ମେଟ୍ରୋ

ପୌର ନିର୍ବାଚନରେ ପଡ଼ିପାରେ ପଞ୍ଚାୟତର ପ୍ରଭାବ

ଭୁବନେଶ୍ୱର, ୧।୩ (ବ୍ୟୁରୋ):ରାତି ପାହିଲେ ପୌର ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ମଧ୍ୟରେ କସରତ ଆରମ୍ଭ ହୋଇଗଲାଣି। ପଞ୍ଚାୟତ ନିର୍ବାଚନରେ ଶାସକ ଦଳ ବିଜେଡିର ସଂଖ୍ୟା ଗରିଷ୍ଠତା ବିଜୟ ଭାଜପା ଓ କଂଗ୍ରେସ…

୭ରେ ଏଚ୍‌ଏଲ୍‌ଟି, ଏସ୍‌ଏସ୍‌ ପରୀକ୍ଷା

କଟକ,୧।୩: ଆସନ୍ତା ମାର୍ଚ୍ଚ ୭ତାରିଖରେ ଅଷ୍ଟମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରଥମ ଷାଣ୍ମାସିକ ଓଡ଼ିଆ ଭାଷା ପରୀକ୍ଷା (ଏଚ୍‌ଏଲ୍‌ଟି) ଏବଂ ଦଶମ ଶ୍ରେଣୀର ପ୍ରଥମ ଏକକ ବିଷୟ (ଏସ୍‌ଏସ୍‌) ପରୀକ୍ଷା ଅନୁଷ୍ଠିତ ହେବ। ୫୯୧ଜଣ ଏଚ୍‌ଏଲ୍‌ଟି ଏବଂ ୩୦୧୩ ଜଣ ପରୀକ୍ଷାର୍ଥୀ ଏକକ ବିଷୟରେ…

ସବୁଠି ବିଜେଡି ଗଡ଼

ଭୁବନେଶ୍ୱର,୧।୩(ବ୍ୟୁରୋ): ଗତ ୩ ଦିନ ଧରି ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ଭୋଟ ଗଣନା ସୋମବାର ଶେଷ ହୋଇଛି। ତିନୋଟି ପର୍ଯ୍ୟାୟ ଗଣତି ପରେ ବିଜେଡି ରେକର୍ଡ ବିଜୟ ହାସଲ କରିଛି। ୮୫୩ଟି ଜିଲା ପରିଷଦ ଆସନ ମଧ୍ୟରୁ ବିଜେଡି ୫୫୨ ସିଟ୍‌ରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୦ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୮।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୪୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାଏ ମୋଟ ୧୨ ଲକ୍ଷ…

ଜାରିହେଲା ମାର୍ଚ୍ଚ ଗାଇଡ୍‌ଲାଇନ୍‌: ସର୍ବସାଧାରଣ ସ୍ଥାନରେ ହୋଲି ଖେଳକୁ ମନା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ସରକାର ମାର୍ଚ୍ଚ ମାସ ପାଇଁ କୋଭିଡ୍‌ ଗାଇଡ୍ଲାଇନ୍‌ ଜାରି କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ରାଜ୍ୟ ସରକାର ଅନଲକିଂ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମାତ୍ର କୋଭିଡ ସଂକ୍ରମଣ ବୃଦ୍ଧିର ଆଶଙ୍କା କରି ବିବାହ ଭୋଜିରେ…

ଜାଗର ଲାଗି ରାଜଧାନୀରେ ମୁତୟନ ହେବେ ୨୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାତି ପାହିଲେ ଜାଗର । ମହାଦୀପ ନେଇ ମନ୍ଦିର ମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ମଙ୍ଗଳବାର ଜାଗର ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଶାସନ ପକ୍ଷରୁ ଯେଉଁ…

ରେକର୍ଡ ଭାଙ୍ଗିବାରେ ଲାଗିଛି ବିଜେଡି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଯେତେ ଶେଷ ହୋଇ ଆସୁଛି ବିଜେଡି ସେତେ ଆଗେଇ ଚାଲିଛି । ୨୦୧୨ ପଞ୍ଚାୟତ ନିର୍ବାଚନରେ ବିଜେଡି ପାଇଥିବା ସଫଳତାର ରେକର୍ଡକୁ ନିଜେ ଭାଙ୍ଗି ସାରିଛି । ସାରା ରାଜ୍ୟର ବିଜେଡିକୁ ଜନ ସମର୍ଥନ…

ବନ୍ଦେ ଉତ୍କଳ ଜନନୀ ଗୀତକୁ ନିଜ କଣ୍ଠରେ ଗାଇଲେ ରାଜ୍ୟପାଳ

କଟକ ଅଫିସ୍‌, ୨୮।୨: ପୁଣି ଥରେ ଓଡ଼ିଆ ଗୀତ ଗାଇଲେ ଓଡ଼ିଶାର ରାଜ୍ୟପାଳ ଡଃ ପ୍ରଫେସର ଗଣେଶୀ ଲାଲ । ବନ୍ଦେ ଉତ୍କଳ ଜନନୀ ଗୀତକୁ ନିଜ କଣ୍ଠରେ ଗାଇଛନ୍ତି। ଏହି ଗୀତର ରେକର୍ଡିଂ କଟକ ମିଲନ ଷ୍ଟୁଡିଓରେ କରାଯାଇଛି ।…

ବିଜେଡି ୭୬୦ ଆସନରେ ଆଗୁଆ

ଭୁବନେଶ୍ବର,୨୮।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତିର ତୃତୀୟ ଦିନରେ ମଧ୍ୟ ବିଜେଡି ଆଗରେ ରହିଛି। ମୋଟ ୮୪୯ଟି ଜିଲା ପରିଷଦ ଜୋନରେ ଗଣତି ହେଉଥିବା ବେଳେ ୭୬୦ଟି ଭୋଟରେ ଆଗୁଆ ରହିଛି ବିଜେଡି। ପ୍ରଥମ ଦିନ ୩୧୫ଟି ଜିଲା ପରିଷଦ…

ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି। ଅନ୍ୟ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି…

ବିଜେଡିରେ ମିଶିଲେ ପୂର୍ବତନ ଅଧ୍ୟକ୍ଷ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଅନୁଗୋଳ ମ୍ୟୁନିସିପାଲ୍‌ଟିର ପୂର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଅକ୍ଷୟ ସାମନ୍ତ ଓ ତାଙ୍କ ସମର୍ଥକ ସୋମବାର ବିଜେଡିର ଯୋଗ ଦେଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଯୋଗ…

ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍‌ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍‌ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ୱାର୍ଡ ୱାରି ବିଜ୍ଞପ୍ତି ଜାରି ହୋଇଛି। ମେୟର, ଡେପୁଟି ମେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?