ମେଟ୍ରୋ

ୟୁକ୍ରେନ୍‌ରୁ ଫେରୁଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ୟୁକ୍ରେନରୁ ୭୭ ଜଣ ଓଡ଼ିଆ ଛାତ୍ରୀଛାତ୍ର ସୋମବାର ଏୟାର ଏସିଆର ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଓଡ଼ିଶା ଆସୁଛନ୍ତି । ସେମାନେ କିଛି ସମୟ ପରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ପିଲାଙ୍କୁ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରକୁ…

ବିଏମ୍‌ସିର ୨ ନମ୍ବର ୱାର୍ଡରେ ସାମିଲ ହେଲା କଳାରାହାଙ୍ଗ, ନନ୍ଦନବିହାର

ଭୁବନେଶ୍ୱର,୭।୩(ବ୍ୟୁରୋ): କଳାରାହାଙ୍ଗ ଓ ନନ୍ଦନବିହାର ଅଞ୍ଚଳକୁ ଚଳିତ ବର୍ଷ ପ୍ରଥମ ଥର ବିଏମସିର ୨ ନମ୍ବର ୱାର୍ଡରେ ସାମିଲ କରାଯାଇଛି । ଏ ନେଇ ଅଞ୍ଚଳ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଏହି ନୂଆ ଅଞ୍ଚଳରେ ପାଖାପାଖି ୫…

ସାଇବର କ୍ରାଇମରେ ତେଲେଙ୍ଗାନା ଲିଙ୍କ୍‌ : ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର,୭।୩(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଦ୍ୱାରା ଧରାପଡିଥିବା ତିନି ଅଭିଯୁକ୍ତଙ୍କୁ ତେଲେଙ୍ଗାନା ପୋଲିସ ରିମାଣ୍ଡରେ ନେବ । ଏ ନେଇ ତେଲେଙ୍ଗାନା ପୋଲିସର ଏକ ଟିମ୍‌ ଓଡ଼ିଶାରେ ପହଞ୍ଚିଛି। ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ ତେଲେଙ୍ଗାନା ପୋଲିସ କୋର୍ଟରେ ମଧ୍ୟ ଆବେଦନ କରିଛି ।…

ସଂକ୍ରମଣ ବଢିଲେ ଲାଗୁ ହେବ କଟକଣା

ଭୁବନେଶ୍ୱର, ୭।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନ ଆଦିତ୍ୟ ପାଢୀ। ସେ କହିଛନ୍ତି, ରାଜ୍ୟରେ କେସ୍‌ ପଜିଟିଭିଟି ହାର କମୁଥିବାରୁ ପ୍ରଚାର କଟକଣା ନାହିଁ। ସାଧାରଣ…

ଚଳିତ ବର୍ଷ ମୋଟ୍‌ ୪୨ ଲକ୍ଷ ଭୋଟର ଦେବେ ଭୋଟ, ପ୍ରତିଟି ବଥ୍‌ରେ ୨ଟି ଲେଖାଏ ଇଭିଏମ

ଭୁବନେଶ୍ୱର,୭।୩(ବ୍ୟୁରୋ): ଏଥର ୧୮୯୯ଟି ୱାର୍ଡରେ ହେବ ପୌର ନିର୍ବାଚନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ…

ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର/ଲାଞ୍ଜିଗଡ଼,୭ା୩(ବ୍ୟୁରୋ/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବିଶ୍ୱନାଥପୁର ହୀରାନୀଳା କଲେଜର ପ୍ରିନ୍ସପାଲଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଏକକାଳୀନ…

ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ ଚିହ୍ନଟ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ୟୁକ୍ରେନ୍‌ରେ ସଂକଟ ପରିସ୍ଥିତି ଉପୁଜିଛି। ଓଡ଼ିଶା ସମେତ ଭାରତର ହଜାର ହଜାର…

ମାର୍ଚ୍ଚ ଶେଷ ସପ୍ତାହରେ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ୨୭ କିମ୍ବା ୨୮ ତାରିଖରେ ବିଧାନସଭାର ବଜେଟ ଅଧିବେଶନ ବସିପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଅଧିବେଶନ ମାର୍ଚ୍ଚ ୩୧ ତାରିଖ ଯାଏ ଚାଲିବ। ସ୍ବଳ୍ପ ସମୟ ପାଇଁ ବସିବାକୁ ଥିବା ଏହି ଅଧିବେଶନରେ ଭୋଟ…

ପିଲାଙ୍କ ମନୋବଳ ବଢ଼ାଇବାକୁ ପଡ଼ିବ: ଶ୍ରୀରାମ ପଣ୍ଡା

କୋଭିଡ୍‌ ଯୋଗୁ ଅଫ୍‌ଲାଇନ୍‌ ଶିକ୍ଷା ବନ୍ଦ ହେବାରୁ ଅନ୍‌ଲାଇନ୍‌ ଶିକ୍ଷା ପିଲାଙ୍କୁ ଅଳସୁଆ କରିଦେଇଛି । ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଶିକ୍ଷାନୁଷ୍ଠାନର ପରିବେଶ, ଶିକ୍ଷକ, ସାଙ୍ଗସାଥୀମାନଙ୍କଠାରୁ ଦୂରେଇ ରହିଥିବା ପିଲାମାନଙ୍କୁ ପୁଣିଥରେ ନିଜ ଶିକ୍ଷାନୁଷ୍ଠାନ ସହିତ ଭଲ…

‘ମ୍ୟାଜିକ୍‌ ପ୍ୟାନ୍‌’ରେ କଶ୍ମୀର ଖାଦ୍ୟ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀରେ ବର୍ଷତମାମ ବିଭିନ୍ନ ସମୟରେ ମେଳା ପଡ଼ିଥାଏ। ଏସବୁ ମେଳାରେ ଖାଦ୍ୟ ଷ୍ଟଲ ମଧ୍ୟ ଖୋଲିଥାଏ। ରାଜ୍ୟ ତଥା ରାଜ୍ୟ ବାହାର ଖାଦ୍ୟର ପସରା ଗ୍ରାହକଙ୍କୁ ସବୁବେଳେ ଭିନ୍ନ ସ୍ବାଦ ଦେଇଥାଏ। ସେହିଭଳି ବଡ଼ ବଡ଼ ହୋଟେଲ ମଧ୍ୟ ବିଭିନ୍ନ…

ଶେଷ ଦିନରେ ନାମାଙ୍କନ ଭରିବେ ଅଧିକାଂଶ ପ୍ରାର୍ଥୀ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ହେଲେ ଏ ପର୍ଯ୍ୟନ୍ତ ବିଜେଡିର ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଯଦିଓ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?