ମେଟ୍ରୋ

ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୯୭୬କୁ ବୃଦ୍ଧି

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ହେଁ ମୃତ୍ୟୁସଂଖ୍ୟାରେ ବ୍ରେକ୍‌ ଲାଗୁନି। ଶୁକ୍ରବାର ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…

ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯୩ ଜଣ ଚିହ୍ନଟ ହୋଇଥିବା…

ଲିଫ୍ଟ ଦେବା ଆଳରେ ଲୁଟ୍‌ ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ଲିଫ୍ଟ ଦେବା ଆଳରେ ନିଶା ଦେଇ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ସକ୍ରିୟ ଥିବା ଏହି ଲୁଟେରା ଗ୍ୟାଙ୍ଗ୍‌କୁ କମିଶନରେଟ ପୋଲିସ ଧରିଛି। ଗ୍ୟାଙ୍ଗ ୨ଜଣ ସଦସ୍ୟଙ୍କୁ ଶହୀଦନଗର ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌…

ଡିଜିଟାଲ ହେବ ଡ୍ରାଇଭିଂ ଟେଷ୍ଟ ପ୍ରକ୍ରିୟା

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ କରିବାକୁ ହେଲେ ଆମକୁ ପ୍ରଥମେ ଜଣେ ଇନ୍‌ସ୍ପେକ୍ଟରଙ୍କ ଉପସ୍ଥିତିରେ ଡ୍ରାଇଭିଂ ସ୍କିଲ୍‌ ଟେଷ୍ଟ ଦେବାକୁ ପଡୁଥିଲା। ବର୍ତ୍ତମାନ କ୍ୟାମେରା, ସେନ୍ସର ଏବଂ କମ୍ପ୍ୟୁଟର ଦ୍ୱାରା ଡ୍ରାଇଭିଂ ଟେଷ୍ଟ ନିଆଯିବ ଅର୍ଥାତ୍‌ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଡିଜିଟାଲ ହେବ।…

ଆଜି କୋଟିଆରେ ନିର୍ବାଚନ

କୋରାପୁଟ,୧୮ା୨(ସ୍ବ.ପ୍ର.): ଚର୍ଚ୍ଚାରେ ରହି ଆସିଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆ ପଞ୍ଚାୟତରେ ଶୁକ୍ରବାର ନିର୍ବାଚନ ହେବ। ଏନେଇ କୋରାପୁଟ ଜିଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ଶୁକ୍ରବାର କୋଟିଆ ପଞ୍ଚାୟତର ମାଡକାର, ଫଗୁଣସିନେରି, ରଣାସିଙ୍ଗ, ତାଡ଼ିବାଲସା, ତଳସେମ୍ବି, ଉପରସେମ୍ବି,…

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ଗାଁକୁ ଘାରିଛି ହିଂସା ଭୟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ରାଜନୈତିକ ହିଂସାକାଣ୍ଡ, ବୁଥ ଜବରଦଖଲ ଭଳି ଘଟଣା ଦେଖାଯିବା ପରେ ଏବେ ଗାଁକୁ ହିଂସା ଭୟ ଘାରିଛି। ଆହୁରି ୪ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ଇତିମଧ୍ୟମରେ ପୋଲିଂ…

ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା ଦୀର୍ଘଦିନ ପରେ ଏବେ ଦ୍ୱିତୀୟ ସ୍ଥାନକୁ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ…

ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର…

ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍‌ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍‌ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ…

ଜୟଦେବ ବିହାର ଓଭର ବ୍ରିଜ୍‌ ଉପରୁ ତଳକୁ ଖସି ପଡ଼ିଲେ ଯୁବକ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର କଳିଙ୍ଗ ଷ୍ଟାଡିୟମ ଗେଟ୍‌ ସମ୍ମୁଖ ଓଭରବ୍ରିଜ୍‌ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍‌ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା…

ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି…

ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌, ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?