ମେଟ୍ରୋ

ସରୋଜିନୀ ଆପ୍‌ର ଭୁବନେଶ୍ୱର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍‌ ଆଦମୀ ପାର୍ଟି(ଆପ୍‌) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ ଘୋଷଣା…

ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ ବିଛାଇ ଯୁବକଙ୍କୁ ଫାଶରେ ପକାଉଛନ୍ତି। ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରିବା ପରେ ବ୍ଲାକ୍‌ମେଲ୍‌…

ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ କମିଶନ(ଏସ୍‌ଇସି)…

ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ ରବିବାର…

୨୦୩୦ ସୁଦ୍ଧା ଫାଇଲେରିଆ ନିରାକରଣ କରାଯିବ

ଭୁବନେଶ୍ୱର,୬।୩(ବ୍ୟୁରୋ): ଲିମ୍ଫାଟିକ ଫାଇଲେରିଆସିସ୍‌(ଏଲ୍‌ଏଫ୍‌) ନିରାକରଣ ନିମନ୍ତେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୭ଟି ସୀମାନ୍ତ ଜିଲାରେ ସାମୂହିକ ଔଷଧ ସେବନ(ଏମ୍‌ଡିଏ) କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୬ ତାରିଖ…

ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ, ଟିଭି ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର,୬ା୩(ବ୍ୟୁରୋ): ଓଡିଶା ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ଶନିବାରଠାରୁ ଏହା ଆରମ୍ଭ ହୋଇଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା…

ରାଜନୀତି ସରଗରମ : ଆଜି ଆସିପାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୬।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛିି। ନାମାଙ୍କନ ପାଇଁ ଆଉ ଦୁଇ ଦିନ ସମୟ ରହିଥିବା ବେଳେ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହୋଇନାହିଁ। ଭୁବନେଶ୍ୱର, କଟକ ପାଇଁ ଭାଜପା ମେୟର ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏଯାଏ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ

ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର ପାଇଁ ୨୭୫ଟି ନାମାଙ୍କନ ପତ୍ର ଦାଖଲ ହୋଇଛି । ସାମୁହିକ ଭାବେ ୭୧୩ଟି କର୍ପୋରେଟର…

ଖସୁଛି ସଂକ୍ରମଣ: ଆଜି ୧୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ପାରାଦୀପ-ଭଦ୍ରସାହି ଅର୍ଥନୈତିକ କରିଡର ବିକାଶ ପାଇଁ ପ୍ରସ୍ତାବ ଦେଲା ରାଜ୍ୟ

ଭୁବନେଶ୍ୱର,୬।୩(ବ୍ୟୁରୋ): ପାରାଦୀପରୁ ଭଦ୍ରସାହି-ବଡ଼ବିଲ ଅର୍ଥନୈତିକ କରିଡର ବିକାଶ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ରାଜ୍ୟ ସରକାର ଜମି ଅଧିଗ୍ରହଣ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶୁକ୍ରବାର କେନ୍ଦ୍ର…

ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର,୬।୩(ବ୍ୟୁରୋ): ଖଣ୍ଡଗିରିରେ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜିତେନ୍ଦ୍ର ପ୍ରସାଦ ଦାସ (୪୨)। ତାଙ୍କ ଘର କେନ୍ଦ୍ରାପଡ଼ା ମହାକାଳପଡ଼ା ଥାନା ଅଧୀନ ଅନ୍ଦୁଳିରେ। ସେ ପ୍ରମେୟ ଖବରକାଗଜର ବରିଷ୍ଠ ସହ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?