ମେଟ୍ରୋ

ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ମିଳିଛି। ଅଫ୍‌ଲାଇନରେ ୧୨,୩୨୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏଥିରେ ୮୪୬୦ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ୬୮.୭୬…

କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ମେଲୋଡିକୁ ମିଳିଲା ଅନୁମତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସ୍‌ଆରସିଙ୍କ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି । ଶନିବାର ଠାରୁ ନୂଆ ଗାଇଡ୍‌ଲାଇନ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୯…

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ

ଭୁବନେଶ୍ବର,୨୦।୧୧(ବ୍ୟୁରୋ): ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିନ ୧୧ଟା ରେଜଲ୍ଟ ପ୍ରକାଶ କରାଯିବ। ପରୀକ୍ଷାର୍ଥୀମାନେ www. orissaresults.nic.in ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ । ଏ ନେଇ ଉଚ୍ଚ ମାଧ୍ୟମିକ…

କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’। ମେଘନା କିଭଳି ଛୋଟବେଳୁ ଅବହେଳା ଓ ଘୃଣାର ଶିକାର ହୋଇଥିଲେ, କେଉଁ ପରିସ୍ଥିତିରେ…

‘ଆତ୍ମା’ କର୍ମଚାରୀଙ୍କୁ ଅଣଦେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ବୈଷୟିକ ପରିଚାଳନା ଏଜେନ୍ସି (ଆତ୍ମା) ହେଉଛି କୃଷି ବିଭାଗର ମେରୁଦଣ୍ଡ । ଧାନ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ କୃଷକମାନଙ୍କୁ ସହାୟତା କରିବା କ୍ଷେତ୍ରରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ କାର୍ଯ୍ୟ…

ଓଡ଼ିଶାର ସ୍କିଲ୍‌ ଇକୋସିଷ୍ଟମ୍‌ ପରିଦର୍ଶନ କଲେ ମହାରାଷ୍ଟ୍ରର ୪୦ ଜଣିଆ ଦଳ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଦେଶରେ ଦକ୍ଷତା ବିକାଶ ଓ ଶିଳ୍ପ ତାଲିମ କ୍ଷେତ୍ରରେ ଓଡ଼ିଶା ଆଜି ଉଦାହରଣ ସାଜିଛି। ରାଜ୍ୟର ବୈଷୟିକ ଏବଂ ଧନ୍ଦାମୂଳକ ଶିକ୍ଷା ଓ ତାଲିମ (ଟିଭିଇଟି) ବିଷୟରେ ଜାଣିବା ନିମନ୍ତେ ମହାରାଷ୍ଟ୍ର ଦକ୍ଷତା ବିକାଶ ମିଶନର ୪୦ ଜଣିଆ…

ଅହଂକାରର ପରାଜୟ: କଂଗ୍ରେସ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ୩ କୃଷି ଆଇନକୁ ପ୍ରତ୍ୟାହାର କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ସେହି ଆଇନକୁ ସଂସଦର ଆସନ୍ତା ଶୀତକାଳୀନ ଅଧିବେଶନରେ ରଦ୍ଦ କରାଯିବ। ଏହା କୃଷକ ଓ ଗଣତନ୍ତ୍ରର ବିଜୟ ଏବଂ କେନ୍ଦ୍ର ସରକାରଙ୍କ ଅହଂକାରର…

ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ଜେଲରେ ଭର୍ତ୍ତି କରିବେ: ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ…

ମୁଖ୍ୟମନ୍ତ୍ରୀଙ୍କ ନୈତିକତା କୁଆଡ଼େ ଗଲା: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ ମମିତା ହତ୍ୟା ପ୍ରସଙ୍ଗରେ…

କୃଷି ଆଇନ ପ୍ରତ୍ୟାହାର ସ୍ବାଗତଯୋଗ୍ୟ ପଦକ୍ଷେପ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି । ସେ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଅତ୍ୟନ୍ତ ସ୍ବାଗତ୍ୟନ୍‌ଯୋଗ୍ୟ । ବିଜେଡି ସର୍ବଦା କୃଷକଙ୍କ ହିତରେ ରହିଛି ଓ ରହିଥିବ। ପୂର୍ବରୁ ବିଜେଡି ସରକାର କୃଷକଙ୍କ…

ଭାଜପାରେ ଯୋଗଦେଲେ ସଞ୍ଜୀବ ସାହୁ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri