ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୮…
ଖବରକାଗଜ ବିତରକଙ୍କ ପାଇଁ ସାମାଜିକ ସୁରକ୍ଷା
ଭୁବନେଶ୍ୱର,୧ା୧୨(ବ୍ୟୁରୋ):ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ…
ଜିରୋନାଇଟ୍ ସେଲିବ୍ରେଶନରେ ବ୍ରେକ୍
ଭୁବନେଶ୍ୱର,୧ା୧୨(ବ୍ୟୁରୋ):ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର ମାସର କୋଭିଡ୍ ଗାଇଡ୍ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା…
ପେନ୍ସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ଦାଖଲ ଅବଧି ୩୧ ଯାଏ ବୃଦ୍ଧି
ଭୁବନେଶ୍ୱର, ୧ା୧୨(ବ୍ୟୁରୋ):ମହାମାରୀକୁ ଦୃଷ୍ଟିରେ ରଖି ପେନ୍ସନଭୋଗୀଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍ ସାର୍ଟିଫିକେଟ୍) ଦାଖଲ ଅବଧିକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ପ୍ରତିବର୍ଷ ପେନ୍ସନଭୋଗୀମାନେ ନଭେମ୍ବର ୩୦ ମଧ୍ୟରେ ଏହି ପ୍ରମାଣପତ୍ର ଦାଖଲ କରିବାର ନିୟମ ରହିଛି। ଏହାଛଡ଼ା ସେମାନଙ୍କୁ…
୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’
ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…
ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍ନିକ୍ ମନା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍ ଗାଇଡ୍ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା…
ପୁଣି ପ୍ରଦୀପଙ୍କୁ ପଚରାଉଚରା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଙ୍ଗଳବାର ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ଏହି ଦୁଇ ମାମଲାରେ ହୋଇଥିବା…
ଓମିକ୍ରନ୍ ସଂକ୍ରମିତ ଦେଶରୁ ଆସିଲେ ହେବ ଆର୍ଟିପିସିଆର୍
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓମିକ୍ରନ୍ ସଂକ୍ରମିତ ଦେଶରୁ ଯେଉଁମାନେ ଆସିବେ ସେମାନଙ୍କ ଆର୍ଟିପିସିଆର ଟେଷ୍ଟ ହେବ। ଯେଉଁମାନେ ପଜିଟିଭ୍ ବାହାରିବେ ସେମାନଙ୍କର ଚିକିତ୍ସା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଯେମିତି ଅନ୍ୟ ସହିତ ମିଶିପାରିବ ନାହିଁ। ସେହିପରି ଯେଉଁମାନେ ନେଗେଟିଭ ବାହାରିବେ, ସେମାନଙ୍କୁ…
ଖସି ପଳାଇଲେ ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗର ବେପାରୀ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓଡିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଅନ୍ତର୍ଜାତୀୟ ବ୍ରାଉସୁଗର୍ ବେପାରୀଙ୍କ ଘରେ ଚଢାଉ କରିଥିଲା। ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ଲାଲଗୋଲା ଥାନା ଅଞ୍ଚଳରେ ଥିବା ଅଭିଯୁକ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ ବେଳେ…
ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଅଧିକାରୀଙ୍କ ପାଇଁ ୫୦୪ କ୍ବାର୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଣିକି ପୋଲିସ ଅଧିକାରୀ ଆଉ ଘର ପାଇଁ…
ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର
ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍ପିମାନଙ୍କୁ ଆଲର୍ଟ କରାଯାଇଛି । ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ କିପରି…
ମାଡ଼ି ଆସୁଛି ବାତ୍ୟା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩…
Archives


