ମେଟ୍ରୋ

ଓଡ଼ିଶା ନୂଆ ଇଭି ନୀତି ୨.୦: ୨୦୩୬ ସୁଦ୍ଧା ରାଜ୍ୟରେ ୫୦% ଇଲେକ୍ଟ୍ରିକ ଗାଡ଼ି ଗାଡ଼ାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର,୨୫ା୬: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ ଭାବେ ବୁଧବାର ନୂତନ ଓଡ଼ିଶା ଇଲେକ୍ଟ୍ରିକ ଗାଡ଼ି (ଇଭି) ନୀତି ୨.୦ ଉପରେ ଏକ ଚିନ୍ତନ ବୈଠକ ଆୟୋଜନ କରିଛନ୍ତି। ଏହି ବୈଠକରେ ବାଣିଜ୍ୟ...

ଅଭିନେତା ନାରାୟଣ ପତିଙ୍କ ପରଲୋକ

ଭୁବନେଶ୍ୱର, ୨୫ା୬ (ସୌମ୍ୟରଞ୍ଜନ ରାଉତ): ସିନେ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି(୭୨)ଙ୍କ ବୁଧବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବ୍ୟାସକବି ଫକୀରମୋହନ ସେନାପତିଙ୍କ କାଳଜୟୀ ସାହିତ୍ୟକୃତି ‘ଡାକମୁନସୀ’ ଉପରେ ଏକ ଓଡ଼ିଆ ସିନେମା ନିର୍ମାଣ କରିବାକୁ କଳାକାର ଚୟନ ଚାଲିଥିବା...

ମୁଖ୍ୟମନ୍ତ୍ରୀଙ୍କ ସହ ଗୋଟିଏ ମଞ୍ଚରେ ବିଜେଡି ହେବିୱେଟ୍ ନେତା, ବଢ଼ିଲା ଚର୍ଚ୍ଚା…

ଭୁବନେଶ୍ୱର, ୨୫ା୬: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ‘ସମ୍ବିଧାନ ହତ୍ୟା ଦିବସ ୨୦୨୫’ ସ୍ଥାନୀୟ ରେଳ ଅଡିଟୋରିଅମଠାରେ ପାଳିତ ହୋଇଯାଇଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼

ଭୁବନେଶ୍ୱର,୨୫ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ...

ଏଣିକି ଆଉ ଦୌଡ଼ିବାକୁ ପଡ଼ିବନି ଆର୍‌ଆଇ ଅଫିସ, ଘରେ ବସି ଲୋକେ ପାଇବେ ରାଜସ୍ବ ସଂକ୍ରାନ୍ତ ସମସ୍ତ ସୁବିଧା

ଭୁବନେଶ୍ୱର,୨୫ା୬: ଏଣିକି ସୁବିଧା ହେବ ଜମିଜମା ପଞ୍ଜୀକରଣ। ଛୋଟମୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ଆର୍‌ଆଇ ଅଫିସ ବା ରାଜସ୍ବ କାର୍ଯ୍ୟାଳୟ। ମୋବାଇଲ ଆପରେ ମିଳିବ ସମସ୍ତ ରାଜସ୍ବ ସେବା ମିଳିଯିବ। ଏନେଇ ଇ-ରେଜିଷ୍ଟ୍ରେଶନ ଆପ ଉନ୍ମୋଚିତ ହୋଇଛି।...

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। । ସୋସିଆଲ ମିଡିଆରେ ଭିଡିଓ ଜାରିକରି ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବ ସରକାର ବାସହୀନଙ୍କୁ ନେଇ ଯେଉଁ ସର୍ଭେ କରିଥିଲା ତାହାର...

ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବହିବ ଝଟ୍‌କା ପବନ, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ...

ସରିଛି ନବୀନଙ୍କ ଅସ୍ତ୍ରୋପଚାର: ବିଜେଡିର ବହୁ ନେତା…

ଭୁବନେଶ୍ୱର,୨୪ା୬(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଦେଖାକରିବା ଲାଗି ବିଜେଡିର ବହୁ ନେତା ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯାଇଛନ୍ତି। ଆଉ କେତେଜଣ ନେତା ବୁଧବାର ସକାଳୁ ମୁମ୍ବାଇ ଯିବେ ବୋଲି ଜଣାପଡ଼ିଛି। ଏହି ନେତାମାନେ ବୁଧବାର ପୂର୍ବାହ୍ନରେ...

ରଥଯାତ୍ରା ପାଇଁ ‘ECoR ଯାତ୍ରା’ ଆପ୍‌ ଲଞ୍ଚ କଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ,୨୪।୬: ପୁରୀରେ ଆୟୋଜିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁବିଧାଜନକ, ନିର୍ଭରଯୋଗ୍ୟ ରେଳ ସେବା ଯୋଗାଇବା ପାଇଁ ପୂର୍ବ ତଟ ରେଳବାଇ (ECoR) ଏକ ନୂଆ ମୋବାଇଲ ଆପ୍ଲିକେସନ ‘ECoR ଯାତ୍ରା’ ଲଞ୍ଚ କରିଛି।...

ରେଭେନସା ଓଡ଼ିଶାର ଏକମାତ୍ର NAAC A++ ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ, ଅଧାରୁ ଅଧିକକୁ ଏବେ ବି ମିଳିନି ମାନ୍ୟତା

କଟକ,୨୪।୬: ଓଡ଼ିଶାର ରେଭେନସା ବିଶ୍ୱବିଦ୍ୟାଳୟ ରାଜ୍ୟର ଏକମାତ୍ର ସରକାରୀ ବିଶ୍ୱବିଦ୍ୟାଳୟ ଭାବେ ଜାତୀୟ ମୂଲ୍ୟାଙ୍କନ ଓ ମାନ୍ୟତା ପରିଷଦ (NAAC) ରୁ A++ ଗ୍ରେଡ ହାସଲ କରି ଗୌରବ ଅର୍ଜନ କରିଛି। ୨୦୨୩ ନଭେମ୍ବରରେ ଏହି ମାନ୍ୟତା ପାଇବା ପରେ...

ପୀୟୂଷ ଖୋଲିଲେ ଗୁମର: ବାଟ ନପାଇ ଯେଉଁ ସମସ୍ୟା ପାଇଁ ବିଶ୍ରାମ ନେଇଥିଲ ସେ ହୋଇଗଲା …

ଭୁବନେଶ୍ୱର,୨୪।୬: ଯାତ୍ରା ଅଭିନେତା ପୀୟୂଷଙ୍କୁ ନେଇ ମୁହାଁମୁହିଁ ଯାତ୍ରା ମାଲିକ। ପୁଣି ୫ ବର୍ଷ ପାଇଁ ସିଂହବାହିନୀରେ ରହିବା ଚର୍ଚ୍ଚାକୁ ନେଇ ବର୍ଷିଛନ୍ତି ସୂର୍ଯ୍ୟମନ୍ଦିର ମାଲିକ । ପୂର୍ବରୁ ବର୍ଷେ ବିଶ୍ରାମ ନେବାକୁ ପୀୟୂଷ ଘୋଷଣା କରିଥିଲେ । ବର୍ତ୍ତମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri