ଚାକିରିରୁ ବିଦା ହେଲେ କନେଷ୍ଟବଳ ପ୍ରସନ୍ନ
ଭୁବନେଶ୍ୱ,୨୪।୧୦(ବ୍ୟୁରୋ): ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରବିବାର କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରସନ୍ନଙ୍କ ନାମରେ ୫ଟି ଫୌଜଦାରୀ ମାମଲା ରହିଛି। ଏପରି କି କୋଭିଡ୍ ନିମୟ ଉଲ୍ଲଂଘନ କରି ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାରକୁ ବିଳମ୍ବିତ...
ରାଜଧାନୀରେ ଟମାଟୋ ଦର ଆକାଶଛୁଆଁ
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି। ସାଧାରଣ ଲୋକଙ୍କ ପାଇଁ ଏହା କଷ୍ଟକର ହୋଇ ପଡ଼ିଛି। ଏପଟେ ଟମାଟୋ ମୂଲ୍ୟ କିଲୋ ପିଛା ୮୦ ଟଙ୍କା ଛୁଇଁଛି। ରାଜଧାନୀର ଖୁଚୁରା ବଜାରରେ ଟମାଟୋ କିଲୋଗ୍ରାମ ପିଛା ୮୦...
ସୋମବାରରୁ ଆରମ୍ଭ ହେବ ଅଷ୍ଟମ ଶ୍ରେଣୀ ଅଫଲାଇନ ପାଠପଢା
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ସୋମବାରଠାରୁ ଅଫଲାଇନରେ ଅଷ୍ଟମ ଶ୍ରେଣୀ ପଠାପଢ଼ା ଆରମ୍ଭ ହେବ। କ୍ଳାସ ରୁମ୍ରେ ପାଠ ପଢି଼ିବେ ଛାତ୍ରୀଛାତ୍ର। ସକାଳ ୯ଟାରୁ ଆରମ୍ଭ ହୋଇ ମଧ୍ୟ୍ୟାହ୍ନ ୧୨.୩୦ଟା ପର୍ଯ୍ୟନ୍ତ ଚାଲିବ ପାଠପଢା। ଉଭୟ ଅଫ୍ଲାଇନ ଏବଂ ଅନ୍ଲାଇନରେ ପଢିପାରିବେ ଛାତ୍ରୀଛାତ୍ର। ଯେଉଁ...
ବିନ୍ଦୁସାଗରରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ, ଇନଷ୍ଟାଗ୍ରାମରେ ଶେୟାର କରିଥିଲେ ଶେଷ କଥା
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀ ବିନ୍ଦୁସାଗରରୁ ରବିବାର ଜଣେ ଛାତ୍ରଙ୍କ ମୃତଦେହ ମଳିଛିି। ମୃତକ ଜଣକ ଇଞ୍ଜିନିୟରିଂ ଛାତ୍ର ତାଙ୍କ ନାମ ସାଇଶ୍ରୀ ଜ୍ୟୋତିପ୍ରକାଶ ବୋଲି ଜଣାପଡ଼ିଛି। ଜ୍ୟୋତିପ୍ରକାଶ ମାନସିକ ଦୁଶ୍ଚିନ୍ତାରେ ଥିବା ବେଳେ ଆତ୍ମହତ୍ୟା କରିଥିବା ସନ୍ଦେହ କାରଯାଉଛି । ଏମିତିକି...
ଶଙ୍ଖ ଧରିବେ ପ୍ରଦୀପ ମାଝି, ଚର୍ଚ୍ଚାରେ ପକାଇଲେ ପୂର୍ଣ୍ଣଚ୍ଛେଦ
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଦୁଇଦିନ ତଳୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଏହି ଇସ୍ତଫା ଦେଇଥିଲେ। ଦଳରେ ଜନସେବା ସୁଯୋଗର ଅଭାବ ଯୋଗୁ ସେ ଦୁଃଖ ଏବଂ...
ମହଙ୍ଗା ହୋଇପାରେ ଜମି,ଘର
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟ ସରକାର ଅସ୍ଥାବର ସମ୍ପତ୍ତିର ବେଞ୍ଚ ମାର୍କ ଭେଲ୍ୟୁ ବିଏମ୍ଭି ସଂଶୋଧନ କରିବାକୁ ଯାଉଛନ୍ତି। ଏହି ପଦକ୍ଷେପ ଦ୍ୱାରା ଜମି ଏବଂ ଘର ମହଙ୍ଗା ହୋଇପାରେ। ଏଥିପାଇଁ ବୋର୍ଡ ଅଫ ରେଭିନ୍ୟୁ ଆଇଜି ସବୁ ଜିଲାପାଳ ଏବଂ ଜିଲା...
ଆଜି ପ୍ରକାଶ ପାଇବ ଯୁକ୍ତ ତିନି ସ୍ପଟ୍ ମେଧା ତାଲିକା
ଭୁବନେଶ୍ବର,୨୪।୧୦(ବ୍ୟୁରୋ): ଯୁକ୍ତ ତିନି ସ୍ପଟ୍ ନାମଲେଖା ମେଧା ତାଲିକା ରବିବାର ପ୍ରକାଶ ପାଇବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ଓ ଡିଗ୍ରୀ କଲେଜରେ ଖାଲି ଥିବା ଯୁକ୍ତ ତିନି ସିଟରେ ନାମଲେଖା...
ଅଫ୍ଲାଇନରେ ହେବ ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ଟର୍ମ-୧
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ(ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍ଲାଇନ୍ରେ ହେବ। ଏ ନେଇ ଶନିବାର ସିଆଇଏସ୍ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥିସହିତ ପରୀକ୍ଷା...
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ...
ବଢୁଛି ପିଲାଙ୍କ ଚିନ୍ତା; ଆଜି ୭୮ ଛୁଆ ପଜିଟିଭ୍
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୦ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ
ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୮ଟି ରାଜ୍ୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ବ୍ରହ୍ମପୁର ଆଇଟିଆଇ...
ନଭେମ୍ବର ୧୨ରୁ ଦ୍ୱାଦଶ, ୨୯ରୁ ଦଶମ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): କାଉନସିଲ୍ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେସନ୍ସ(ସିଆଇଏସ୍ସିଇ) ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍ଲାଇନ୍ରେ ହେବ। ଏ ନେଇ ଶନିବାର ସିଆଇଏସ୍ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥି ସହିତ ପରୀକ୍ଷା ତାରିଖ...
Archives


