେ ସଡ଼କ ଦୁର୍ଘଟଣା ମୃତ୍ୟୁ ଅଧିକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ିଚାଳନା ବହୁ ମୂଲ୍ୟବାନ୍‌ ଜୀବନକୁ ଉଜାଡ଼ି ଦେଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ହାର ହ୍ରାସରେ ବ୍ରେକ୍‌ ଲାଗି ପାରୁ ନାହିଁ। ଯାହାକି ଚିନ୍ତାର କାରଣ ହୋଇଛି। ରାଜ୍ୟରେ…

ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିଲା ଆଉ ଏକ ସଫଳତା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନକୁ ଆଉ ଏକ ସଫଳତା ମିଳିଛି। ଦେଶର ଷଷ୍ଠ ‘ଇଟ୍‌ ରାଇଟ୍‌ ଷ୍ଟେଶନ’ ଭାବେ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ପକ୍ଷରୁ ଏହି ମାନ୍ୟତା ଦିଆଯାଇଛି। ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଷ୍ଟେଶନକୁ ଫୋର୍‌ ଷ୍ଟାର…

ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ  ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ ଲକ୍ଷ୍ୟ…

ଆସିଲା ଗାଇଡ୍‌ଲାଇନ୍‌; କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ-ନୂଆବର୍ଷ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍‌ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଖ୍ରୀଷ୍ଟମାସ…

ହକର୍‌ଙ୍କଲାଗି ସ୍ବତନ୍ତ୍ର କୋଭିଡ୍‌ ସହାୟତାର ଶୁଭାରମ୍ଭ; ପ୍ରତ୍ୟେକ ପାଇବେ…

ଭୁବନେଶ୍ବର,୨୩।୧୨(ବ୍ୟୁରୋ): ହକରଙ୍କୁ ମିଳିଲା ହକ୍‌ । ରାଜ୍ୟରେ ପଞ୍ଜୀକୃତ ହକରଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ସହାୟତାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି । ତଦନୁଯାୟୀ ପ୍ରତ୍ୟେକ ପଞ୍ଜିକୃତ ଖବରକାଗଜ ହକରଙ୍କୁ ୬ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ପ୍ରଦାନ…

ରାଜ୍ୟରେ ବଢିଲା ଓମିକ୍ରନ ସଂଖ୍ୟା, ଆଉ ୨ ଆକ୍ରାନ୍ତ ଚିହ୍ନଟ !

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍‌ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଓମିକ୍ରନଙ୍କ ସଂଖ୍ୟା ୪ କୁ…

ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ କେସ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୮କୁ ବୃଦ୍ଧି ପାଇଛି। କେବଳ ଯାଜପୁର ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଢିଲା ସୁରକ୍ଷା, ବର୍ଷକରେ ଥାନାରୁ ୯ ଫେରାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଦିନକୁ ଦିନ କ୍ରମଶଃ ଅପରାଧ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତୀକରଣ କରାଯାଉଛି। ଏପରି କି ନୂଆ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରାଯାଉଥିବା ମଧ୍ୟ ପୋଲିସ ପକ୍ଷରୁ କୁହାଯାଉଛି। ହେଲେ ଅପରାଧୀ ପୋଲିସ୍‌କୁ ଚକ୍‌ମା ଦେବାରେ ଅନେକ…

ବିଗ୍‌ ବଜାରର ପବ୍ଲିକ ହଲିଡେ ସେଲ୍‌

ଭୁବନେଶ୍ୱର,୨୩।୧୨: ଦେଶର ପ୍ରମୁଖ ବ୍ୟବସାୟୀକ (ଓମିନ ଚେନ) ରିଟେଲର କମ୍ପାନୀ ବିଗ ବଜାର ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ ‘ପବ୍ଲିକ ହଲିଡେ ସେଲ’ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏହି ସ୍ବତନ୍ତ୍ର ସେଲ ୨୨ ଡିସେମ୍ବରରୁ ୨ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ…

ଶୋଷଣରୁ ମୁକ୍ତ କରିବାକୁ ମିଳିତ ଦାବି ଉଠିଲା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ସର୍ବଭାରତୀୟ ଅଭିଭାବକ ସଂଘ (ଆଇପା) ପକ୍ଷରୁ ବିଭିନ୍ନ ରାଜନୈତିକ ଦଳ, ଶିକ୍ଷାବିତ୍‌, ଶିକ୍ଷକ ସଂଘ, ଅଭିଭାବକ ଓ ଶିକ୍ଷା ଅଧିକାର କର୍ମୀଙ୍କୁ ନେଇ ଲୋହିଆ ଏକାଡ଼େମୀଠାରେ ବୁଧବାର ମିଳିତ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡ. ଅମୀୟ ମହାନ୍ତିଙ୍କ ସଭାପତିତ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri