ମେଟ୍ରୋ

ଚିତ୍ତରଞ୍ଜନ ହତ୍ୟା ମମଲା: ୪ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଚଲାଇଛି। ଏହି ମାମଲାରେ ୪ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି। ରାଜ୍ୟ ଫରେନସିକ୍‌ ଲାବୋରେଟୋରୀରେ ୪ ଜଣଙ୍କର ଲାଏ ଡିଟେକ୍ସନ ଚାଲିଛି। । ହତ୍ୟା ଘଟଣାରେ ତଦନ୍ତର ଅଗ୍ରଗତି…

ଶଙ୍ଖ ଧରିଲେ କରମଚାନ୍ଦ ମହାନ୍ତି

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସୋନପୁର ଜିଲା ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକଶ ଦାସଙ୍କ ଉପସ୍ଥିତିରେ କରମଚାନ୍ଦ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ…

ଓମିକ୍ରନ ଉପରେ ତୀକ୍ଷ୍ନ ନଜର: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): କରୋନା ନୂଆ ଭାରିଆଣ୍ଟର ସଂକ୍ରମଣ ଉପରେ ଆମେ ତୀକ୍ଷ୍ନ ନଜର ରଖିଛୁ । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଟିକାକରଣ ଓ ସଚେତନତା…

ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୦।୧୨(ବ୍ୟୁରୋ):ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ସୋମବାର ଶୁଭାରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହା ଶୁଭାରମ୍ଭ ହୋଇଛି। ଏହାର ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲାକୁ ବାୟୁ ସ୍ବାସ୍ଥ୍ୟ…

ସିଡିଏମ୍‌ଓଙ୍କ ପ୍ରମାଣପତ୍ରକୁ କାଟିଦେଲେ ୪ ଡାକ୍ତର: ଶିକ୍ଷକ ନିଯୁକ୍ତିରୁ ବଞ୍ଚିତ ହେଲେ ୬୭ ଦିବ୍ୟାଙ୍ଗ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):  ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ୧୬ ତାରିଖରେ ରାଜ୍ୟ ସରକାର ୬,୧୩୧ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି। ମୋଟ ୧୧,୪୦୦ ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସବୁ ପ୍ରକାର ପରୀକ୍ଷା ପରେ ଉପରୋକ୍ତ ନିଯୁକ୍ତି ଦିଆଯାଇଛି। ହେଲେ…

ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ…

ସଂରକ୍ଷଣ ତାଲିକାକୁ ନେଇ ତେଜୁଛି ଅସନ୍ତୋଷ

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ପୌର ନିର୍ବାଚନ ହେବ। ସମୟ ପାଖେଇ ଆସୁଥିବାବେଳେ ଏବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରାଜନୀତି ସରଗରମ ହେବାରେ ଲାଗିଛି। ଇତିମଧ୍ୟରେ ଗତ ୧୦ ତାରିଖରେ ନଗର ଉନ୍ନୟନ ବିଭାଗ ପକ୍ଷରୁ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୭ ଜଣ ଲୋକାଲ କେସ…

ଆନ୍ଦୋଳନକୁ ଓହ୍ଲାଇଲେ ୮୧୦୨ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୨୦୧୫ରେ ନିଯୁକ୍ତି ପାଇଥିବା ୮୧୦୨ଜଣ କନିଷ୍ଠ ଶିକ୍ଷକଙ୍କ ଚୁକ୍ତି ସମୟ ପୂରଣ ହୋଇଥିଲେ ମଧ୍ୟ ରାଜ୍ୟ ସରକାର ଚାକିରି ନିୟମିତ କରୁ ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଏହି…

ପଞ୍ଚାୟତ ନିର୍ବାଚନ: ଆଦର୍ଶ ଆଚରଣ ବିଧି ପ୍ରକାଶିତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ…

୭ ଆଟ୍‌ ରିସ୍କ ଦେଶ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ‘ଓମିକ୍ରନ୍‌’ ସଂକ୍ରମିତ ଆଟ୍‌ ରିସ୍କ ଦେଶରୁ ରାଜ୍ୟକୁ ଫେରିଥିତ୍ବା ଲୋକଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୭ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୪ଜଣଙ୍କ ନମୁନା ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ଓମିକ୍ରନ୍‌ ପୀଡ଼ିତ ନ ଥିବା ଜଣାପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri