ମେଟ୍ରୋ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍‌

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ…

ଆଜି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର,୧୭।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୬୧କୁ ବୃଦ୍ଧି…

ସ୍ତ୍ରୀ ତାଲିକା ଲମ୍ବିଲା

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ସମ୍ପତ୍ତି ହାତେଇବା ପାଇଁ ବିଭିନ୍ନ ରାଜ୍ୟର ଏକାଧିକ ମହିଳାଙ୍କୁ ବିବାହ କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ କଳାକାର୍‌ନାମା ପଦାକୁ ଆସୁଛି। ପ୍ରଥମେ ୧୪ଜଣ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଥିବାବେଳେ…

ଡାକ୍ତରଙ୍କ ଘରୁ ନଗଦ ୧.୧ କୋଟି ଜବତ

ନିମାପଡ଼ା(ଡି.ଏନ୍‌.ଏ.)/ଭୁବନେଶ୍ୱର, ୧୭।୨(ବ୍ୟୁରୋ):ପ୍ରସବ ପୂର୍ବରୁ ନେଇଥିଲେ ୫ହଜାର। ପରେ ଆଉ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଡାକ୍ତର। ସେ ହେଲେ ପୁରୀ ଜିଲା ନିମାପଡ଼ା ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର…

ପରଲୋକରେ ହରପ୍ରସାଦ ପରିଛା ପଟନାୟକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଶିଷ୍ଟ କବି, ସମାଲୋଚକ, ସମ୍ପାଦକ ତଥା ଶିକ୍ଷାବିତ୍‌ ଡ. ହରପ୍ରସାଦ ପରିଛା ପଟନାୟକଙ୍କ ବୁଧବାର ପରଲୋକ ଘଟିଛି। ଦେଢ଼ ମାସେ ତଳେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିଲା। ଏହାପରେ ସେ ପାରାଲିସିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଧୀରେ…

ଜିଲା ପରିଷଦ ସଭାପତି ନିର୍ବାଚନ ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ ନିର୍ବାଚନ ଆଇନ-୧୯୯୪କୁ ପରିବର୍ତ୍ତନ କରି ସେଥିରେ ଅଧିନିୟମ ୫୧ (କ) ଯୋଗ କରିଛନ୍ତି ା…

ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ କର୍ମୀମାନଙ୍କୁ ସନ୍ଧ୍ୟା ୭ଟା ସୁଦ୍ଧା ସମ୍ପୃକ୍ତ ଅଞ୍ଚଳ ଛାଡ଼ିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ…

ନିର୍ବାଚନ କମିଶନଙ୍କୁ ଭେଟିଲେ ଭାଜପା, ବିଜେଡି

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଜରିଆରେ ଭୋଟ ହାତେଇବାର ହୀନ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି ା ଶାସକ ଦଳର ପ୍ରତ୍ୟକ୍ଷ ପ୍ରରୋଚନାରେ ପ୍ରିଜାଇଡିଂ ଅଫିସରମାନେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ କାର୍ଯ୍ୟ କରୁଛନ୍ତି। ଜୋରଜବରଦସ୍ତ ସେମାନଙ୍କ ପାଇଁ ଭୋଟ…

କାହା କଥା ସତ: ବିରୋଧୀ ନା ଶାସକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଶେଷ ହୋଇଯାଇଛି। ନିର୍ବାଚନ ପୂର୍ବରୁ କେତେକ ସ୍ଥାନରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟିଂ ସମୟରେ ମଧ୍ୟ ଅନେକ ସ୍ଥାନରେ ବାଲଟ ବକ୍ସ ନେଇଯିବା…

ବାଘ ଦାନ୍ତ, ନଖ,ବଜ୍ରକାପ୍ତା କାତି ଜବତ

ଭୁବନେଶ୍ୱର(ବ୍ୟୁରୋ)/ବାରିପଦା ଅଫିସ,୧୭ା୨:ମୟୂରଭଞ୍ଜ ଜିଲା ଯଶିପୁର ଥାନା ତଥା କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ ପଡ଼ାଗଡ ଗ୍ରାମ ନିକଟରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ତାଙ୍କଠାରୁ ୨ଟି ବାଘ ଦାନ୍ତ,…

‘ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ’

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଗତ ୫୦ବର୍ଷ ମଧ୍ୟରେ ଖାଦ୍ୟ ସୁରକ୍ଷା ଦିଗରେ ଭାରତ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଦିନେ ଖାଦ୍ୟ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଭାରତ ଆଜି ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ସହ ବିଶ୍ୱର ଅନ୍ୟ ଦେଶକୁ ରପ୍ତାନି…

୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏକ ୫ ଜଣିଆ ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?