ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନ: ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ
କଟକ ଅଫିସ,୧୩।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନକୁ ନେଇ ବିବାଦର ଶୁଣାଣି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସଲାମ । ଏହାର ଶୁଣାଣି କରି ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ…
କୋର୍ଟ ଗଲେ ତପସ୍ବିନୀ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବ୍ରହ୍ମପୁରର ବହୁଚର୍ଚ୍ଚିତ ସୁମିତ୍-ତପସ୍ବିନୀଙ୍କ ଘଟଣା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ତପସ୍ବିନୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୁମିତ୍ଙ୍କର ପତ୍ତା ମିଳୁ ନ ଥିବା ନେଇ ସେ ବ୍ରହ୍ମପୁର ଏସ୍ଡିଜେଏମ୍ କୋର୍ଟରେ ପିଟିଶନ୍ ଦାଏର କରିଛନ୍ତି। ତାଙ୍କ ଫୋନ୍…
ଆନ୍ଧ୍ରରେ ଓମିକ୍ରନ ଚିହ୍ନଟ ପରେ ତତ୍ପର ଓଡ଼ିଶା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଡୋଶୀ ଆନ୍ଧ୍ରରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ଓଡ଼ିଶା ସଜାଗ ହୋଇଛି। ରାଜ୍ୟର ସମସ୍ତ ବର୍ଡର ଜିଲାଗୁଡିକୁ ସରକାର ସଜାଗ କରାଇ ଦେଇଛନ୍ତି। ଏ ନେଇ ପ୍ରତିକ୍ରିୟା ରଖି ଡିଏମ୍ଇଟି କହିଛନ୍ତି, ଆନ୍ଧ୍ରରେ ଓମିକ୍ରନ ବାହାରିବା ନେଇ ଆମ…
ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣା କୋଚିଂ
ଭୁବନେଶ୍ୱର,୧୩ା୧୨: ରାଜ୍ୟର ୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମାଗଣା କୋଚିଂ ମିଳିବ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଏକାଦଶ ଶ୍ରେଣୀରେ ପଢୁଥିବା ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଜାତୀୟସ୍ତରୀୟ ପ୍ରବେଶିକା ପରୀକ୍ଷା ପାଇଁ ମାଗଣାରେ…
କଳିଙ୍ଗ ସାହିତ୍ୟ ମହୋତ୍ସବ ସ୍ବଦେଶୀ ଭାବନାର ପରିପ୍ରକାଶ
ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ମହାମାରୀ ମାନବସମାଜକୁ ଆତ୍ମପରିଚିତିର ଏକ ମାଧ୍ୟମ ପ୍ରଦାନ କରିଛି। ଏପରି ସମୟରେ କଳିଙ୍ଗ ସାହିତ୍ୟ ମହୋତ୍ସବ ସ୍ବଦେଶୀ ଭାବନା ପରିପ୍ରକାଶର ଏକ ଅନନ୍ୟ ଅବସର ପ୍ରଦାନ କରିଥିବାରୁ ଏହା ସମାଜକୁ ଉନ୍ନତ କରିବାରେ ସହାୟକ ହେବ। ଏପରି ମହୋତ୍ସବର…
ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର: ଏକା ଥରକେ ନିଯୁକ୍ତି ପାଇବେ ୭ ହଜାର
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର । ଏକା ଥରକେ ୭ ହଜାର ଶିକ୍ଷକ ପାଇବେ ନିଯୁକ୍ତି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ୧୬ ତାରିଖରେ ନିଯୁକ୍ତି ପାଇବା ନେଇ…
ଖୁବ୍ଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା!
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ।…
ଫସଲ କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୩।୧୨ (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ/ଜଗତ୍ସିଂହପୁର ଅଫିସ ବାତ୍ୟା ‘ଜୱାଦ’ଜନିତ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଟିମ୍ ରବିବାର କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଜିଲାକୁ ଯାଇ ସ୍ଥିତି ପରଖିଛି। କେନ୍ଦ୍ରୀୟ ଅଧିକାରୀମାନେ…
ଚାଷୀଙ୍କ କ୍ଷତିଭରଣା ପୂର୍ବରୁ ଆରମ୍ଭ ରାଜନୈତିକ ଟଣାଓଟରା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରତ୍ୟେକ ଥର ବାତ୍ୟା ପରେ ସହାୟତା ଏବଂ କ୍ଷତିପୂରଣ ମିଳିବା ପୂର୍ବରୁ କେନ୍ଦ୍ରୀୟ ଟିମ୍ ଆସିବା ପରେ ଯେପରି ରାଜନୀତି ଜୋର୍ ଧରେ ଏଥର ମଧ୍ୟ ତାହା ଦେଖିବାକୁ ମିଳିଛି। ବିଜେଡି କହିଛି ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଭରଣା ଲାଗି ରାଜ୍ୟ…
ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି। ଗିରଫ…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ…
Archives


