ମେଟ୍ରୋ

ପ୍ୟାନ୍‌, ଆଧାରକାର୍ଡ ଦେଖାଇ ଦେଇପାରିବେ ଭୋଟ୍‌

ଭୁବନେଶ୍ୱର,୧୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ତେବେ ଭୋଟର କାର୍ଡ ନ ଥିଲେ ପ୍ୟାନ୍‌କାର୍ଡ, ଆଧାରକାର୍ଡ, ପାର୍ସପୋର୍ଟ ଦେଖାଇ ଜଣେ ଭୋଟ୍‌ ଦେଇପାରିବେ ବୋଲି ନିର୍ବାଚନ କମିଶନ ଆଦିତ୍ୟ ପାଢୀ ସୂଚନା ଦେଇଛନ୍ତି। ପ୍ରଥମ…

କେନ୍ଦ୍ରକୁ ଚିଠି ଲେଖିଲେ ବାଚସ୍ପତି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବିଧାନ ପରିଷଦ ସଂକଳ୍ପ ପ୍ରସଙ୍ଗରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କେନ୍ଦ୍ରକୁ ୨ଟି ଚିଠି ଲେଖିଛନ୍ତି । କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜିଜୁଙ୍କୁ ପାତ୍ର ଚିଠି ଲେଖିଛନ୍ତି। ୧୮ ସେପ୍ଟେମ୍ବର ୨୦୧୮ରେ ବିଧାନସଭା ସଂକଳ୍ପ ପ୍ରସ୍ତାବ ପାରିତ ହୋଇ କେନ୍ଦ୍ରକୁ ଅବଗତ…

ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଦୁର୍ନୀତି ଓ ଅପାରଗତା ପାଇଁ ରାଜ୍ୟରେ ଆଉ ୫ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଅବସର ନେଇଥିବା ଅଧିକାରୀମାନେ ହେଲେ କଳାହାଣ୍ଡି ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ରବୀନ୍ଦ୍ର ସେଠି, ବଣାଇର ପୂର୍ବତନ ତହସିଲଦାର ସୁଶିଲ କୁମାର, ବଲାଙ୍ଗୀର…

ରାତି ପାହିଲେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ୩୦ ଜିଲାର ୨ ଶହ ଜିଲା ପରିଷଦ ଜୋନ୍‌ ଓ ୧୬୬୯ ପଞ୍ଚାୟତରେ ଭୋଟଗ୍ରହଣ କରାଯିବ । ଏଥିପାଇଁ ୨୨ ହଜାର ୩୭୯ ବୁଥ୍‌ ଖୋଲିଛି ।…

୧୮ରେ ବର୍ଷା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ସ୍ବଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ କମ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ହାଲକା ବର୍ଷା…

ଖୁବଶୀଘ୍ର ରାଜ୍ୟରୁ ହଟିବ ବିପଦ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୫।୨(ବ୍ୟୁରୋ) : କୋଭିଡ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ। ଡେଞ୍ଜର ଜୋନ୍‌ରୁ ଖୁବଶୀଘ୍ର ରାଜ୍ୟ ବାହାରିଯିବ। ଯେଉଁମାନେ ହସ୍ପିଟାଲକୁ ଆସୁଛନ୍ତି । ସେମାନଙ୍କର ଲକ୍ଷଣ…

ଆଜି ୨୨ ଜୀବନ ନେଲା କରୋନା

ଭୁବନେଶ୍ବର,୧୫।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୨୨ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬କୁ ବୃଦ୍ଧି…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧୫।୨: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। କେବଳ ଖୋଦ୍ଧର୍ର୍ା ଜଲାକୁ ବାଦ ଦେଲେ…

ଆଜି ଦାଖଲ ହେବ ଚୂଡ଼ାନ୍ତ ବୁଥ୍‌ ତାଲିକା

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅନ୍ତର୍ଗତ ୬୭ଟି ଓ୍ବାର୍ଡର ୨୧୯ ସ୍ଥାନରେ ୬୯୯ ବୁଥ୍‌ ସ୍ଥାପନ ପାଇଁ ଗୁରୁବାର ଚିଠା ତାଲିକା ପ୍ରକାଶ ପାଇଥିଲା। ଆପତ୍ତି ଅଭିଯୋଗ କରିବାକୁ ୪ଦିନ ସମୟ ଦିଆଯାଇଥିଲା। ରବିବାର…

ମଙ୍ଗଳାଯୋଡ଼ିରେ ବିରଳ ପକ୍ଷୀ

ଭୁବନେଶ୍ୱର, ୧୫।୨(ବ୍ୟୁରୋ):ଚିଲିକା ମଙ୍ଗଳାଯୋଡ଼ିରେ ଏକ ବିରଳ ଧଳା ରଙ୍ଗର ଟେମ୍‌ନିକ୍‌ସ ଷ୍ଟିଣ୍ଟ୍‌ ପକ୍ଷୀ ଦେଖିବାକୁ ମିଳିଛି। ସୋମବାର ସକାଳୁ ପର୍ଯ୍ୟଟକଙ୍କୁ ଡଙ୍ଗାରେ ବୁଲାଇବାବେଳେ ବାର୍ଡ ଗାଇଡ୍‌ ତଥା ମଙ୍ଗଳାଯୋଡ଼ି କଞ୍ଜରଭେଶନ ଟ୍ରଷ୍ଟର ଟ୍ରଷ୍ଟି ମଧୁ ବେହେରା ଏହି ପକ୍ଷୀଟିକୁ ଠାବ କରିଥିଲେ।…

ଟଙ୍କା ପାଇଁ ୧୪ଜଣଙ୍କୁ ବିବାହ

ଭୁବନେଶ୍ୱର,୧୫।୨(ବ୍ୟୁରୋ):ସରକାରୀ ଉଚ୍ଚ ପଦସ୍ଥ ଅଧିକାରୀ ପରିଚୟ ଦେଇ ଫସାଉଥିଲେ। ନାଁ ବଦଳାଇ ରାଜ୍ୟରୁ ରାଜ୍ୟ ବୁଲି ଠକେଇ କରୁଥିଲେ। ଜଣଙ୍କ ପରେ ଆଉଜଣଙ୍କୁ ବିବାହ କରି ଟଙ୍କା, ସୁନା ଲୁଟୁଥିଲେ। ୧୯୮୨ରୁ ଏପର୍ଯ୍ୟନ୍ତ ୭ ରାଜ୍ୟର ୧୪ଜଣ ମହିଳାଙ୍କୁ ବିବାହ କରିଥିବା…

ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କୋଭିଡ୍‌ ଟେଷ୍ଟ ଆବଶ୍ୟକ ନାହିଁ

ଭୁବନେଶ୍ୱର, ୧୫।୨(ବ୍ୟୁରୋ):ରାଜ୍ୟରେ ଏଣିକି ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ କୋଭିଡ୍‌ ଟେଷ୍ଟର ଆବଶ୍ୟକତା ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେବା ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?