ପୌର ନିର୍ବାଚନ: ଆଜି ନାମାଙ୍କନ ଦଖଲର ଚତୁର୍ଥ ଦିନ
ଭୁବନେଶ୍ୱର ୫।୩(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ନିର୍ବାଚନ ପାଇଁ ଜଣେ ପରେ ଜଣେ ପ୍ରାର୍ଥୀ ନାମାଙ୍କନ ଦାଖଲ କରୁଛନ୍ତି। ତେବେ ଆଜି ନାମାଙ୍କନ ଦଖଲର ଚତୁର୍ଥ ଦିନ। ବିଭିନ୍ନ ସ୍ଥାନରେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକଙ୍କ ସହ…
ଆଲବମ୍ ଅଭିନେତ୍ରୀ କରାଇଦେବାକୁ କହି ବଳାତ୍କାର
ଭୁବନେଶ୍ୱର,୫।୩(ବ୍ୟୁରୋ): ଆଲବମ ଅଭିନେତ୍ରୀ କରାଇଦେବାକୁ କହି ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଓ ତାଙ୍କ ପରିବାର ଲୋକେ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ସହ କଳାକାର ସୁରଜ ବିଶ୍ୱାଳଙ୍କ ନାମରେ ଆଇପିସି ଦଫା…
ଜେଲ ଫେରନ୍ତାଙ୍କୁ ତଣ୍ଟି ଚିପି ହତ୍ୟା
ଭୁବନେଶ୍ୱର,୫।୩(ବ୍ୟୁରୋ): କିଛିଦିନର ଅନ୍ତରାଳରେ ରାଜଧାନୀରେ ଆଉଏକ ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ମୁଣ୍ଡାସାହିସ୍ଥିତ ନିର୍ମାଣାଧୀନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଭିତରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ତଣ୍ଟି ଚିପି ହତ୍ୟା କରିଛନ୍ତି। ମୃତକ ହେଲେ ବିହାରର ମୁକେଶ ଚୌଧୁରୀ। ସେ…
ସରଗରମ ହେଉଛି ରାଜଧାନୀ ରାଜନୀତି
ଭୁବନେଶ୍ୱର, ୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ନିର୍ବାଚନ ତାତି ଧୀରେ ଧୀରେ ସରଗରମ ହେବାରେ ଲାଗିଛି। ନାମାଙ୍କନ ପତ୍ର ଦାଖଲ ସମୟ ସରି ଆସୁଥିବାରୁ ବିଭିନ୍ନ ଦଳ ପ୍ରାର୍ଥୀଙ୍କ ନାମ ଘୋଷଣା କରିବାରେ ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି…
ନକଲି ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ
ଭୁବନେଶ୍ୱର,୫।୩(ବ୍ୟୁରୋ): ଓଡ଼ିଶା ସମେତ ବାହାର ରାଜ୍ୟରେ ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ଲୁଟିବା ସହ ବିଭିନ୍ନ ଠକେଇ ମାମଲାରେ ଜେଲ ଯାଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ଆସିଛନ୍ତି।…
ଏପ୍ରିଲ ୨୫ରୁ ଆଇସିଏସ୍ଇ, ଆଇଏସ୍ସି ପରୀକ୍ଷା
ଭୁବନେଶ୍ୱର, ୫।୩(ବ୍ୟୁରୋ): କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ (ଦଶମ) ଓ ଆଇଏସ୍ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩…
ରନ୍ଧନ, ଇନ୍ଧନ ଚିନ୍ତା ବଢ଼ିଲା
ଭୁବନେଶ୍ୱର,୫ା୩(ବ୍ୟୁରୋ): ୟୁକ୍ରେନ୍ ଉପରେ ରୁଷିଆ ୧୦ ଦିନ ହେବ ଜୋରଦାର ଯୁଦ୍ଧ ଚଳାଇଛି। ଏହାର ପ୍ରଭାବ ଏବେ ହାଣ୍ଡିଶାଳ ଓ ଯାନବାହନ ଉପରେ ପଡ଼ିଛି। ଗତ କିଛିଦିନ ହେବ ସୂର୍ଯ୍ୟମୁଖୀ ଓ ଖାଇବା ତେଲ ମୂଲ୍ୟ ଅହେତୁକ ଭାବେ ବଢ଼ିଚାଲିଛି। ୮…
ବିଏମ୍ସି ନିର୍ବାଚନ ଲାଗି କଂଗ୍ରେସର ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ଦଳ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବାବେଳେ ସାରେ ପ୍ରଥମ ପର୍ଯ୍ୟାୟରେ ୩୦ଟି…
ଏପ୍ରିଲ ୨୫ରୁ ଆଇସିଏସ୍ଇ, ଆଇଏସ୍ସି ପରୀକ୍ଷା
ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍ସିଇ ଦ୍ୱାରା ପରିଚାଳିତ ଆଇସିଏସ୍ଇ(ଦଶମ) ଓ ଆଇଏସ୍ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ…
ସ୍ବତନ୍ତ୍ର ବସ୍ ଯୋଗେ ଯୁଦ୍ଧ ଅଞ୍ଚଳରେ ଫସିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର
ଭୁବନେଶ୍ୱର,୪।୩(ବ୍ୟୁରୋ): ୟୁକ୍ରେନରେ ଯୁଦ୍ଧ ଜାରି ରହିଥିବା ବେଳେ ଯୁଦ୍ଧ ଅଞ୍ଚଳ ଖାର୍କିଭ ଓ ପେସୋଚିନରେ ବର୍ତ୍ତମାନ ସୁଦ୍ଧା ଆହୁରି ଅନେକ ଓଡ଼ିଆ ଛାତ୍ରୀଛାତ୍ର ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ସମସ୍ତ ଚେଷ୍ଟା ଲଗାଇ ଦେଇଛନ୍ତି।…
ବିଜେଡିରେ ଯୋଗଦେଲେ ଶିକ୍ଷାବିତ୍ ଶାନ୍ତି ମଞ୍ଜରୀ ଦେଇ
ଭୁବନେଶ୍ୱର,୪।୩(ବ୍ୟୁରୋ): ଦେବଗଡ଼ର ବିଶିଷ୍ଟ ଶିକ୍ଷାବିତ୍ ଶାନ୍ତି ମଞ୍ଜରୀ ଦେଇ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି । ସେ ନିଜେ ଜଣେ ରାଷ୍ଟ୍ରପତି ଓ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷୟିତ୍ରୀ । ଯୁବନେତା ରାଜକିଶୋର ଦାଶ ମଧ୍ୟ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ମିଶିଛନ୍ତି…
ଖୁବଶୀଘ୍ର ମେୟର ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେଡି
ଭୁବନେଶ୍ୱର,୪।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଖୁବଶୀଘ୍ର ମେୟର ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ଯାଉଛି ବିଜେଡ଼ି। ଭୁବନେଶ୍ୱର, ବ୍ରହ୍ମପୁର ଓ କଟକ ମହାନଗର ନିଗମ ଲାଗି ମେୟର ପ୍ରାର୍ଥୀ ଘୋଷଣା କରିବ ଦଳ । ସଭାପତି ନବୀନ ପଟ୍ଟନାୟକଙ୍କ ମୋହର ପରେ…

