୭ କୋଟିର ସାଇବର ଠକେଇ
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ବର୍ଷକ ମଧ୍ୟରେ ସାଇବର ଲୁଟେରା ପ୍ରାୟ ୭ କୋଟି ଟଙ୍କା ଲୁଟିଛନ୍ତି। ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା ମଧ୍ୟରୁ ଗୋଲଡେନ୍ ପିରିୟଡ଼ ବ୍ଲକ ହୋଇ ଫେରି ପାରିଛି ୧ କୋଟି ୪୮ ଲକ୍ଷ ୧୧…
ରାଜଧାନୀରେ ପୁଣି ଗଡ଼ିବ ମୋ ସାଇକେଲ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀରେ ସାଇକେଲ ଚାଳକଙ୍କ ପାଇଁ ଖୁସି ଖବର ଆସିଛି। ପୁଣି ପୂର୍ବଭଳି ସ୍ମାର୍ଟସିଟିରେ ସମସ୍ତ ମୋ ସାଇକେଲ ଚାଲିବ । ଏ ନେଇ ସ୍ମାର୍ଟସିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ମୋଟ ୨ହଜାର ସାଇକେଲର ପରିଚାଳନା ଦାୟିତ୍ୱ ୩ଟି କମ୍ପାନୀକୁ ଦିଆଯାଇଥିଲା।…
୪ ଔଷଧ ଦୋକାନରୁ ୧୦ ଲକ୍ଷ ଚୋରି
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀସ୍ଥିତ ଖଣ୍ଡଗିରି ଏମ୍ସ ରୋଡରେ ସିରିଜି ଚୋରି ହୋଇଛି। ୪ଟି ମେଡିଶିନ ଦୋକାନରୁ ନଗଦ ୩ ଲକ୍ଷ ଓ ଔଷଧ ଚୋରି ହୋଇଛି। ନଗଦ ଟଙ୍କା ଓ ଔଷଧ ମିଶାଇଲେ ୧୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଶୁକ୍ରବାର…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଜାନୁୟାରୀ ୪ରୁ ଚିଲିକାରେ ପକ୍ଷୀ ଗଣନା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା…
ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୯୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୨ ଜଣ ଲୋକାଲ କେସ…
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍ପି
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟର ଆଶାକର୍ମୀମାନଙ୍କର ଦରମା ବୃଦ୍ଧି ନେଇ ନୂଆଦିଲ୍ଲୀର ନିର୍ମାଣ ଭବନ କାର୍ଯ୍ୟାଳୟରେ ଶୁକ୍ରବାର ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ୫ ଜଣ ବିଜେଡି ଏମ୍ପି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ସାକ୍ଷାତ୍ କରି ଏକ ସ୍ମାରକପତ୍ର ପ୍ରଦାନ…
୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର ଶୁଣାଣି…
ଶୀତରେ ଥରୁଛି ଓଡ଼ିଶା
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ ଶୀତ…
କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍ ପ୍ଲାଣ୍ଟ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍ ଷ୍ଟିଲ୍ପ୍ଲାଣ୍ଟ ସ୍ଥାପନ ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ…
ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
Archives


