ନକଲି ଡାକ୍ତରଙ୍କ ଖୋଲିବ ୩୦ ବର୍ଷର ଗୁମର
ଭୁବନେଶ୍ୱର,୧୯।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଶନିବାରଠାରୁ ୫ ଦିନିଆ ରିମାଣ୍ଡରେ ଯାଇଛନ୍ତି। ଏସଡିଜେଏମ୍ କୋର୍ଟ ଅନୁମତି ପରେ କମିଶନରେଟ ପୋଲିସ ତାଙ୍କୁ ରିମାଣ୍ଡରେ ନେଇଛି। ରିମାଣ୍ଡ ଅବଧି ସମୟରେ ରମେଶଙ୍କ ୩୦ ବର୍ଷର ଅପରାଧିକ ଭିତ୍ତିଭୂମୀ ଖୋଳତାଡ଼ କରାଯିବ। ରମେଶଙ୍କ…
୫ ଦିନିଆ ରିମାଣ୍ଡରେ ଯିବେ ନକଲି ଡାକ୍ତର
ଭୁବନେଶ୍ୱର,୧୯।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଶନିବାରଠାରୁ ୫ ଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେବାକୁ ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଅନୁମତି ଦେଇଛନ୍ତି । ମହିଳା ଥାନା ପୋଲିସ ରମେଶଙ୍କୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ।…
ରବିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଅନ୍ତିମ ପର୍ଯ୍ୟାୟରେ ପ୍ରସ୍ତୁତି
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ମତଦାନ ହେବ। ଏ ନେଇ ଶୁକ୍ରବାର ସାରୁ ପ୍ରଚାର ଶେଷ ହୋଇ ଥିବା ବେଳେ ଶନିବାର ପ୍ରତି ବୁଥ୍ରେ ପୋଲିଂ କର୍ମଚାରୀ ପହଞ୍ଚିବେ । ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ…
ଗଜପତିଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖମନ୍ତ୍ରୀ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର କରୋନା ପଜିଟିଭ ହୋଇଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ‘ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ କୋଭିଡ୍ ସଂକ୍ରମିତ…
ନବରଙ୍ଗପୁର ବସ୍ ଦୁର୍ଘଟଣା: ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୧୯।୨(ବ୍ୟୁରୋ): ନବରଙ୍ଗପୁର ସୋରିଷପଦର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି…
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ ପଜିଟିଭ୍
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୭ ଜଣ ପିଲା ଅଛନ୍ତି। ସେହିପରି ୩୧୦ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୨୨୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା…
ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୯୪କୁ ବୃଦ୍ଧି ପାଇଛି। ଆଜି…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଏମବିବିଏସ ଓ ବିଡିଏସ ନାମଲେଖା ପାଇଁ ଶନିବାରଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ପରେ ବଳକା ସିଟ୍ଗୁଡିକରେ ନାମ ଲେଖିବା ପାଇଁ ଛାତ୍ରୀଛାତ୍ର ଆସନ୍ତା ୨୧ ତାରିଖ ଯାଏ ଆବେଦନ କରିବେ ।…
‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି କଂଗ୍ରେସ ଓ ଭାଜପା। କଂଗ୍ରେସର ରାଜ୍ୟ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, କିଛି ଦିନର…
ଅବହେଳାରୁ ପୁଣି ହିଂସା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍ ଜବରଦଖଲ, ଭୋଟ ବାକ୍ସ ଲୁଟ୍, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼…
ନିର୍ବାଚନ ଆସିଲେ ଗୁଜବ ହୁଏ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ ଗଣମାଧ୍ୟମଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ତେବେ ଖୋଦ୍ ମୁଖ୍ୟମନ୍ତ୍ରୀ…
ଲୋକସେବା ଭବନକୁ ସାଧାରଣ ଲୋକଙ୍କୁ ଛଡ଼ାଯାଉ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲୋକସେବା ଭବନକୁ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ା ଯାଉନାହିଁ। ଏନେଇ ସାମାଜିକ କର୍ମୀ ବାସୁଦେବ ଭଟ୍ଟ ଉଦ୍ବେଗ ପ୍ରକାଶ କରିବା ସହ ଖୋଲା ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ…

