ମେଟ୍ରୋ

ପୋଲିଂ ଅଧିକାରୀଙ୍କୁ ମତଦାନ ସୁଯୋଗ ମିଳୁ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭାରତୀୟ ସମ୍ବିଧାନରେ ମତଦାନ ହେଉଛି ନାଗରିକର ଗଣତାନ୍ତ୍ରିକ ଅଧିକାର। ଏଥିରୁ କାହାରିକୁ ବଞ୍ଚିତ କରାଯାଇପାରିବ ନାହିଁ। ଏପରିକି ନିର୍ବାଚନ କମିଶନଙ୍କ ମଧ୍ୟ ଏହି କ୍ଷମତା ନାହିଁ। ନିର୍ବାଚନ ପରିଚାଳନା ପାଇଁ ସରକାରୀ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟାରେ ମାନବ ସମ୍ବଳର…

ଦୁର୍ନୀତିକୁ ନୀତି କରୁଛନ୍ତି ରାଜ୍ୟ, କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଗଣତନ୍ତ୍ରରେ ସୁଧାର ଆଣିବା ପରିବର୍ତ୍ତେ ଶାସନରେ ଥିବା ଦଳମାନେ ଏହାର ଅପବ୍ୟବହାର କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି। ମଙ୍ଗଳବାର ରାଜ୍ୟ କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପିସିସି ସଭାପତି…

ଏମ୍‌ବିବିଏସ୍‌, ବିଡିଏସ୍‌ ନାମଲେଖା: ୧ମ ତାଲିକା ପ୍ରକାଶ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ଲାଗି ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମ ପାଇଁ ୧ମ ପର୍ଯ୍ୟାୟ ନାମଲେଖା ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ୧୨ଟି ମେଡିକାଲ କଲେଜରେ ଉଭୟ ଏମ୍‌ବିବିଏସ୍‌ ଏବଂ ବିଡିଏସ୍‌ ପାଠ୍ୟକ୍ରମରେ ରାଜ୍ୟ କୋଟା ସିଟ୍‌ରେ ମୋଟ ୧,୪୬୬ଟି…

ଅପରାଧୀକୁ ଖସାଇବାକୁ ଷଡ଼ଯନ୍ତ୍ର ଚାଲିଛି: ଭାଜପା

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ରାୟପୁର ଗସ୍ତକୁ ନେଇ ଟାର୍ଗେଟ କରିଛି ଭାଜପା। ସରକାରୀ ଗସ୍ତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ମନ୍ତ୍ରୀ ମିଶ୍ର ଅକ୍ଟୋବର ୮ରୁ ୧୧ ପର୍ଯ୍ୟନ୍ତ…

ପୁଣି ବଢ଼ିପାରେ ବିଜୁଳି ଦର

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପୁଣି ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ପଡ଼ିବା ଆଶଙ୍କା ଦେଖାଦେଇଛି। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆୟବ୍ୟୟର ହିସାବ ଦେଇ ବିଜୁଳି ଦର ବଢ଼ାଇବାକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ…

ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଯାଇଛନ୍ତି। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ…

ବିଳାସପୂର୍ଣ୍ଣ ଗାଡ଼ି ସଉକ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ଅତିରିକ୍ତ ଏସ୍‌ପି(କମ୍ୟୁନିକେଶନ) ତ୍ରିନାଥ ମିଶ୍ରଙ୍କ ଘର ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯିବା ପରେ ବହୁ କୋଟିର ସମ୍ପତ୍ତି ଠାବ କରାଯାଇଛି। ବିଭିନ୍ନ ସ୍ଥାନରେ ଏକାଧିକ କୋଠା, ପ୍ଲଟ ଏବଂ ବ୍ୟବସାୟ ପ୍ରତିଷ୍ଠାନ ସହ ୭ଟି ବିଳାସପୂର୍ଣ୍ଣ…

ପୋଲିଂ, ପ୍ରାର୍ଥୀଙ୍କ ଏଜେଣ୍ଟମାନଙ୍କ ଲାଗି କଟକଣା କୋହଳ ହେଉ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଆଦୌ ସ୍ପଷ୍ଟ ନୁହେଁ। ଶାସକ ଦଳ ଏବଂ ସେମାନଙ୍କ କର୍ମୀଙ୍କୁ ସୁହାଇଲା ଭଳି ଆଇନକାନୁନ ପ୍ରଚଳିତ କରୁଥିବାବେଳେ ସାମୂହିକ ସ୍ବାର୍ଥ ଓ ହିତକୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି।…

ଗ୍ବାଲିୟରରୁ କମ୍ପାନୀ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅରୋକ୍ସା ଡିଲ୍‌ ମଲ୍ଟିଟ୍ରେଡ ପ୍ରାଇଭେଟ ଲିମିଟେଡ୍‌ ନାମକ ଚିଟ୍‌ଫଣ୍ଡ କମ୍ପାନୀର ନିର୍ଦ୍ଦେଶକ ବାବୁ ସିଂ କୁଶୱାହାଙ୍କୁ ମଧ୍ୟପ୍ରଦେଶର ଗ୍ବାଲିୟର୍‌ରୁ ଗିରଫ କରିଛି। କୁଶଓ୍ବାହା ଘରୋଇ…

ପ୍ରଚାର ପାଇଁ ମେୟର ପ୍ରାର୍ଥୀଙ୍କୁ ମିଳିବ ୬, କର୍ପୋରେଟରଙ୍କୁ ୨ ଗାଡ଼ି

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆଗାମୀ ପୌର ନିର୍ବାଚନ ଲାଗି ପ୍ରଚାର ନିମନ୍ତେ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ମେୟର ପ୍ରାର୍ଥୀ ସର୍ବାଧିକ ୬, କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ।…

ଭୋଟ ପାଇଁ ୧୩ ପରିଚୟପତ୍ର, ଏକାଧିକ ପ୍ରାର୍ଥୀଙ୍କୁ ଦେଲେ ନାକଚ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଫେବୃୟାରୀ ୧୬ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ,…

ଧରାପଡ଼ିଲେ କୋଟିପତି ପୋଲିସବାବୁ: ଚଢୁଥିଲେ ବିଏମ୍‌ଡବ୍ଲୁ; ଚାକିରିରେ ଥାଇ ୩ ବ୍ୟବସାୟ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ପୋଲିସ ବାବୁ। ମଙ୍ଗଳବାର ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରାଯିବା ପରେ ଫିଟିବାରେ ଲାଗିଛି ସମ୍ପତ୍ତି ତାଲିକା। ଘରୁ ନଗଦ ଟଙ୍କା ସହ ଜବତ ହୋଇଛି ଅନେକ ଦାମୀ କାର୍‌, ବାଇକ୍‌। ସରକାରୀ ଚାକିରିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?