ମେଟ୍ରୋ

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ପରିବହନ ମନ୍ତ୍ରୀ । ବିଭୂତି ଭୂଷଣ ଜେନାଙ୍କ କହିବା ଅନୁସାରେ, ଏହି…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ…

ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଭୁବନେଶ୍ୱର,୩।୧: ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା। ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର…

ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ଦେଓ ରଞ୍ଜନ କହିଛନ୍ତି, ସରକାର…

ଆହୁରି ୫ଦିନ ଘନ କୁହଡ଼ି: ଆଗାମୀ ୨୪ ଘଣ୍ଟା ପାଇଁ…

ଭୁବନେଶ୍ୱର,୩ା୧(ବନ୍ଦନା ସେଠୀ): ଘନ କୁହୁଡ଼ି ବଳୟରେ ଅସ୍ତବ୍ୟସ୍ତ ଜୀବନ। ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେବେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଯୋଗୁ ଶୀତର ମାତ୍ରା କିଛି ପରିମାଣରେ ହ୍ରାସ ପାଇଥିଲେ ହେଁ କୁହୁଡି ପାଇଁ ଖରାର…

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର ଆଉ ମୁଁ ତୁମର ଶତ୍ରୁ। ଖୁସିରେ ରୁହ। କିଛି ଏଭଳି କ୍ୟାପଶନ ସହ ଫଟୋ…

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ। ଯିଏ ଖୁବ୍‌ ଚର୍ଚ୍ଚାରେ ଥିଲେ ବହୁ ସଂଘର୍ଷ ପରେ ସେ ଏବେ ଜଣେ ଭଲ…

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ପଶ୍ଚିମବଙ୍ଗ ବାଙ୍କୁରାର ଅମିତ ମଣ୍ଡଳ ବୋଲି ଜଣାପଡିଛି। ସେୟାର ଟେଡ୍ରିଂ ନାଁରେ ଅମିତ ଜମାକାରୀଙ୍କ…

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ…

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧: ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ…

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। କାଲି ଚନ୍ଦ୍ର ପ୍ରାୟ ୩ ଲକ୍ଷ ୬୨ ହଜାର କିମି ନିକଟରେ…

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?