ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୯ (ସୁନିତ୍ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮…
ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ
ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ତଦନ୍ତ ଫାଇଲ ଗଲା କୁଆଡେ, ସ୍ବାମିଜୀଙ୍କ ହତ୍ୟାକାରୀ…
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍
ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି। ତାଙ୍କ ନମ୍ବରୁ ଆସୁଥିବା ଟଙ୍କା କିମ୍ବା ସାହାଯ୍ୟ ମାଗୁଥିବା କୌଣସି ଅନୁରୋଧକୁ ଗ୍ରହଣ…
ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍
ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍ଟି ନନ୍ଦନକାନନ ପରିସରରେ ଥିବା ଏକ…
ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…
ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ ସାମିଲ ହେବେ। ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁ କିମ୍ବା ସ୍ଥାୟୀ ଅକ୍ଷମତା ଘଟିଲେ ୨…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…
ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ…
ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା
ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ ଅଭିଯୋଗ ଓ ପେନସନ୍ ମନ୍ତ୍ରଣାଳୟ (DoPT) ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି…
୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାଖାପାଖି ଅଞ୍ଚଳରେ…
ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…
ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO)ଙ୍କୁ ସ୍ବତନ୍ତ୍ର ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଚଳିତ ବର୍ଷ…
ଆସନ୍ତାକାଲି ମିଳିବ ସିଏମ୍-କିଷାନ ଟଙ୍କା: ଉପକୃତ ହେବେ ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର
ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏହି ଆର୍ଥିକ…
ଆବାସ ଆଶା: କଟିଲେଣି ୨୦୦
ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍ଶୀଘ୍ର ଲଟେରି ଉଠାଣ କାର୍ଯ୍ୟକ୍ରମ କରାଯିବ। ଏହି ପ୍ରକ୍ରିୟା ଚଳିତମାସ ଶେଷସୁଦ୍ଧା କରାଯିବାକୁ ବିଡିଏ ଲକ୍ଷ୍ୟ ରଖିଛି…
ରାଜ୍ୟରେ ୨୬% ଅଧିକ ବର୍ଷିଲା: ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏହି ସବୁ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ବାରମ୍ବାର ଲଘୁଚାପ ସହ ମୌସୁମୀ ପ୍ରଭାବରେ ରାଜ୍ୟରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ତେବେ ଜୁନ୍ ୧ରୁ ସେପ୍ଟେମ୍ବର ୨ ମଧ୍ୟରେ ହାରାହାରି ସ୍ବାଭାବିକ ବର୍ଷା ୯୩୧.୯ ମି.ମି.ଠାରୁ ୨୬% ଅଧିକ ବର୍ଷା ରେକର୍ଡ ହୋଇଛି।…

