ପୁଣି ରାଜ୍ୟକୁ ବାତ୍ୟା ଆଶଙ୍କା
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆସନ୍ତା ୨୯ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ପୂର୍ବାନୁମାନ ଅନୁସାରେ, ଆସନ୍ତା ୪୮ଘଣ୍ଟା ଭିତରେ ଏହି ଲଘୁଚାପ ବଳୟ…
ଆଉ ଗୋଟିଏ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି। ତେବେ ଆଜି ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୧୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୬୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୨ ଜଣ ଚିହ୍ନଟ ହୋଇଥିବା…
ମୁଖ୍ୟମନ୍ତ୍ରୀଙ୍କୁ ନରସିଂହଙ୍କ ଚିଠି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କୋଭିଡ୍ ମୃତକଙ୍କୁ ସହାୟତା ନେଇ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍ରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ଦିଆଯାଉ। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ…
ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍ ୧୦ରେ ହୋଇଥିଲା। ତାହା ଏକ ବଳୟ ସୂର୍ଯ୍ୟୋପରାଗ ଥିଲା। ତେବେ ଡିସେମ୍ବରରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ ଘଟିବ। ହେଲେ ଏହା…
ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୩୭ ହଜାର ୮୬୪…
ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ…
ପିକ୍ନିକ୍ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍ନିକ୍ ବସ୍ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ ଆହତଙ୍କ…
ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୬୪…
ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୬୪ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୦…
କିଟ୍-କିସ୍ରେ ଶିକ୍ଷା, ଗବେଷଣା ପାଇଁ ସହଯୋଗ କରିବ ଅଷ୍ଟ୍ରେଲିଆ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଓଡ଼ିଶା ଗସ୍ତରେ ଆସିଥିବା ଭାରତରେ ଅବସ୍ଥାପିତ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ବାରୀ ଓ’ ଫାରେଲ୍ ଏଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଶୁକ୍ରବାର କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କିଟ୍ର ସମସ୍ତ କ୍ୟାମ୍ପସ ସହ…
ଅପରାଜିତାଙ୍କୁ ବିରୋଧ ଘଟଣାରେ ରାଜନୀତି ବଢୁଛି
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ବିଜେଡି-ଭାଜପା ମଧ୍ୟରେ ରାଜନୈତିକ ଲଢେଇ ଜୋର୍ ଧରିବାରେ ଲାଗିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀଙ୍କୁ ଆଚାର୍ଯ୍ୟ ବିହାରରେ ବିଜେଡି କର୍ମୀମାନେ ଘେରି ବିରୋଧ କରିଥିଲେ। ଏହାପରେ ୪…
Archives


