ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା ବେଳେ ଗଞ୍ଜାମରୁ…
ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ଋଷିନାଥଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଋଷିନାଥଙ୍କ ଘର ସମେତ…
ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆଜି ଯୁକ୍ତ ଦୁଇ ଅଫ୍ଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍ଏସ୍ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ।…
ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି
ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ ସଂସ୍କୃତିର…
ଗୃହରେ ସଦସ୍ୟ ଆଚରଣ ରଖିବା ଉଚିତ: ବାଚସ୍ପତି
ଭୁବନେଶ୍ୱର,୧୯ା୧୧: ସଂସଦ ଓ ବିଧାନସଭାର ଅଧ୍ୟକ୍ଷ ଭାବେ ବାଚସ୍ପତିମାନେ ଗୃହର ସୁପରିଚାଳନା ସହ ଗରିମା ରକ୍ଷା କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେଇଥାନ୍ତି। ସାଂସଦ ଓ ବିଧାୟକମାନେ ଏହାକୁ ସମ୍ପୂର୍ଣ୍ଣରୂପେ ହୃଦୟଙ୍ଗମ କରି ଗୃହରେ ନିଜର ଆଚରଣ ରଖିବା ଉଚିତ। ସଂସଦ ଓ…
ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୧…
୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)/ ବାରିପଦା (ଅଫିସ): ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ ସ୍କୁଲ,…
ନିଲମ୍ବନ ପରେ ଚାକିରିରୁ ବିଦା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍ ଓ୍ବେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ରାଜ୍ୟ ସରକାର ଗୁରୁବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅପାରଗତା ଓ ଦୁର୍ନୀତି…
ନିଶା କବଳରେ ଶୈଶବ: ରାଜ୍ୟପାଳ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍ ପରେଡ୍’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ ବ୍ୟାଚ୍ର ୭ଜଣ ଡିଏସ୍ପି ଏବଂ ୧୦ମ ବ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିବା ୧୯୧ଜଣ ସବ୍ଇନ୍ସପେକ୍ଟର ଭାଗ…
ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍ ରେସ୍ପନ୍ସ ସିଷ୍ଟମ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍ ଭଏସ୍ ରେସ୍ପନ୍ସ ସିଷ୍ଟମ(ଆଇଭିଆର୍ଏସ୍)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର ମାଧ୍ୟମରେ…
କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ
ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହିତ ଗ୍ରହଣ ଆରମ୍ଭ ହେବ। ପରେ ମଧ୍ୟାହ୍ନ ୧୨ଟା ୪୮ରେ ଚନ୍ଦ୍ର ଛାୟାରେ ପ୍ରବେଶ…
ଡିଲ୍ ବେଳେ ଧରାପଡ଼ିଲେ
ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା…
Archives


