ମେଟ୍ରୋ

ରାଜଧାନୀରେ ସ୍ଥାପନ ହେଲା ୪ଇଭି ଚାର୍ଜିଂ ପଏଣ୍ଟ

ଭୁବନେଶ୍ୱର, ୨।୩(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱରରେ ବୈଦ୍ୟୁତିକ ଯାନ (ଇଭି) ଚାର୍ଜିଂ ପଏଣ୍ଟ ସ୍ଥାପନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭ଟି ଇଭି ଚାର୍ଜିଂ ପଏଣ୍ଟ ସ୍ଥାପନ ହେବାକୁ ଥିବାବେଳେ ସେଥିମଧ୍ୟରୁ ଡିଏନ୍‌ ରେଗାଲିଆ, ଶହିଦନଗର ଏବଂ ରାଜମହଲସ୍ଥିତ ମଲ୍ଟି ଲେଭଲ୍‌ କାର୍‌…

ୟୁକ୍ରେନ୍‌ରୁ ଫେରିଲେ ୫ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨।୩(ବ୍ୟୁରୋ): ଯୁଦ୍ଧ ବିଭୀଷିକା ମଧ୍ୟରେ ଥିବା ୟୁକ୍ରେନ୍‌ରୁ ମଙ୍ଗଳବାର ୫ଜଣ ଛାତ୍ରୀଛାତ୍ର ଓଡ଼ିଶା ଫେରିଛନ୍ତି। ୟୁକ୍ରେନ୍‌ ସୀମାରେ ଦୀର୍ଘ ସମୟ ଧରି ଫସି ରହିବା ପରେ ଜଗତ୍‌ସିଂହପୁରର ବିକାଶ ବେହେରା, ସମ୍ବଲପୁରର ଐଶ୍ୱର୍ଯ୍ୟା ପାଣି, ଭୁବନେଶ୍ୱରର ଶୁଭସ୍ମିତା ପ୍ରିୟଦର୍ଶିନୀ ଏବଂ…

ବିଜେଡି ହାତରେ ସବୁ ଜିଲା ପରିଷଦ

ଭୁବନେଶ୍ୱର,୨ା୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳର ସମ୍ପୂର୍ଣ୍ଣ ରିପୋର୍ଟ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ବିଜେଡି ଚଳିତ ନିର୍ବାଚନରେ ରେକର୍ଡ ସଂଖ୍ୟାରେ ବିଜୟୀ ହୋଇଛି। ୩ ଦିନର ଗଣତି ପରେ ୩୦ ଜିଲାର ୮୫୧ଟି ଜୋନ୍‌ର…

ପୌର ଭୋଟ୍‌: ବୁଧବାରଠାରୁ ନାମାଙ୍କନ, ୭ ଯାଏ ଚାଲିବ

ଭୁବନେଶ୍ୱର, ୧ା୩(ବ୍ୟୁରୋ): ରାଜ୍ୟର ୧୦୬ ପୌରପାଳିକା ଓ ୩ ମହାନଗର ନିଗମ ନିର୍ବାଚନ ଲାଗି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଥିଲେ। ତେବେ ବୁଧବାର ଠାରୁ ପୌର ନିର୍ବାଚନ ଲାଗି ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ…

ଉଠିଲା ମହାଦୀପ

ଭୁବନେଶ୍ୱର, ୧ା୩(ବ୍ୟୁରୋ): ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଛି ମହାଦୀପ। ବୁଧବାର ରାତି ୧୦ଟା ୨୦ ମିନିଟରେ ମହାଦୀପ ଉଠିଛି। ଏହି ସମୟରେ ମନ୍ଦିର ପରିସରରେ ‘ହର ହର ମହାଦେବ’ ଧ୍ୱନୀ ପ୍ରକମ୍ପିତ ହେଉଥିବା ଶୁଣିବାକୁ ମିଳିଛି।…

ଅଶୋକ ପ୍ରଧାନଙ୍କୁ ଦଳରୁ ନିଲମ୍ବିତ କଲା ବିଜେଡି

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଅନୁଗୋଳ ଜିଲା ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପଞ୍ଚାୟତ ନିର୍ବାଚନ…

ବିଜେଡିର ଐତିହାସିକ ସଫଳତା: ମତଦାତାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିଜେଡିର ବିପୁଳ ମାତ୍ରାରେ ବିଜୟ ହୋଇଛି। ୮୪୮ ଜିଲାପରିଷଦ ଜୋନ୍‌ରୁ ବିଜେଡି ୭୬୨ଟି ଜୋନ୍‌ରେ ବିଜୟୀ ହୋଇଛି । ଭାଜପା ୪୨, କଂଗ୍ରେସ ୩୭ ଆସନରେ ଜିତିଥିବା ବେଳେ ଅନ୍ୟ ଦଳ ଓ ସ୍ବାଧୀନ ପ୍ରୀର୍ଥୀ ୭ଟି…

ଆଜି ମହାଶିବରାତ୍ରି, ଚାଲିଛି ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର ଖୋଲିଛି। ୩.୩୦ରେ ମଙ୍ଗଳା ଆଳତି ପରେ ଆରମ୍ଭ ହୋଇଛି ଅବକାଶ ନୀତି । ୫ଟାରୁ…

ଆଜି ୮ ଜୀବନ ନେଲା କରୋନା

ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୭୯କୁ ବୃଦ୍ଧି…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୨୨ ଜଣ…

ଭବିଷ୍ୟତ ପାଇଁ ପ୍ରସ୍ତୁତ ହୁଅନ୍ତୁ ପିଲା

କୋଭିଡ୍‌ ମହାମାରୀ ସମୟରେ ଏନ୍‌ଆଇଆଇଏସ୍‌ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ କି ସୁବିଧା ପ୍ରଦାନ କରାଯାଇଛି? ମହାମାରୀ ବେଳେ ସମସ୍ତ ଶାଖାରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ସୁବିଧା ଯୋଗାଇବା ଏକ କଠିନ ବ୍ୟାପାର ଥିଲା। ତେବେ ଆମେ ଏହାକୁ ଏକ ଆହ୍ବାନ ମନେକରି ୨୦୨୦ ଆରମ୍ଭରୁ…

ଆଜି ମହାଶିବରାତ୍ରି, ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧ା୩(ଡି.ଏନ୍‌.ଏ.):ଆଜି ମହାଶିବରାତ୍ରି। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା ଅଞ୍ଚଳ। ବିଏମ୍‌ସି ଗାଇଡ୍‌ଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?