ମେଟ୍ରୋ

୧୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍ପଟ୍‌ ନାମଲେଖା

ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍‌ ନାମଲେଖା କରାଯିବ। ଏହି ପ୍ରକ୍ରିୟା ଆସନ୍ତା ୧୬ରୁ ୩୧ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ...

ଯୁକ୍ତ୨ ପଢ଼ିବାକୁ ଆଗ୍ରହ କମୁଛି

ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପଢ଼ିବାକୁ ପିଲାଙ୍କ ଆଗ୍ରହ କମୁଛି। ଏବର୍ଷ ମାଟ୍ରିକ ପାସ୍‌ ହାର ଅନୁସାରେ ପିଲାମାନେ ସେପରି ନାମ ଲେଖାଇ ନାହାନ୍ତି। ଫଳରେ ପ୍ରଥମ ବର୍ଷ ନାମଲେଖା ଏ ଯାଏ ଶେଷ ହେଉନାହିଁ।...

୧୮ରୁ ବଦଳିବ ପାଗ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। କେତେକ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ରାତିରେ ମଧ୍ୟ ତାପମାତ୍ରା ୨୫ରୁ...

ସାଇ ଇଣ୍ଟରନ୍ୟାଶନାଲ ଦେଶର ଶ୍ରେଷ୍ଠ ସ୍କୁଲ

ଭୁବନେଶ୍ୱର, ୧୪।୧୦ (ଅସମାପିକା ସାହୁ): ଏଜୁକେଶନ ୱାର୍ଲଡ ଇଣ୍ଡିଆ ସ୍କୁଲ୍‌ ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟ ସ୍ତରରେ ଡେ କମ୍‌ ବୋର୍ଡିଂ ବିଭାଗରେ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ସ୍କୁଲ ମାନ୍ୟତା ପାଇଛି। ଏଥିସହ ଓଡ଼ିଶାରେ ଏକ ନମ୍ବର...

ଆକର୍ଷଣ ସାଜିବ ବିରାଟ ରାଜାଙ୍କ ରାଜମହଲ

ଭୁବନେଶ୍ୱର, ୧୩।୧୦ (ବନ୍ଦନା ସେଠୀ): ଦିନ କେଇଟା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ଦଶଭୂଜା। ଏଥିପାଇଁ ସହରର ସମସ୍ତ ପୂଜା କମିଟି ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି ସ୍ବତନ୍ତ୍ର ଆୟୋଜନ...

ସିଭି ଶିଳ୍ପରେ ଆଧୁନିକତା ଆଣୁଛି ଆଇଚର

ଭୁବନେଶ୍ୱର, ୧୪ା୧୦: ଭିଇ କମର୍ସିଆଲ ଭେଇକିଲ୍ସ (ଭିଇସିଭି)ର ଏକ ବିଜ୍‌ନେସ୍‌ ୟୁନିଟ୍‌ ଆଇଚର ଟ୍ରକ୍‌ସ ଆଣ୍ଡ ବସେସ୍‌ ଏହାର ସର୍ଭିସ୍‌ ଇକୋସିଷ୍ଟମକୁ ବୈପ୍ଳବିକ କରି ଏବଂ ଏହାର ଟ୍ରକ୍‌ ଓ ବସ୍‌ ଗ୍ରାହକଙ୍କ ପାଇଁ ଅପ୍‌ଟାଇମ୍‌ ପ୍ରଦାନ କରିବାରେ ପ୍ରମୁଖ...

ସଂସ୍କୃତି, ଆଧୁନିକତାରେ ସମୃଦ୍ଧ ହେବ ଗାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି...

ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ପ୍ରଦ୍ୟୋତ କୁମାର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୧୪।୧୦(ବନ୍ଦନା ସେଠୀ): ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ତଥା ୧୯୭୦ ବ୍ୟାଚ୍‌ର ଭାରତୀୟ ରାଜସ୍ବ ସେବା ଅଧିକାରୀ ପ୍ରଦ୍ୟୋତ କୁମାର ମିଶ୍ରଙ୍କର ଦିଲ୍ଲୀଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା। ମିଶ୍ର ଜଣେ ଦକ୍ଷ, କର୍ତ୍ତବ୍ୟପରାୟଣ ଓ...

ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୩।୧୦ (ସନ୍ତୋଷ ନାୟକ) : ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ...

୨୦ରୁ ପୂଜା ଛୁଟି

ଭୁବନେଶ୍ୱର, ୧୩।୧୦(ଅସମାପିକା ସାହୁ) – ଦୁର୍ଗାପୂଜା ଓ ଗଜଲକ୍ଷ୍ମୀ ପୂଜା ପାଇଁ ରାଜ୍ୟରେ ଆସନ୍ତା ୨୦ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ପୂଜା ଛୁଟି ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୧୪ ତାରିଖ ଶନିବାର...

ଲାଓସରେ ୩୫ ଓଡିଆ ଶ୍ରମିକ ପଣବନ୍ଦୀ: ସୁରକ୍ଷିତ ଫେରାଇ ଆଣିବାକୁ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୧୦(ଅନିଲଦାସ): ଦକ୍ଷିଣ-ଏସିୟ ରାଷ୍ଟ୍ର ଲାଓସରେ ୩୫ ଜଣ ଓଡ଼ିଆ ଶ୍ରମିକ ପଣବନ୍ଦୀ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମ କମିଶନର ଏନ. ଥିରୁମାଳା...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୧୦(ଅନିଲ ଦାସ)-ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଚକବନ୍ଦୀ କମିଶନର ପ୍ରତାପ ଚନ୍ଦ୍ର ରାଉତଙ୍କୁ ସମବାୟ ବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri