ମେଟ୍ରୋ

ବର୍ଷା ସତ୍ତ୍ୱେ ତାତି ବଢ଼ୁଛି, ୩୦ ଡିଗ୍ରୀ ଉପରେ ୨୦ ସହର

ଭୁବନେଶ୍ୱର, ୨୫।୨(ବ୍ୟୁରୋ)- ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଜିଲାରେ ବର୍ଷା ଜାରି ରହିଛି। ଶୁକ୍ରବାର ତାଳଚେର, ଅନୁଗୋଳ, ବାରିପଦାରେ ବର୍ଷା ହୋଇଥିବାବେଳେ ଶନିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳରେ ସ୍ବଳ୍ପ ଧରଣର ବର୍ଷା…

ପରପାରିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଝିଅ ସୁନୀତା ସୂଚନା ଦେଇଛନ୍ତି। ପରଲୋକ ବେଳକୁ ତାଙ୍କୁ ୮୩ ବର୍ଷ…

ରାତି ପାହିଲେ ଭୋଟ୍‌ ଗଣତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା । ଗଣତି ସକାଳ ୮ଟାରୁ ଆରମ୍ଭ ହୋଇ ଶେଷ ହେବା ଯାଏଁ ଚାଲିବ । ୩୧୪ଟି…

ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଫେବୃୟାରୀ ୨୮ ତାରିଖରୁ ସମସ୍ତ କୋଭିଡ କେୟାର ସେଣ୍ଟର ବନ୍ଦ ହେବ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବିଏମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ କୋଭିଡ…

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ଖୋଲିଲା ସ୍ବତନ୍ତ୍ର ସହାୟତା ସେଲ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ସ୍ବତନ୍ତ୍ର ସହାୟତା ସେଲ ଖୋଲିଛି। ଦିଲ୍ଲୀ ସ୍ଥିତ ଓଡ଼ିଶା ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ଏହି ସେଲ୍‌ ଖୋଲା ଯାଇଛି। ରେସିଡେଣ୍ଟ କମିଶନର ରବି କାନ୍ତ ସ୍ବତନ୍ତ୍ର ସେଲ ନୋଡାଲ ଅଫିସର ନିଯୁକ୍ତି ପାଇଛନ୍ତି। ଏହି…

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଦୁଇ ଦିନ ଧରି ଯୁଦ୍ଧ ଜାରି ରହିଛି । ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନ୍‌ ଯୁଦ୍ଧ ନେଇ ଘୋଷଣା କରିବା ପରେ ୟୁକ୍ରେନ୍‌ ଉପରେ ରୁଷିଆ ଜୋରଦାର ଆକ୍ରମଣ କରିଛି। ୟୁକ୍ରେନ୍‌କୁ ତିନିପଟୁ ଘେରି ଆକ୍ରମଣ…

ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ…

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ…

ପୁଣି ରିମାଣ୍ଡରେ ଯିବେ ନକଲି ଡାକ୍ତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସାଇଁଙ୍କ ଗିରଫ ମାମଲା। ଆଜିଠାରୁ ପୁଣି ୩ ଦିନିଆ ରିମାଣ୍ଡରେ ଯିବେ ରମେଶ ସାଇଁ। ଭୁବନେଶର ଏସ୍‌ଡିଜେମ କୋର୍ଟ ରିମାଣ୍ଡ ମଞ୍ଜୁର କରିଛନ୍ତି। ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ମହିଳା ଥାନା ପୋଲିସ।…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who was…

ଏହି ୪ ଜଣ ହେଲେ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ବର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ବିଏମ୍‌ସି ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର ଭାବେ ଘୋଷଣା କରିଛି। ସେମାନେ ହେଉଛନ୍ତି ସିନେ ତାରକା…

ଆଜିଠୁ ବର୍ଷା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡଘଡି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?