ଥାନାରେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୪।୩(ବ୍ୟୁରୋ): ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ବାରିପଦା ଟାଉନ ଥାନାରେ ଶୁକ୍ରବାର ହାଜିର ହୋଇଛନ୍ତି। ପୂର୍ବରୁ ଅଧିକାରୀମାନେ କେନ୍ଦ୍ରମନ୍ତ୍ରୀ ମାଡ଼ ମାରିଥିବା ନେଇ ଅଭିଯୋଗ କରିଥିଲେ। ଏ ନେଇ କେନ୍ଦ୍ରମନ୍ତ୍ରୀଙ୍କ ନାଁରେ ବାରିପଦା ଟାଉନ ଥାନାରେ…
ଇଟାରେ ଛେଚି, ମାରି ପୋତିଦେଲେ…
ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧୀକ କାର୍ଯ୍ୟକଳାପ ବଢିବାରେ ଲାଗିଛି । ଗୁରୁବାର ରାତିରେ ଜଣେ ଯୁବକଙ୍କୁ ଅତି ନିର୍ମମ ହତ୍ୟା କରାଯାଇଛିି। ଭୁୁବନେଶ୍ବର ମଞ୍ଚେଶ୍ୱର ଥାନା ମୁଣ୍ତାସାହି ପାଣି ଟାଙ୍କି ନିକଟରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ…
ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଭୁବନେଶ୍ୱର,୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି ।…
ପ୍ରାର୍ଥତ୍ପତ୍ର ଦାଖଲ କଲେ ୪ କର୍ପୋରେଟର ପ୍ରାର୍ଥୀ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ୪ ଜଣ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଛନ୍ତି । ବୁଧବାର ମେୟର ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ମନୋନୟନ ଫର୍ମ ନେଇଥିବା ବେଳେ ଗୁରୁବାର ଆଉ ୩ ଜଣ ଫର୍ମ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩…
ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୩ ଜଣ ଚିହ୍ନଟ ହୋଇଥିବା…
୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା
ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି…
ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା
ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ଯାତ୍ରା ୭ବର୍ଷ ହେବ ବନ୍ଦ ରହିଛି।…
କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ
ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ। ବନ୍ୟପ୍ରାଣୀ ପିସିସିଏଫ୍ଙ୍କ କାର୍ଯ୍ୟାୟଳର ୱାଇଲ୍ଡଲାଇଫ୍ କଞ୍ଜରଭେଶନ…
ମାର୍ଚ୍ଚ ସୁଦ୍ଧା ପିଲାଙ୍କ ଉପସ୍ଥାନ ରିପୋର୍ଟ ଦିଅ
ଭୁବନେଶ୍ୱର,୪।୩(ବ୍ୟୁରୋ): ଦୀର୍ଘ ଦୁଇବର୍ଷ ପରେ ପ୍ରାଥମିକ ପିଲାରେ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହୋଇଛି। ଗତ ୨୮ରେ ସ୍କୁଲରେ ପାଠପଢ଼ା ଆରମ୍ଭ ହୋଇଥିବାବେଳେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍ ରହୁଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ରାଜ୍ୟରେ ମୋଟ ୫୮,୦୮୯ଟି ପ୍ରାଥମିକ ସ୍କୁଲରେ ପାଠପଢ଼ା…
ଜୋର୍ଦାର ହେବ ଲଢ଼େଇ: ୨୯ ବର୍ଷ ପରେ ମହିଳାଙ୍କ ହାତକୁ ଯିବ ପଦବୀ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ସହର ରାଜନୀତି ସରଗରମ ହେଲାଣି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକି୍ରିୟା ଆରମ୍ଭ ହୋଇଥିବାରୁ ଭୁବନେଶ୍ୱର ୩ ବିଧାୟକଙ୍କ ବାସଭବନରେ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅନେକ ଆଶାୟୀ…
ସଚେତନତା ସତ୍ତ୍ୱେ ବଢୁଛି ସାଇବର ଅପରାଧ
ଭୁବନେଶ୍ୱର,୪।୩(ବ୍ୟୁରୋ): ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ସରକାର ଏବଂ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ସାଇବର ଠକଙ୍କ ଜାଲରେ ପଡ଼ି ସେମାନେ ଲକ୍ଷ ଲକ୍ଷ ଟଙ୍କା ହରାଉଛନ୍ତି। ଗତ ଜାନୁୟାରୀ ମାସରେ ରାଜଧାନୀରୁ…

