ମେଟ୍ରୋ

ବୋହିନେଲେ ଲୁହାପଥର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଖଣି ରାଜସ୍ବରେ ବ୍ୟାପକ ହେରଫେର ଓ ଅନିୟମିତତା ହୋଇଛି। ଲିଜ୍‌ଧାରୀ ଅନୁମୋଦିତ ପରିମାଣଠାରୁ ଅଧିକ ପରିମାଣର ଲୁହାପଥର ଉତ୍ତୋଳନ କରିଥିଲେ ମଧ୍ୟ ଖଣି ଯୁଗ୍ମ ନିର୍ଦ୍ଦେଶକ ସେମାନଙ୍କଠାରୁ ବଳକା ମୂଲ୍ୟ ଆଦାୟ କରିନାହାନ୍ତି। ଫଳରେ ସରକାରଙ୍କୁ ଖଣି ଟିକସ ବାବଦରେ…

ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍‌ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ୧୨ ଓ ୧୩ ତାରିଖ ୨…

୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।…

୨୪୬ ସାମ୍ପୁଲରେ ଓମିକ୍ରନ ନାହିଁ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲ୍‌ଏସ୍‌ ଆସିଥିବା ୨୪୬ ସାମ୍ପୁଲରେ ଓମିକ୍ରନ ଭାରିଏଣ୍ଟ ନାହିଁ। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବିଦେଶରୁ ଆସିଥିବା ବ୍ୟକ୍ତିଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ଜିନୋମ ସିକ୍ୱେନ୍ସିଂ ପାଇଁ ସାମ୍ପୁଲଗୁଡିକ ପଠାଯାଇଥିଲା।…

ନିର୍ଦ୍ଧୁମ ଛେଚିଲା ପୋଲିସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା ବେଳେ ରାସ୍ତା ଉପରେ ଗର୍ଜୁଛନ୍ତି ବିରୋଧୀ। ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର…

ବିଜେଡିରେ ଯୋଗଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସୁନ୍ଦରଗଡ଼ ତଳସରାର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଡାକ୍ତର ପ୍ରଫୁଲ୍ଲ ମାଝି ଶୁକ୍ରବାର ବିଜେଡିରେ ଯୋଗଦେଇଛନ୍ତି। ଗତ ୬ ତାରିଖରେ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ପ୍ରତାପ…

ଶନିବାରରୁ ପୁଣି ବର୍ଷା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ) ରାଜ୍ୟରେ କୋହଲା ପାଗ ସାଙ୍ଗକୁ କିଛି ସ୍ଥାନେ ସ୍ଥାନେ ଝିପି ବର୍ଷା ଲାଗି ରହିଛି । ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ…

ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ନବମ ଦିନରେ ବି ଚାଲି ପାରିଲାନି ବିଧାନସଭା। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ଘଣ୍ଟ ବଜାଇ ବିରୋଧୀଙ୍କ…

ଦିନ ୧୧.୩୦ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆଜି ବି ଚାଲି ପାରିଲାନି ବିଧାନସଭା। ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ଘଣ୍ଟ ବଜାଇ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଦିନ ୧୧.୩୦ ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ…

ହଟ୍ଟଗୋଳରେ ଖର୍ଚ୍ଚ ଦାବି ପାରିତ

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗିଲୋଟିନ ମାଧ୍ୟମରେ ପାରିତ ହୋଇଛି ୩୯ ବିଭାଗର ଖର୍ଚ୍ଚ…

ଆଶା ବାନ୍ଧି ବସିଛନ୍ତି ଆଶାୟୀ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ନିମନ୍ତେ ତୁରନ୍ତ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତି ବୟସ ସୀମା ୪୨ବର୍ଷକୁ ବୃଦ୍ଧି, ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ଓ ବେଆଇନ ଭାବେ ଚାଲୁଥିବା ସ୍କୁଲ୍‌କୁ ବନ୍ଦ ଦାବି କରି ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା କନିଷ୍ଠ ଶିକ୍ଷକ…

୫ ଡିଗ୍ରୀ ଖସିବ ପାରଦ, ଆଜିଠୁ ବଢ଼ିବ ଶୀତ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ ରହିଛି। ଏଥିସହିତ ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁଚାପ ଯୋଗୁ ସମୁଦ୍ରରୁ ଜଳୀୟ ବାଷ୍ପ ସ୍ଥଳଭାଗକୁ ଆସିବା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri