ମେଟ୍ରୋ

‘ପୂର୍ବ ସ୍ଥିତି ଫେରିନି, ଆଉ ୮ ମାସର ମାଗଣା ରାଶନ ଦିଅ’

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): କୋଭିଡ୍‌ ମହାମାରୀ ପୂର୍ବରୁ ଅର୍ଥନୈତିକ କାର୍ଯ୍ୟକଳାପ ଯେପରି ଥିଲା, ଏପର୍ଯ୍ୟନ୍ତ ସେ ସ୍ଥିତି ଫେରିନି। ଏବେବି ଲୋକେ ଜୀବନଜୀବିକା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏପରି ସ୍ଥିତିରେ ସରକାର ଲୋକଙ୍କୁ ଆଶ୍ୱସ୍ତ ପ୍ରଦାନ କରିବା ଆବଶ୍ୟକ। ତେଣୁ ଗତ…

ଆଉ ୮ ମାସ ମାଗଣା ରାସନ ଦିଅ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଘୋଷଣା ଅନୁଯାୟୀ ୭ ମାସ ମାଗଣା ରାସନ ଦିଆଯାଇଥିବା ବେଳେ ଏହାକୁ ଆହୁରି…

ଆମିଷ ବଜାର ଚଳଚଞ୍ଚଳ: ଜମୁଛି ବେପାର

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଆଜି ଛାଡ଼ଖାଇ। ପରମ୍ପରା ଅନୁସାରେ ପୂର୍ଣ୍ଣିମା ପରଦିନ ଛାଡ଼ଖାଇ । ହେଲେ ଗତକାଲି ଶନିବାର ଥିବାରୁ ଅଧିକାଂଶ ଘରେ ଆମିଷ କରାଯାଇ ନ ଥାଏ। ଏ ନେଇ ରବିବାର ଛାଡ଼ଖାଇ ପାଳନ ହେଉଛି । ପୂଣ୍ୟମାସରେ ଜୀବହତ୍ୟା ନିଷିଦ୍ଧ ମନା…

ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ପୁରୁଣା ସରିନି, ନୂଆ ପ୍ରକଳ୍ପ ପାଇଁ ଚିନ୍ତା

ଖୋର୍ଦ୍ଧା ଅଫିସ,୨୧ା୧୧: ଖୋର୍ଦ୍ଧା ପୌରାଞ୍ଚଳ ଅନ୍ତର୍ଗତ ବରୁଣେଇ ସ୍ମାର୍ଟ ପାର୍କ ଏବଂ ଟିଏଲ୍‌ସି ରୋଡ୍‌ଠାରେ ଆଦର୍ଶ ଶ୍ମଶାନ ନିର୍ମାଣ ପାଇଁ ୨୦୨୦ ଡିସେମ୍ବର ୧୬ରେ ପୌର ପ୍ରଶାସନ ପକ୍ଷରୁ ଶିଳାନ୍ୟାସ କରାଯାଇଥିଲା। ମାର୍ଚ୍ଚ ଶେଷ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ସରିବ…

ଆଜି ରାଜ୍ୟରୁ ୨୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୪୫ ପିଲା

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ…

କଣ୍ଟା ସାଜିଥିଲା ଶନିବାର, ଆଜି ପାଳୁଛନ୍ତି ଛାଡ଼ଖାଇ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ପରମ୍ପରା ଅନୁସାରେ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଛାଡ଼ଖାଇ ପାଳନ କରାଯାଇଥାଏ। ମାତ୍ର କାଲି ଶନିବାର ଥିବାରୁ ଅଧିକାଂଶ ଲୋକ ଆମିଷ ଖାଇ ନ ଥାନ୍ତି। ତେଣୁ ଆଜି ପାଳନ କରୁଛନ୍ତି ଛାଡ଼ଖାଇ। ଏନେଇ ଆମିଷ ଦୋକାନରେ ନାହିଁ ନ ଥିବା…

‘ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି’

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୫ ଜିଲାର ୧୪୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତ୍‌ସିଂହପୁରର ୧୪ ସ୍କୁଲ, ଦେବଗଡ଼ର…

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ ଓ ସୁଗମତା) ବିଲ୍‌-୨୦୨୦ ଆଣିବାକୁ ଯୋଜନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ସମବାୟ ମନ୍ତ୍ରୀ…

ହାତୀ ବେକରେ ଲାଗିବ ରେଡିଓ କଲାର

ଭୁବନେଶ୍ବର,୨୦।୧୧(ବ୍ୟୁରୋ): ହାତୀ ବେକରେ ଲାଗିବ ରେଡିଓ କଲାର। ଏ ନେଇ ପିସିସିଏଫ ଶଶୀ ପଲ ସୂଚନା ଦେଇଛନ୍ତି । ଏହି ରେଡିଓ କଲାର ଦ୍ବାରା ହାତୀଙ୍କ ଗତିବିଧି ଉପରେ ନଜର ରଖାଯିବ । ତେବେ କରଞ୍ଜିଆ ଓ ଚନ୍ଦକା ଜଙ୍ଗଲରେ ପ୍ରଥମ…

ବାଜିମାରିଲେ ଝିଅ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥର ପାସ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ ହାର ୬୭.୭୬% ଥିବା ବେଳେ ପୁଅଙ୍କ ପାସ ହାର ୬୨.୭% ରହିଛି । ଅନ୍ୟପକ୍ଷରେ ମୋଟ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri