ଆରମ୍ଭ ହେଲା ‘ଧରିତ୍ରୀ’ର ୟୁଥ୍ କନ୍କ୍ଲେଭ୍
ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ବୁଧବାର ହୋଟେଲ ସ୍ବସ୍ତି ପ୍ରିମିୟମ୍ରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍ କନ୍କ୍ଲେଭ୍ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଆଇଏଏସ୍ ତଥା ଓଡ଼ିଶା ସରକାରଙ୍କ…
ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୯କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ଜଣେ ଅଛନ୍ତି। ତେବେ ଆଜି…
ନାଇଜେରିଆନ ଗ୍ୟାଙ୍ଗ୍ ସଦସ୍ୟ ଗିରଫ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର…
କୋରାପୁଟ, ମାଲକାନଗିରି ଜିଲା ପାଇଁ ପାନୀୟ ଜଳ ପ୍ରକଳ୍ପ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ)- ରାଜ୍ୟ ସରକାର ଜଳଜୀବନ ମିଶନ ଯୋଜନାରେ କୋରାପୁଟ ଓ ମାଲକାନଗିରି ଜିଲାର ୮ ବ୍ଲକକୁ ପାନୀୟ ଜଳ ଯୋଗାଇ ଦେବେ। କୋରାପୁଟ ଜିଲାର ୬ ବ୍ଲକ ଅଧୀନରେ ଥିବା ୫୪ ପଞ୍ଚାୟତର ୫୬୮ ଗ୍ରାମର ୨,୪୫,୭୪୮ ଲୋକଙ୍କୁ ପାନୀୟ…
ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଏବେ ଏହି ଯୋଜନାରେ ଆହୁରି ୫୫୦ ନୂତନ ପ୍ରକଳ୍ପକୁ ସାମିଲ କରାଯାଇଛି।…
ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର, ଏହାର…
ଆଜିଠାରୁ କଳିଙ୍ଗରେ ଜୁନିୟର ହକି ବିଶ୍ୱକପ୍
ଭୁବନେଶ୍ୱର, ୨୪।୧୧(କ୍ରୀଡ଼ା ପ୍ରତିନିଧି): ଏଫ୍ଆଇଏଚ୍ ଜୁନିୟର ହକି ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ବୁଧବାରଠାରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ଡିସେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ଉଦ୍ଘାଟନୀ ଉତ୍ସବ ସନ୍ଧ୍ୟାରେ ଆୟୋଜନ ହେବା କାର୍ଯ୍ୟକ୍ରମ ରହିଛି। ଚାମ୍ପିୟନ୍ସଟ୍ରଫିଠାରୁ ଆରମ୍ଭ…
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୨…
ଏମ୍କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍କେୟୁଓ୍ବାଇ)। ଆସନ୍ତା…
ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ…
ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ନ ଆସିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସୁନ୍ଦରଗଡ଼ ଓ…
୩ ମାସ ମଧ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟର ଠିକା ଡାଟାଏଣ୍ଟ୍ରି ଅପରେଟରମାନେ ନିୟମିତ ହେବେ। ସେମାନଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ ଡାଟାଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଥିବା ଜଣାପଡ଼ିଛି। ତେବେ ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି ଅପରେଟରମାନେ…
Archives


