ଆଜି ସ୍ପଷ୍ଟ ହେବ ବାତ୍ୟା ଗତିପଥ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ ବାତ୍ୟା କେଉଁଠି ମାଡ଼ ହେବ…
ସିବିଆଇ ତଦନ୍ତ ଦାବିକଲା ଭାଜପା
ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦୋଷ ଘୋଡ଼ାଇବା ପାଇଁ ମୂଳରୁ ରାଜ୍ୟ ସରକାର ଷଡ଼ଯନ୍ତ୍ର କରିଛନ୍ତି। ହେଲେ ବିଚାର ବିଭାଗ ଉପରେ ପୂର୍ଣ୍ଣ ବିଶ୍ୱାସ ରହିଥିବା ଭାଜପା ବିଧାୟକ ଦଳ ପକ୍ଷରୁ କୁହାଯାଇଛି। ଭାଜପା…
ବିରୋଧୀଙ୍କୁ ଘେରିବାକୁ ପିଏମ୍ଏଓ୍ବାଇ ଅସ୍ତ୍ର
ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବୁଧବାର କଂଗ୍ରେସ ଓ ଭାଜପା ସଦସ୍ୟମାନେ ବିଧାନସଭାରେ ହୋହଲ୍ଲା ସହ ପ୍ରତିବାଦ କରିଛନ୍ତି। ହେଲେ ବିଜେଡି ଏହାର ମୁକାବିଲା ଲାଗି ପିଏମ୍ଏଓ୍ବାଇକୁ ମୁଖ୍ୟ ଅସ୍ତ୍ର କରିଛି।…
କୋଭିଡ୍ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’କୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ସତର୍କ କରାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ କରାଇବା ସହିତ କୋଭିଡ୍ ନିୟମାବଳୀକୁ…
୨ ମିନିଟ୍ରେ ୨୦ ହଜାର କୋଟିର ଅତିରିକ୍ତ ବଜେଟ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ବୁଧବାର ଆଗତ ହୋଇଛି ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବିରୋଧୀଙ୍କ ହଟ୍ଟଗୋଳରେ ଗୃହ କମ୍ପୁଥିବାବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅପରାହ୍ନରେ ଏହାକୁ…
ବିଧାନସଭାରେ ମମିତା ତାତି
ଭୁବନେଶ୍ୱର, ୨।୧୨(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ବୁଧବାର ବିଧାନସଭା ହୁଲସ୍ଥୂଲ ହୋଇଛି। ଶୀତକାଳୀନ ଅଧିବେଶନ ଆରମ୍ଭରୁ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ପୂର୍ବ ଘୋଷଣା ଅନୁଯାୟୀ କଂଗ୍ରେସ ସଦସ୍ୟମାନେ ୧୦ଟା ୩୦…
ଅବପାତ ପରେ ସ୍ପଷ୍ଟ ହେବ କେଉଁଠି ମାଡ଼ କରିବ ବାତ୍ୟା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗୁରୁବାର ଅବପାତରେ ପରିଣତ ହେବ ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ…
ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସର ବିକ୍ଷୋଭ
ଭୁବନେଶ୍ବର,୧।୧୨(ବ୍ୟୁରୋ): ଗୃହକୁ ପ୍ରବେଶ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି। ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସ ବିକ୍ଷୋଭ ପଦର୍ଶନ କରିଛି । ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭା ପ୍ରବେଶ…
ଲଘୁଚାପ ସକ୍ରିୟ: କାଲି ନେବ ଅବପାତ ରୂପ, ସତର୍କ କରାଇଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧ା୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଏହା ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର,…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ଆଇପିଏସ୍ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର:୧।୧୨(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମ ସେବା ବାହିନୀ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଅଗ୍ନିଶମ ସେବା ଡିଜି ଏମ. ଅକ୍ଷୟ ଚାକିରିରୁ ଅବସର ନେବା ପରେ ଏହି ଅତିରିକ୍ତ ଦାୟିତ୍ୱ ଅରୁଣଙ୍କୁ ଦିଆଯାଇଛି । ୧୯୮୮ବ୍ୟାଚର…
ଆଜିଠୁ ବିଧାନସଭା
ଭୁବନେଶ୍ୱର,୧ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏହା ୩୧ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିଛି। ସେଥିରେ ୨୧ଟି ସରକାରୀ ଦିବସ ଥିବା ବେଳେ ୫ଟି ବେସରକାରୀ ଦିବସ ରହିଛି। ପ୍ରଥମ ଦିବସରେ…
Archives


