ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୪,୪୨୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କୋଣାର୍କ ଏକ୍ସପ୍ରେସରୁ ଜବତ ହେଲା ୧୬ କୋଟିର ସୁନା, ୪ଟି ବ୍ୟାଗ୍‌ରେ ଥିଲା ୩୨ କେଜି

ଭୁବନେଶ୍ୱର,୨।୩(ବ୍ୟୁରୋ): କୋଣାର୍କ ଏକ୍ସପ୍ରେସରୁ ୧୬ କୋଟି ଟଙ୍କାର ସୁନା ଜିଆର୍‌ପି ପୋଲିସ ଜବତ କରିଛି। ଜବତ ସୁନା ସହ ୪ ଜଣଙ୍କୁ ଅଟକ ରଖାଯାଇଛି। ଖବର ଅନୁଯାୟୀ, କୋଣାର୍କ ଏକ୍ସପ୍ରେସ୍‌ରେ ସୁନା ଆସୁଥିବା ଜିଆର୍‌ପିକୁ ସୂଚନା ମିଳିଥିଲା । ପୂର୍ବ ସୂଚନା…

ଜୁଲାଇ ୩୧ ସୁଦ୍ଧା ୟୁଜି,ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୨।୩(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ଜୁଲାଇ ୩୧ ସୁଦ୍ଧା ଶେଷ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛିି । ଏ ନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜର ଅଧ୍ୟକ୍ଷ ଓ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର…

ରାଜଧାନୀରୁ ଜବତ ହେଲା ୭ଲକ୍ଷ ଟଙ୍କାର ନକଲି ନୋଟ

ଭୁବନେଶ୍ବର ୦୨।୦୩ : ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରୁ ୭ଲକ୍ଷ ଟଙ୍କାର ନକଲି ନୋଟ ଜବତ ହୋଇଛି । ଏଥିରେ ୨ଜଣଙ୍କୁ ଗିରଫ କରାଯାଇଛି। ଏ ନେଇ ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ତେବେ ଜାଲ ନୋଟ କାରବାର…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୮୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଜୁନିୟର ମହିଳା ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭାରତୀୟ କନିଷ୍ଠ ମହିଳା ବର୍ଗର ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ ସ୍ଥାନ ପାଇଛନ୍ତି। କୋର୍‌ ଗ୍ରୁପରେ ସ୍ଥାନ ପାଇବା ପରେ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଅଜମିନା କୁଜୁର, ଜ୍ୟୋତି ଛତ୍ରୀ, ଜୀବନ କିଶୋରୀ…

ନିରାଡ଼ମ୍ବରରେ ପାଳନ ହେବ ବିଜୁ ଜୟନ୍ତୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆସନ୍ତା ୫ ତାରିଖରେ ୧୦୬ ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡ଼ମ୍ବର ଭାବେ ପାଳନ କରାଯିବ । ଏନେଇ ଦଳୀୟ ବିଧାୟକଙ୍କୁ ବିଜେଡି ସୁପ୍ରିମୋ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୮୬ ଥିବା ବେଳେ ଲୋକାଲ କେସ ୫୭ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ…

‘କ୍ଷୀର ଏମ୍‌ଏସ୍‌ପି ଲିଟର ପିଛା ୩୫ ଟଙ୍କା କରାଯାଉ’

ଭୁବନେଶ୍ୱର, ୨।୩(ବ୍ୟୁରୋ): କ୍ଷୀରର ସର୍ବନିମ୍ନ କ୍ରୟ ମୂଲ୍ୟ ସ୍ଥିର କରାଯାଇ ନ ଥିବାରୁ ଚାଷୀମାନେ ବିଭିନ୍ନ ଦୁଗ୍ଧ କମ୍ପାନୀ ଦ୍ବାରା ଶୋଷିତ ହେଉଛନ୍ତି। ତେଣୁ କ୍ଷୀରର ସର୍ବନିମ୍ନ ମୂଲ୍ୟ (ଏମ୍‌ଏସ୍‌ପି) ଲିଟର ପିଛା ୩୫ ଟଙ୍କା କରିବାକୁ ଓଡ଼ିଶା ଦୁଗ୍ଧ ଚାଷୀ…

‘କମ୍‌ ଲୋକ ପୁରାଣ ପଢ଼ନ୍ତି’

ପିଲାଟି ଦିନରୁ ପୁରାଣ ଉପରେ ଥିଲା ତାଙ୍କର ବିଶେଷ ଆଗ୍ରହ। ତେଣୁ ପାଠ ପଢ଼ିବା ସମୟରୁ ସେ ପୌରାଣିକ ବିଷୟବସ୍ତୁ ଉପରେ ଲେଖାଲେଖି ଆରମ୍ଭ କରିଦେଇଥିଲେ। ପରବର୍ତ୍ତୀ ସମୟରେ ଜଣେ ଡାକ୍ତର ହୋଇ ମଧ୍ୟ ଲେଖାଲେଖି ଛାଡ଼ି ନ ଥିଲେ। ବରଂ…

ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ ଅଭିଯୋଗ

ଭୁବନେଶ୍ୱର,୨।୩(ବ୍ୟୁରୋ): ଘରୋଇ ସ୍କୁଲରେ ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ) ଉଲ୍ଲଂଘନ କରାଯାଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାରଙ୍କ ଆର୍‌ଟିଇ ଅନୁସାରେ ଘରୋଇ ସ୍କୁଲରେ ୨୫% ମାଗଣା ନାମଲେଖା ଆର୍‌ଟିଇ ପାରଦର୍ଶୀ ପୋର୍ଟାଲରେ…

ପୌର ନିର୍ବାଚନ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କର୍ପୋରେଟର ଓ ମେୟର ପଦବୀ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ୨ରୁ ୭ତାରିଖ ଅର୍ଥାତ୍‌ ୬ଦିନ ଧରି ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?