ମେଟ୍ରୋ

ସରିଲା ପ୍ରଥମ ପର୍ଯ୍ୟାୟ ପ୍ରଚାର

ଭୁବନେଶ୍ୱର,୧୫ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆସନ୍ତା ୧୬ ତାରିଖ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ମତଦାନ ହେବାକୁ ଥିବା ଅଞ୍ଚଳରୁ ବାହାର ନେତା ଏବଂ କର୍ମୀଙ୍କୁ ସନ୍ଧ୍ୟା ୭ଟା ପୂର୍ବରୁ…

ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ୍‌ ସାର୍ଟିଫିକେଟ

ପୁରୀ ଅଫିସ, ୧୪।୨: ୨ ବର୍ଷ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ କୋହଳ ହୋଇଛି କରୋନା କଟକଣା । ଏଣିକି ଜଗା ଦର୍ଶନ ପାଇଁ ଦରକାର ହେବ ନାହିଁ କୋଭିଡ୍‌ ସାର୍ଟିଫିକେଟ। କେବଳ ମାସ୍କ ପିନ୍ଧି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ…

୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର ୧୯ ଜିଲାକୁ ପୋଲିଂ ପାର୍ଟି ଯିବେ । ଫେବୃୟାରୀ ୧୬ ସକାଳ ୭ରୁ ୧ଟା…

ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୯୦୪କୁ ବୃଦ୍ଧି

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୨୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୧୦୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୮,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୦୩ ଜଣ ଚିହ୍ନଟ ହୋଇଥିବା…

ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କେନ୍ଦ୍ରାପଡ଼ା ଜିଲା ଭଗବାନପୁରର ରମେଶ ଚନ୍ଦ୍ର ସାଇଁ (୬୧)। ଖବର ଅନୁଯାୟୀ, ରମେଶ…

ଏନ୍‌ଏଚ୍‌ଆର୍‌ସିରେ ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ରହୁଥିବା ମଡେଲର ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟାକୁ ୧୩ଦିନ ବିତିଛି। ପରିବାର ଲୋକଙ୍କ ଅଭିଯୋଗ ସତ୍ତ୍ୱେ ସୌମ୍ୟଙ୍କ ପ୍ରେମିକା ଓ ତାଙ୍କ ପରିବାର ଲୋକଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହିଁ। ତେଣୁ ଭାରତୀୟ ବିକାଶ…

ଅନ୍‌ଲାଇନ୍‌, ଅଫ୍‌ଲାଇନ୍‌ରେ ହେବ କ୍ଲାସ ପ୍ରମୋଶନ ପରୀକ୍ଷା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ସ୍କୁଲ୍‌ଗୁଡ଼ିକ ପର୍ଯ୍ୟାୟକ୍ରମେ ଖୋଲୁଛି। ଅଷ୍ଟମରୁ ଦ୍ୱାଦଶ ପାଠପଢ଼ା ଆରମ୍ଭ ହୋଇଛି। ସେହିଭଳି ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲୁଥିଲେ ମଧ୍ୟ ପାଠପଢ଼ା ୨୮ରୁ ଆରମ୍ଭ ହେବ। ସେ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ କ୍ଲାସ୍‌ ଚାଲୁଥିବ। ତେବେ ସ୍କୁଲ୍‌…

ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର…

ଆଜି ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ: ୨୮ରୁ ସ୍କୁଲ ଯିବେ ପିଲା

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ହେଲେ ଏବେ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। କେବଳ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ଶ୍ରେଣୀକକ୍ଷ, ପରିସର ସଫେଇ ସହ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ…

ଭାଜପାରୁ ୫ ବହିଷ୍କୃତ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ): ଭାଜପାର ଜିଲା ସଭାପତିମାନଙ୍କ ସୁପାରିସ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଦଳ ବିରୋଧୀ କାର୍ଯ୍ୟ ଲାଗି ଦଳରୁ କେତେଜଣଙ୍କୁ ବହିଷ୍କୃତ କରାଯାଇଛି। କିଛିଦିନ ତଳେ ଦଳ ତରଫରୁ ପୁରୀ ଜିଲାର କେତେଜଣ ଏବଂ ଅନ୍ୟ ଜିଲାର…

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?