ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୬,୨୮୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ରାଜଧାନୀରେ ୬୭ଟି ୱାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୬୭ଟି ୱାର୍ଡରେ ମୋଟ ୭୦୫ଟି ବୁଥ୍ ବ୍ୟବସ୍ଥା କରାଯାଇଛି। ଏହି ସବୁ ବୁଥ୍ରେ ୭୦୫ ଜଣ…
ଶୁକ୍ରବାର ହେବ ନାଏବ ସରପଞ୍ଚ ନିର୍ବାଚନ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାରଠୁ ଆରମ୍ଭ ହେବ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ନାଏବ ସରପଞ୍ଚ ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ୧୨ରେ ବ୍ଲକ ଅଧ୍ୟକ୍ଷଙ୍କ ଲାଗି…
ହନୁମାନ ପଇସା ପାଇଁ ଯୁବକଙ୍କୁ ଅପହରଣ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ହନୁମାନ ପଇସା ରାଜଧାନୀରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ଅପହୃତ ଯୁବକ ହନୁମାନ ପଇସା ଦେବାକୁ କହି ସାଢ଼େ ତିନି ଲକ୍ଷ ଟଙ୍କା ଠକି ନେଇଥିଲେ। ଏହି ଯୁବକଙ୍କ ନାମ ବିବେକାନନ୍ଦ ମହାଲି। ଖବର ପାଇ ତମାଣ୍ଡୋ ପୋଲିସ ଘଟଣାସ୍ଥଳରେ…
ରାଜ୍ୟରେ ପ୍ରଥମ ମା’ କ୍ଷୀର ଭଣ୍ଡାର ପ୍ରତିଷ୍ଠା
ଭୁବନେଶ୍ୱର, ୧୦।୩(ବ୍ୟୁରୋ): ନବଜାତ ଶିଶୁଙ୍କ ପାଇଁ ଆଉ ମା’ କ୍ଷୀର ଅଭାବ ରହିବ ନାହିଁ। ଏହି ଆବଶ୍ୟକତା ପୂରଣ କରିବା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଏକ ହ୍ୟୁମ୍ୟାନ ବ୍ରେଷ୍ଟ ମିଲ୍କ ବ୍ୟାଙ୍କ ବା ମଦର୍ସ ମିଲ୍କ ବ୍ୟାଙ୍କ୍ (ମା’ କ୍ଷୀର ଭଣ୍ଡାର)…
ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ: ସ୍ପଷ୍ଟୀକରଣ ଦାଖଲ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୯ା୩(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ୨୦୨୦କୁ କାର୍ଯ୍ୟକାରୀ କରିବାରେ କେନ୍ଦ୍ର ସରକାର ମାଗିଥିବା ସ୍ପଷ୍ଟୀକରଣକୁ ରାଜ୍ୟ ସରକାର ଦାଖଲ କରିଛନ୍ତି। ଏନେଇ କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଅଧ୍ୟାଦେଶ କାର୍ଯ୍ୟକାରୀ କରିବାକୁ ରାଷ୍ଟ୍ରପତିଙ୍କ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୬,୧୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
କାଏମ ରହିଲା ସମସ୍ତ ମେୟର ପ୍ରାର୍ଥିନୀଙ୍କ ପ୍ରାର୍ଥିତ୍ୱ
ଭୁବନେଶ୍ୱର,୯।୩(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏଥିରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ସମସ୍ତ ୧୨ଜଣ ମେୟର ପ୍ରାର୍ଥିନୀଙ୍କ ପ୍ରାର୍ଥିତ୍ୱ କାଏମ ରହିଛି। ଏହାପରେ ୬୭ ଓ୍ବାର୍ଡ ଲାଗି ୩୬୦ କର୍ପୋରେଟର ପ୍ରାର୍ଥୀଙ୍କ ନାମାଙ୍କନ…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ପରୀକ୍ଷା କେନ୍ଦ୍ରରେ କ୍ୟାମେରା ଲଗେଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର,୯।୩(ବ୍ୟୁରୋ): ଆସନ୍ତା ଏପ୍ରିଲରେ ଯୁକ୍ତ ଦୁଇ କଳା, ବାଣିଜ୍ୟ,ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ରାଜ୍ୟର ସମସ୍ତ ଯୁକ୍ତ ଦୁଇ କଲେଜରେ ସିସିଟିଭି କ୍ୟାମେରା ଲଗାଇବାକୁ…
ଖସୁଛି ସଂକ୍ରମଣ: ଆଜି ୧୨୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ପୌରରେ ଆସିବେ ନା ପଞ୍ଚାୟତ ଭଳି ରହିଯିବେ
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଏଥର ନିର୍ବାଚନରେ ବିଜେଡି ଏକପାଖିଆ ସଫଳତା ହାସଲ କରିଥିବା ବେଳେ ବିରୋଧୀ ଦଳ ମାଟି କାମୁଡ଼ିଛନ୍ତି। ୨୦୧୭ ନିର୍ବାଚନ ତୁଳନାରେ ୨୦୨୨ ପଞ୍ଚାୟତ ନିର୍ବାଚନରେ ଭାଜପା ପ୍ରଦର୍ଶନକୁ…

