ମେଟ୍ରୋ

‘ସଚେତନତା ମାଧ୍ୟମରେ ସାଇବର ଠକେଇ ରୋକିହେବ’

କଟକ ଅଫିସ,୨୦।୧୦: ଜାତୀୟ ସାଇବର ସୁରକ୍ଷା ମାସ ପାଳନ ଅବସରରେ କଟକ ସହରାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ମର୍କତନଗର ସେକ୍ଟର-୯ସ୍ଥିତ ଏକ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମୁଖ୍ୟ...

ଆଦିବାସୀଙ୍କୁ ନେଇ ଭାଜପା-ବିଜେଡି ରାଜନୀତି

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିରୋଧରେ ଅତ୍ୟାଚାର ବୃଦ୍ଧି ପାଇବା ସହ ସେମାନେ ହିଂସା ଓ ଦ୍ୱେଷର ଶିକାର ହେଉଛନ୍ତି। ୨୦୨୦ରେ ଓଡ଼ିଶାରେ ଅନୁସୂଚିତ ଜନଜାତି ବିରୋଧୀ ୧୧୪ ବଳାତ୍କାର ସମେତ ୬୨୪ ଅପରାଧ ମାମଲା ରୁଜୁହୋଇଥିଲା।...

ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

କଟକ ଅଫିସ,୨୦।୧୦:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଏସ୍‌....

ଅପହଞ୍ଚ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ପ୍ରାୟ ୧୮ ମାସ ହେବ ଶିକ୍ଷାନୁଷ୍ଠାନ ବନ୍ଦ ରହିିଛି। ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ସରକାର ଅନ୍‌ଲାଇନ୍‌ ଶିକ୍ଷା ପ୍ରଦାନ କରୁଛନ୍ତି। କିନ୍ତୁ ବିଭିନ୍ନ ସମସ୍ୟା ଯୋଗୁ ଏହି ଅନ୍‌ଲାଇନ୍‌ ଶିକ୍ଷା ସମସ୍ତଙ୍କ...

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଥିବା ଜଣାପଡ଼ିଛି। ମୃତକ ଜଣକ...

ଆସିଲା ଅକ୍ଟୋବର-ନଭେମ୍ବର ଗାଇଡଲାଇନ୍‌

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପାର୍ବଣକୁ ନେଇ ପୁଣି ଥରେ ଜାରି ହେଲା ଗାଇଡଲାଇନ୍‌ । ଲକ୍ଷ୍ମୀପୂଜା, କାଳୀ ପୂଜା ଓ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏ ନେଇ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଗାଇଡଲାଇନ୍‌ ଅନୁସାରେ, ମଣ୍ଡପରେ...

ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ ପଥର ଚୋରି ହୋଇଛି, ପରିବେଶ କ୍ଷତିଭରଣା ପାଇଁ କେତେ ଟଙ୍କା ଜରିମାନା କରାଯାଇଛି...

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା...

ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଆର୍‌.କେ. ଶର୍ମା

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତ୍‌ସିଂହପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କର...

ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪...

ସିବିଏସ୍‌ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି। ଦଶମ ଶ୍ରେଣୀ ପିଲାଙ୍କ ଟର୍ମ-୧ ନଭେମ୍ବର ୧୭ରୁ ଆରମ୍ଭ ହେବ। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri